ଟ୍ରେଣ୍ଡ୍‌ସ ପକ୍ଷରୁ ଗଣେଶପୂଜା ସ୍ବତନ୍ତ୍ର ଅଫର

ଭୁବନେଶ୍ୱର,୨୪।୮: ରିଲାଏନ୍ସ ରିଟେଲର ପ୍ରମୁଖ ସଂସ୍ଥା ‘ଟ୍ରେଣ୍ଡ୍‌ସ’ ପକ୍ଷରୁ ଚଳିତ ବର୍ଷର ଗଣେଶପୂଜା ଉପଲକ୍ଷେ ସ୍ବତନ୍ତ୍ର ଅଫର ଓ ଟ୍ରେଣ୍ଡସ୍‌ ସ୍ବାଗତମ୍‌ ଶ୍ରୀଗଣେଶ ପ୍ରତିଯୋଗିତା ବିଷୟରେ ମଧ୍ୟ ଘୋଷଣା କରାଯାଇଛି। ବିଶେଷକରି ଗଣେଶପୂଜାକୁ ଅଧିକ ଆକର୍ଷଣୀୟ କରିବା ଓ ଗ୍ରାହକଙ୍କୁ ଶପିଂ ଉପରେ ଉନ୍ନତ ଅନୁଭୂତି ଦେବା ଲାଗି ଏହି ସ୍ବତନ୍ତ୍ର ଅଫର ଅଧୀନରେ ଗ୍ରାହକମାନେ ୩୪୯୯ ଟଙ୍କା କିମ୍ବା ତା’ଠାରୁ ଅଧିକ ମୂଲ୍ୟର ଶପିଂ କଲେ ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ଓ ୩୦୦୦ଟଙ୍କା ମୂଲ୍ୟର ଏକ କୁପନ ପାଇପାରିବେ। ସେହିଭଳି ଏହି ସ୍ବତନ୍ତ୍ର ଅଫର ସହ ଟ୍ରେଣ୍ଡ୍‌ସ ସ୍ବାଗତମ୍‌ ଶ୍ରୀଗଣେଶ ପ୍ରତିଯୋଗିତା ମଧ୍ୟ ଘୋଷଣା କରାଯାଇଛି। ଏଥିରେ ଗ୍ରାହକମାନେ ପ୍ରଭୁ ଗଣେଶଙ୍କ ଏକ ଛବି ଆଙ୍କି ଆମ ସହ ଶେୟାର କରିପାରିବେ କିମ୍ବା ପ୍ରଭୁ ଗଣେଶଙ୍କ ସହ ସେଲ୍‌ଫି ନେଇ ତାହା ମଧ୍ୟ ଆମ ପାଖକୁ ପଠାଇପାରିବେ। ଏପରିକି ଗ୍ରାହକମାନେ ୮୯୦୮୦୨୦୧୦୪ ହ୍ବାଟ୍ସଆପ୍‌ ନମ୍ବରରେ ମଧ୍ୟ ବିସ୍ତୃତ ଭାବେ ପଠାଇପାରିବେ କିମ୍ବା ସଂସ୍ଥାର ଓ୍ବେବ୍‌ସାଇଟ ମାଧ୍ୟମରେ ମଧ୍ୟ ସେମାନଙ୍କ ଛବି କିମ୍ବା ସେଲ୍‌ଫିକୁ ଅପ୍‌ଲୋଡ୍‌ କରିବା ସହ ପ୍ରତିଯୋଗିତା ସମ୍ପର୍କରେ ଅଧିକ ବିବରଣୀ ମଧ୍ୟ ପାଇପାରିବେ। ସେହିଭଳି ଗ୍ରାହକ ଆଙ୍କିଥିବା ଗଣେଶଙ୍କ ଛବି କିମ୍ବା ସେଲ୍‌ଫିକୁ ନିଜ ଫେସ୍‌ବୁକ୍‌ ଓ ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ମଧ୍ୟ ପୋଷ୍ଟ କରି ସଂସ୍ଥାକୁ ଟ୍ୟାଗ୍‌ କରି ପୋଷ୍ଟ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?