ସମ୍ବଲପୁର: ସର୍ବସାଧାରଣ ସ୍ଥାନ, ଅନୁଷ୍ଠାନରେ ଗଣେଶ ପୂଜା ବନ୍ଦ

ସମ୍ବଲପୁର,୨୦ା୮(ବ୍ୟୁରୋ)-ଚଳିତ ବର୍ଷ କରୋନା ଯୋଗୁ ଗଣେଶ ପୂଜା ଉପରେ କଟକଣା ଲଗାଯାଇଛି। ସର୍ବସାଧାରଣ ସ୍ଥାନ, ଶିକ୍ଷାନୁଷ୍ଠାନ, କ୍ଲବ ଗୁଡିକରେ ପୂଜା କରିବା ଉପରେ ରୋକ ଲଗାଯାଇଛି। ଘରେ ପରିବାର ସହ ପୂଜା କରିବାକୁ ଅନୁରୋଧ କରାଯାଇଛି। ଏ ନେଇ ଜିଲାପାଳ ଶୁଭମ ସକସେନା ନିର୍ଦ୍ଦେଶନାମା ଜାରି କରିଛନ୍ତି। ଯଦି ଏହାର ଖିଲାପ କରାଯାଏ ତେବେ ଆଇନ ଅନୁସାରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଉଲ୍ଳେଖ ରହିଛି।
ସୂଚନାଯୋଗ୍ୟ, ସମ୍ବଲପୁର ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ସାମାଜିକ ଦୂରତ୍ୱ ଓ କଟକଣା ପାଳନ କରି କିଛି ଅନୁଷ୍ଠାନ ପୂଜା କରିବା ପାଇଁ ପ୍ରସ୍ତୁତି କରୁଥିଲେ। ଜିଲାପାଳଙ୍କ ଏହି ନିର୍ଦ୍ଦେଶନାମା ପରେ ସେମାନେ ଏବେ ନିରାଶ ହୋଇ ପଡିଛନ୍ତି। ମୂର୍ତ୍ତିି କାରିଗର, ଟେଣ୍ଟ ମାଲିକ, ପୂଜା ଦୋକାନୀଙ୍କ ବ୍ୟବସାୟରେ ଏହାର ପ୍ରଭାବ ପଡିବ ବୋଲି ଜଣାପଡିଛି । କାରିଗର ମାନେ ବିକ୍ରି ହେବା ଆଶା ନେଇ କିଛି ମୂର୍ତ୍ତି ତିଆରି କରିଥିଲେ। ଏବେ ସେମାନେ ଚିନ୍ତାରେ ପଡି ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri