ଦୁଇଟି ବିବାହ କରିବାକୁ ଗଣେଶଙ୍କୁ ମିଳିଥିଲା ଅଭିଶାପ, ଜାଣନ୍ତୁ କାହିଁକି

ପ୍ରତିବର୍ଷ ଭାଦ୍ରବ ମାସ ଶୁକ୍ଳପକ୍ଷ ଚତୁର୍ଥୀ ତିଥିରେ ବିଘ୍ନରାଜଙ୍କୁ ପୂଜା କରାଯାଇଥାଏ। ଚଳିତବର୍ଷ ସେପ୍ଟେମ୍ବର ୧୦ରେ ପୂଜା ପାଇବେ ପ୍ରଭୁ ଗଜାନନ। ଗଣେଶଙ୍କୁ ଅଗ୍ରପୂଜ୍ୟ କୁହାଯାଏ। କାରଣ ସବୁ ପୂଜାରେ ଆଗେ ଗଣେଶଙ୍କୁ ପୂଜା କରାଯାଏ। ଏହିଦିନ ବିଭିନ୍ନ ବ୍ୟବସାୟ ପ୍ରତିଷ୍ଠାନ ଠାରୁ ଆରମ୍ଭ କରି ବିଦ୍ୟାଳୟ, ମହାବିଦ୍ୟାଳୟରେ ପୂଜା ପାଆନ୍ତି ପ୍ରଭୁ ଗଣେଶ। ଗତବର୍ଷ ପରି ଚଳିତବର୍ଷ ମଧ୍ୟ କରୋନା ମହାମାରୀ ଯୋଗୁ ଆଡମ୍ବର ସହକାରେ ପୂଜା ନ କରିବା ପାଇଁ ସରକାରଙ୍କ ପକ୍ଷରୁ ନିବେଦନ କରାଯାଇଛି।

ତେବେ ଗଣେଶଙ୍କୁ ନେଇ ଅନେକ କାହାଣୀ ରହିଛି। ସେଥିମଧ୍ୟରୁ ଗୋଟିଏ କାହାଣୀ ହେଉଛି ଗଣେଶ ଦୁଇଟି ପତ୍ନୀ ଗ୍ରହଣ କରିବେ ବୋଲି ତାଙ୍କୁ ଅଭିଶାପ ମିଳିଥିଲା। ଏହି ଅଭିଶାପ ଦେବୀ ତୁଳସୀ ଦେବୀ ଦେଇଥିଲେ ଗଣେଶଙ୍କୁ। ତେବେ କାହିଁକି ଏପରି ଅଭିଶାପ ଦେଇଥିଲେ ଜାଣନ୍ତୁ ଏ ସମ୍ପର୍କରେ…

ଏକଦା ଗଣେଶ ଧ୍ୟାନମଗ୍ନ ଥିବାବେଳେ ଦେବୀ ତୁଳସୀ ସେହିବାଟ ଦେଇ ଯାଉଥିଲେ। ଗଣେଶଙ୍କ ରୂପରେ ବିମୋହିତ ହୋଇ ତୁଳସୀ ବିବାହ କରିବାକୁ ପ୍ରସ୍ତାବ ଦେଇଥିଲେ। ମାତ୍ର ପ୍ରଭୁ ଗଣେଶ ଦେବୀ ତୁଳସୀଙ୍କ ଏହି ପ୍ରସ୍ତାବରେ ରାଜି ହୋଇ ନ ଥିଲେ। କାରଣ ଗଣେଶ ନିଜ ବିଶାଳକାୟ ଚେହେରାକୁ ନେଇ ପଶ୍ଚାତାପ କରୁଥିଲେ। ଏଣୁ ସେ ତୁଳସୀଙ୍କୁ ବିବାହ କରିବାକୁ ମନା କରି ଦେଇଥିଲେ। ଏକଥା ଦେବୀ ତୁଳସୀଙ୍କୁ ଖୁବ୍‌ ବାଧିଥିଲା। ତେଣୁ ସେ ରାଗିଯାଇ ଗଣେଶଙ୍କୁ ଅଭିଶାପ ଦେଇଥିଲେ କି ତୁମେ ଦୁଇଟି ବିବାହ କରିବ।  ଗଣେଶ ପରବର୍ତ୍ତୀ ସମୟରେ ଏହି ଶାପ ଭୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri