ଖୋର୍ଦ୍ଧାରେ ହେବ ନାହିଁ ଗଣେଶ ପୂଜା

ଖୋର୍ଦ୍ଧା ଅଫିସ,୧୮।୮: ଖୋର୍ଦ୍ଧା ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର କୋଭିଡ୍‌ ପରିଚାଳନା ନେଇ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ସନତ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କରୋନା ନିୟନ୍ତ୍ରଣ ଏବଂ କୋଭିଡ୍‌ ପରିଚାଳନା ଉପରେ ଆଲୋଚନା ହୋଇଥିଲା । ଆଗକୁ ଗଣେଶ ଚତୁର୍ଥୀ ରହିଛି। କରୋନା ସଂକ୍ରମଣ ଭୟ ତଥା ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ଚଳିତବର୍ଷ ଖୋର୍ଦ୍ଧା ଜିଲାରେ ଗଣେଶ ପୂଜାକୁ ସାର୍ବଜନୀନ ଭାବେ ବନ୍ଦ ଲାଗି ନିଷ୍ପତ୍ତି ନିଆଯାଇଛି । କୋଭିଡ୍‌ ଗାଇଡଲାଇନ କଡାକଡି କରାଯିବ। ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ କହିଛନ୍ତି। ଆବଶ୍ୟକ ପଡ଼ିଲେ ଖୋର୍ଦ୍ଧାରେ ଶଟ୍‌ଡାଉନ ଜାରି କରାଯିବ ବୋଲି ଜିଲାପାଳ ମହାନ୍ତି ସୂଚନା ଦେଇଛନ୍ତି। ଏହି ଅବସରରେ ବିଧାୟକ ଜ୍ୟୋତିରେନ୍ଦ୍ର ନାଥ ମିତ୍ର, ଜିଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ ଦଳେଇ, ଏଡିଏମ୍‌ ମନୋଜ ପାଢୀ, ଅନୁଜ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!

୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ,…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

ସାକ୍ଷୀଗୋପାଳରେ ଆଜିବି ବଞ୍ଚିଛି ଶହ ଶହ ବର୍ଷର ନଡ଼ିଆ ଲଢ଼େଇ ପରମ୍ପରା, ଗହ୍ମାପୂର୍ଣ୍ଣମୀରେ…

ସାକ୍ଷୀଗୋପାଳ, ୨୭।୮ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳରେ ନଡିଆ ଲଢେଇ ପ୍ରତିଯୋଗିତା ଏକ ନିଆରା ପରମ୍ପରା ଭାବରେ ଶହ ଶହ ବର୍ଷ…

ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା

ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri