କଟକ ସହର ପାଇଁ ଗଣେଶ ପୂଜା ଗାଇଡଲାଇନ୍‌

କଟକ ଅଫିସ,୩୧।୮: ସିଏମ୍‌ସି ପକ୍ଷରୁ ମଙ୍ଗଳବାର କଟକ ସହର ପାଇଁ ଗଣେଶ ପୂଜା ଗାଇଡଲାଇନ୍‌ ଜାରି କରାଯାଇଛି। ତଦନୁଯାୟୀ, ମଣ୍ଡପ ତଥା ପେଣ୍ଡାଲରେ ପୂଜା ଲାଗି ଡିସିପିଙ୍କଠାରୁ ଅନୁମତି ନେବାକୁ ହେବ। କେବଳ ପରମ୍ପରା ରକ୍ଷା ପାଇଁ ପୂଜା କରାଯିବ। ଲାଇଟ୍‌ ସାଜସଜ୍ଜା ଆଦି ବନ୍ଦ ରହିବ। ପୂଜା ମଣ୍ଡପର ତିନି ପାର୍ଶ୍ୱ ସମ୍ପୂର୍ଣ୍ଣ ବନ୍ଦ ରହିବାକୁ ଥିବା ବେଳେ ଚତୁର୍ଥ ପାର୍ଶ୍ୱ ଆଶିଂକ ଖୋଲା ରହିବ। ମଣ୍ଡପରେ ସାଧାରଣ ଦର୍ଶନ ବନ୍ଦ ରହିବା ସହ ମନୋରଞ୍ଜନ କାର୍ଯ୍ୟକ୍ରମ ହେବ ନାହିଁ। ପୂଜା ପାଇଁ କର୍ତ୍ତା, ପୁରୋହିତଙ୍କୁ ମିଶାଇ ୭ ଜଣଙ୍କୁ ଅନୁମତି ରହିଛି। ସେହିଭଳି ଶିକ୍ଷାନୁଷ୍ଠାନରେ ସମସ୍ତଙ୍କୁ ମିଶାଇ ସର୍ବାଧିକ ୨୦ଜଣ ରହିପାରିବେ। ବିସର୍ଜନ ଶୋଭାଯାତ୍ରା ହେବ ନାହିଁ, ଅସ୍ଥାୟୀ ପୋଖରୀରେ ମୂର୍ତ୍ତି ବିସର୍ଜନ କରାଯିବ। ପୂଜାରେ ସର୍ବସାଧାରଣ ଭୋଜି ଆୟୋଜନକୁ ସମ୍ପୂର୍ଣ୍ଣ ମନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖବର ବାଜିଲା, ପ୍ରଶାସନ ହଲିଲା : ଜିଲାପାଳ, ବିଧାୟକଙ୍କ ହସ୍ତକ୍ଷେପ ପରେ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ

ଛତ୍ରପୁର, ୨୭/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଗାଣ ବର୍ଷାରେ ଜଳବନ୍ଦୀ ହୋଇପଡ଼ିଥିବା ଛତ୍ରପୁର ପୌରପରିଷଦ ଅଞ୍ଚଳରେ ଏବେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଗଭୀର ଅବପାତ ପ୍ରଭାବରେ…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ସଚିନ ତେନ୍ଦୁଲକରଙ୍କ ୧୯ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିବାକୁ ପ୍ରସ୍ତୁତ ବିରାଟ, ଅପେକ୍ଷାରେ ଦର୍ଶକେ

ନୂଆଦିଲ୍ଲୀ,୨୭।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ରବିବାର ତିରୁଭାନନ୍ତପୁରମରେ ଖେଳାଯିବ। ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅପରାହ୍ନ ୨ଟାରେ ଏହି ମ୍ୟାଚ ଆରମ୍ଭ ହେବାର…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

ମୁଥୁଟ ଫିନକର୍ପ (Muthoot Fincorp) ସହିତ ଏକ ନୂତନ ଅଧ୍ୟାୟ ଆରମ୍ଭ କରିଛି BCCI, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୨୭।୯: ଭାରତୀୟ କ୍ରିକେଟ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ, ‘ମୁଥୁଟ ଫିନକର୍ପ ଲିମିଟେଡ’ (Muthoot Fincorp Limited) ଭାରତରେ ଖେଳାଯାଉଥିବା ଘରୋଇ କ୍ରିକେଟ ମ୍ୟାଚଗୁଡ଼ିକ ପାଇଁ…

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍‌ ଗେଟ୍‌: ମୋଟ ୨୬ଟି ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍‌କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍‌…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର…

ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍‌ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?