ଗଣେଶ୍ୱର ବେହେରା ଜୟନାରାୟଣ ମିଶ୍ର ମୁହାଁମୁହିଁ: ହୁଇସିଲ୍‌ ମାରି…

ଭୁବନେଶ୍ୱର,୨୯।୧୧: ବିଧାନସଭାରେ ଗଣେଶ୍ୱର ବେହେରା ଜୟନାରାୟଣ ମିଶ୍ର ମୁହାଁମୁହିଁ ହୋଇଛନ୍ତି। ଜୟନାରାୟଣଙ୍କୁ ହୁଇସିଲ ମାରିବାକୁ ଆହ୍ବାନ କରିଛନ୍ତି ଗଣେଶ୍ବର।
ହୁଇସିଲ ମାରିଲେ ବିଜେଡି ଭାଙ୍ଗିଯିବ ବୋଲି  ଜୟନାରାୟଣ କହିଛନ୍ତି। ହୁଇସିଲ ମାରି ଥରେ ଦେଖନ୍ତୁ, ଅବାସ୍ତବ କଥା କହୁଛନ୍ତି ଜୟ, ଆଗକୁ ବିଜେଡି ସଂଗଠନ ହୋଇ ପୁଣି ଫେରିବ ବୋଲି ମଧ୍ୟ ଗଣେଶ୍ୱର କହିଛନ୍ତି।
ଅନ୍ୟପକ୍ଷେ ଗଣେଶ୍ବର କଂଗ୍ରେସ ଛାଡ଼ି ବିଜେଡିକୁ ଆସିଛନ୍ତି, ଶବ୍ଦ ଅଧିକ କରୁଛନ୍ତି, ବିଜେଡି ଆଉ ନାହିଁ, ହୁଇସିଲ ମାରିଲେ ଭାଙ୍ଗିଯିବ। ଏବେ ଚାହୁଁନାହୁଁ ଜୟ କହିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri