ଉପମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଏହି ଅଧିକାରୀଙ୍କୁ ମିଳିଲା ନିଯୁକ୍ତି

ଭୁବନେଶ୍ୱର, ୪।୭: ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୧୨ ବ୍ୟାଚ ଆଇଏଏସ୍‌ ଗଣେଶ୍ୱର ଜେନାଙ୍କୁ ନିଯୁକ୍ତ ଦିଆଯାଇଛି । ଆଜି ତାଙ୍କୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ଗଣେଶ୍ୱର ଜେନା ଏବେ ଓ ରାଜ୍ୟ ପଣ୍ୟାଗାର ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri