କରୋନା କଟକଣା: ଫିକା ପଡ଼ିଛି ଗଣେଶ ପୂଜା

ବାଲିଗୁଡ଼ା,୨୨ା୮(ଡି.ଏନ୍‌.ଏ.) : ଆଜି ପ୍ରଭୁ ଗଣେଶଙ୍କ ପୂଜା । ହେଲେ ଚଳିତ ବର୍ଷ ସମଗ୍ର କନ୍ଧମାଳ ଜିଲା ସମେତ ବାଲିଗୁଡ଼ା ଟାଉନରେ ଫିକା ପଡ଼ିଛି ଏହି ଉତ୍ସବ। ଏହାକୁ ନେଇ ନିରାଶ ହୋଇଛନ୍ତି ବାଲିଗୁଡ଼ା ବାସିନ୍ଦା। ଚଳିତ ବର୍ଷ କରୋନା କଟକଣା କାରଣରୁ ପୂଜା ମଣ୍ଡପରେ ସାଧାରଣ ଲୋକଙ୍କ ସମାଗମ ରୋକିବାକୁ ପୂଜା ଉପରେ ରୋକ ଲଗାଇଛି ଜିଲା ପ୍ରଶାସନ । ତେଣୁ ପୂଜା ମଣ୍ଡପଗୁଡିକ ଚଳିତ ବର୍ଷ ଖାଁ ଖାଁ ଦିଶୁଛି। ସେପଟେ ଏଥର ବଜାରରୁ ମୂର୍ତ୍ତି ନେଇ ଘରେ ପୂଜା କରିଛନ୍ତି ଲୋକେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ହୋଇଥିବା କହି ୧୩ ଦିନର ନବବଧୂଙ୍କୁ ଘରୁ ତଡ଼ିଦେଲେ ଶାଶୁଘର ଲୋକେ: ସ୍ବାମୀ, ଶ୍ୱଶୁର ଗିରଫ

ଉମରକୋଟ,୧୪।୩(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଥିବା ବେଳେ ଗାଁଠାରୁ ସହରଯାଏ ଏହି ଭାଇରସ୍‌ ଆତଙ୍କରେ ଆତଙ୍କିତ। ଏପରିକି ଜଣେ ନବବଧୂଙ୍କର ସାମାନ୍ୟ...

ମନ୍ଦିର ଦାନବାକ୍ସ ତାଡ଼ି ଚୋରି: ପୋଲିସର ତଦନ୍ତ ଜାରି

ବଡ଼ବିଲ,୯।୧୨(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଟାଉନ ଫାଣ୍ଡି ନଂ. ୧ ସମ୍ମୁଖ ହରିହର ମନ୍ଦିର ପରିସରରେ ଥିବା ଦାନ ବାକ୍ସକୁ କେହି...

ସ୍ଲୁଇସ ଗେଟ୍‌ କାମ ନିମ୍ନମାନର: ପ୍ରଭାବିତ ହେବେ ୫ ପଞ୍ଚାୟତର ଚାଷୀ

ନାଉଗାଁ,୧୧ା୭(ସ୍ବ.ପ୍ର.): ଚାଷ ଜମିରୁ ଉଦ୍‌ବୃତ ଜଳ ନିଷ୍କାସନ ସହିତ ଆବଶ୍ୟକ ସମୟରେ ସଂରକ୍ଷିତ ଜଳକୁ ଚାଷ କାର୍ଯ୍ୟରେ ବିନିଯୋଗ କରିବା ନିମନ୍ତେ ନାଉଗାଁ ବ୍ଲକର ବିଭିନ୍ନ...

ଜଳଖିଆ ଦୋକାନରୁ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ଜଗତ୍‌ସିଂହପୁର ଅଫିସ,୨୩।୨: ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ଢିଅସାହି ବଜାର ଓ ସ୍ଥାନୀୟ ଗାନ୍ଧୀଛକସ୍ଥିତ ଏକ ହୋଟେଲରେ ରବିବାର ଅଗ୍ନିକାଣ୍ଡ ଘଟିଛି। ସିଙ୍ଗିପୁରର ବାବନ ସାହୁଙ୍କ ଜଳଖିଆ...

ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା

ତିହିଡ଼ି,୧୯।୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଗୋବିନ୍ଦପୁର ପଞ୍ଚାୟତରେ ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ବଣ୍ଟନ ଦାୟିତ୍ୱରେ ଥିବା ରିଟେଲର...

ଗ୍ରାନାଇଟ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ ଘଟଣା: ୨ ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୧୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ମହୁଡ଼ା ଗ୍ରାମ ନିକଟ ଶେଖାଓ୍ବତ ଗ୍ରାନାଇଟ କମ୍ପାନୀ କର୍ମଚାରୀଙ୍କୁ ଦାଦାବଟି ଲାଗି କରାଯାଇଥିବା ଆକ୍ରମଣ ଘଟଣାରେ ଶୁକ୍ରବାର ଦିଗପହଣ୍ଡି ପୋଲିସ ୨...

୧୪ ଗୋରୁ ସହ ଭ୍ୟାନ୍‌ ଜବତ

ଭଦ୍ରକ ଅଫିସ, ୨୦ା୬- ଭଦ୍ରକ ଜିଲା ଚରମ୍ପା ବରାଳପୋଖରୀ ଅଞ୍ଚଳରୁ ଶୁକ୍ରବାର ବେଆଇନ ଗୋଚାଲାଣ ବେଳେ ଟାଉନ ଥାନା ପୋଲିସ ୧୪ଟି ଗୋରୁ ସହ ଏକ...

ଗୁଞ୍ଜନ ଡ୍ୟାନ୍ସ ଏକାଡେମୀର ନୃତ୍ୟ, ସଙ୍ଗୀତ ଉତ୍ସବ ଉଦ୍‌ଘାଟିତ: ଜଗନ୍ନାଥ ମଙ୍ଗଳମ୍‌ରେ ମୁଗ୍ଧ ହେଲେ ଦର୍ଶକ

କଟକ ଅଫିସ,୨୩ା୧୧: ମଞ୍ଚରେ ହେଲା ପହଣ୍ଡି ବିଜେ ଆଉ ରଥଟଣା। ବାଜିଲା ‘ଚତର୍ଭୁଜ ଜଗନ୍ନାଥ କଣ୍ଠ ଶୋଭିତ କୌସ୍ତୁଭ’ ଗୀତ। ଜଗନ୍ନାଥ ମଙ୍ଗଳମ୍‌ ନୃତ୍ୟରେ ସୃଷ୍ଟି...

Coronavirus Update

Archives

Model This Week

Why Dharitri