ଯୁକ୍ତ ୨ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲା, ୬ ଜଣ ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍

ବ୍ରହ୍ମପୁର,୨୯।୧(ସୁବାସ ଚନ୍ଦ୍ର ପାଢ଼ୀ): ସ୍ୱତନ୍ତ୍ର ପୋକସ ଜଜ ପ୍ରଣତି ପଟ୍ଟନାୟକ ଏକ ଗଣବଳାତ୍କାର ମାମଲାର ଗୁରୁତ୍ୱପୂର୍ଣ ରାୟ ପ୍ରକାଶ କରିଛନ୍ତି । ଉପଯୁକ୍ତ ପ୍ରମାଣ ଆଧାରରେ ସେ ୬ଜଣ ଅଭିଯୁକ୍ତଙ୍କୁ ୨୦ ବର୍ଷ ଲେଖାଏଁ ଜେଲ ଦଣ୍ଡରେ ଦଣ୍ଡିତ ପାଇଁ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି ।

ମାମଲାର ବିବରଣୀରୁ ପ୍ରକାଶ ଯେ, ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅଞ୍ଚଳର ୨୦୨୪ ମଇ ମାସ ୭ତାରିଖରେ  ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଗଣ ବଳାତ୍କାର ହୋଇଥିଲା। ସେଠାରୁ ଖସି ଆସି ପିଡ଼ିତା ଘଟଣା ସମ୍ପର୍କରେ ଥାନାରେ ଅଭିଯୋଗ କରିଥିଲେ।  ଏହି ଘଟଣାରେ ନାବାଳକା ଛାତ୍ରୀଙ୍କ ପୁରୁଷ ବନ୍ଧୁ ଓ ସାଙ୍ଗମାନେ ସଂପୃକ୍ତ ଥିଲେ । ଛାତ୍ରୀଙ୍କୁ ଗଣବଳାତ୍କାର ହୋଇଥିଲା । ବ୍ରହ୍ମପୁର ସ୍ଥିତ ସ୍ୱତନ୍ତ୍ର ପୋକସୋ ଅଦାଲତର ଜଜ୍ ପ୍ରଣତି ପଟ୍ଟନାୟକଙ୍କ ଗୁରୁବାର ଏହି ରାୟ ପ୍ରକାଶ କରିଛନ୍ତି । ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ପିପି ନାରାୟଣ ପଣ୍ଡା ମକଦ୍ଦମା ପରିଚାଳନା କରିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ବନାଞ୍ଚଳରେ ଅଫିମ ଚାଷ, ମୂଳୋତ୍ପାଟନ କଲା କେନ୍ଦୁଝର ପୋଲିସ

ଯୋଡ଼ା,୨୯ା୧(ମାନସ ମହାନ୍ତି): ଅଫିମ ଚାଷ ନଷ୍ଟ କଲା ପୋଲିସ । କେନ୍ଦୁଝର ଜିଲାର ବଡବିଲ ଥାନା ତଥା ଯୋଡା ବ୍ଲକ ଅନ୍ତର୍ଗତ ରୋଇଡା ଗ୍ରାମ ପଞ୍ଚାୟତର ମାଙ୍କଡ…

ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ, ଜାଣନ୍ତୁ କେବେଠୁ..

ବାରିପଦା,୨୯ା୧: ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା…

ପାରିବାରିକ କଳହ ନେଲା ଜୀବନ, ଭିଣୋଇଙ୍କ ଠେଙ୍ଗା ମାଡ଼ରେ ଶଳା ମୃତ

ଗୁଣୁପୁର,୨୯ା୧(ସଂକେତ ପାତ୍ର/ସୁଜାତା ପାଢ଼ୀ ): ଭିଣୋଇଙ୍କ ଠେଙ୍ଗା ମାଡ଼ରେ ଶଳାଙ୍କ ମୃତ୍ୟୁ। ଏହି ଅଭାବନୀୟ ଘଟଣାଟି ଘଟିଛି ରାୟଗଡା ଜିଲା ଗୁଣପୁର ମେଡିକାଲ କଲୋନୀରେ। ଭିଣୋଇ ଏବଂ…

ନାବାଳକଙ୍କୁ ବାଲିରେ ପୋତିଦେଲେ ୬ ସାଙ୍ଗ, ଭିଡିଓ ଉତ୍ତୋଳନ କରି ଦେଲେ ଏମିତି ଧମକ

ଗୁଣପୁର,୨୯ା୧(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ପିଲାଖେଳ ଯେ, ଜଣେ ନାବାଳକଙ୍କ ଜୀବନ ନେଇଯାଇଥାନ୍ତା ତାହା ଏକ ଭିଡିଓରୁ ଜଣାପଡ଼େ। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ଜିଲା…

ବାଲସି ଧାନ ମଣ୍ଡିରେ ଦୁଇମାସରୁ ଉର୍ଦ୍ଧ୍ବ ହେଲା ପଡ଼ିରହିଛି ଧାନ, ଶୀତ କାକରରେ ଜଗୁଛନ୍ତି ଚାଷୀ

କେସିଙ୍ଗା,୨୯ା୧(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବାଲସି ଧାନ ମଣ୍ଡିରେ ଦୀର୍ଘ ଦୁଇ ମାସ ହେଲା ଧାନ ପଡି ରହିଛି । ପ୍ରବଳ ଶୀତ…

୨୧୧ ଯାତ୍ରୀକୁ ନେଇ ଯାଉଥିବା ଇଣ୍ଡିଗୋ ବିମାନରେ ଧକ୍କା ହେଲା ପକ୍ଷୀ, ଆଉ ତା’ପରେ…

ନୂଆଦିଲ୍ଲୀ,୨୯।୧: ଗୋଆରୁ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର (ଶମଶାବାଦ) ଯାଉଥିବା ଏକ ଇଣ୍ଡିଗୋ ବିମାନରେ ବୁଧବାର ପକ୍ଷୀ ଧକ୍କା ହୋଇଥିଲା। ବିମାନ ଭିତରେ ୨୧୧ ଜଣ ଯାତ୍ରୀ…

ନବଜାତ ଶିଶୁକନ୍ୟାକୁ ଅଳିଆଗଦାରେ ଫିଙ୍ଗିଦେଲେ, ଗାଁରେ ଜୋର୍‌ ଧରିଛି ଚର୍ଚ୍ଚା

ବଲାଙ୍ଗୀର/ସଇଁତଳା,୨୯ା୧(ସୁନିଲ କୁମାର ମହାନ୍ତି/ରାଖାଲ ଶତପଥୀ): ଅଳିଆଗଦାରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏପରି ଏକ ଘଟଣା ଘଟିଛି ବଲାଙ୍ଗୀର ଜିଲା ସଇଁତଳା ଥାନା ଅନ୍ତର୍ଗତ ଧରପଗଡ଼…

୧,୨,୩,୪,୫…ଲଗାତର ଶତକ ପରେ ଷଷ୍ଠ ଶତକ ପୂର୍ବରୁ ହେଲା ବଡ଼ ଓଲଟପାଲଟ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ନୂଆଦିଲ୍ଲୀ,୨୯।୧:ଟେଷ୍ଟ କ୍ରିକେଟ ପ୍ରାୟ ୧୫୦ ବର୍ଷ ଧରି ଖେଳାଯାଉଛି, କିନ୍ତୁ ଏହି ଫର୍ମାଟର ଇତିହାସରେ କେବଳ ଜଣେ ବ୍ୟାଟସମ୍ୟାନ ଲଗାତାର ପାଞ୍ଚଟି ଇନିଂସରେ ଶତକ ହାସଲ କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri