କୋପୁଟରେ ଲଜ୍ଜା: ଠାକୁରାଣୀ ଯାତ୍ରା ଦେଖି ଫେରୁଥିଲେ ନାବାଳିକା, ବଳାତ୍କାର କଲେ ୪ ଯୁବକ

କୋରାପୁଟ,୨୯।୧୨(ଅମିତାଭ ବେହେରା): ନାବାଳିକାଙ୍କୁ ଗଣବଳାତ୍କାର। ଠାକୁରାଣୀ ଯାତ୍ରା ଦେଖି ଫେରୁଥିଲେ ନାବାଳିକା। ବାଟରେ ଛକିବସିଥିଲେ ସଇତାନ। ଏଭଳି ଏକ ଘନ୍ୟକାଣ୍ଡ ଘଟିଛି କୋରାପୁଟ ଜିଲା ଲକ୍ଷ୍ମୀପୁର ଥାନା ଅଞ୍ଚଳରେ। ନବାଳିକା ଠାକୁରାଣୀ ଯାତ୍ରା ଦେଖି ଫେରିବା ବେଳେ ବାଟରେ ଛକି ବସିଥିବା ୪ ସଇତାନ ତାଙ୍କୁ ଗଣବଳାତ୍କାର କରିଥିଲେ। ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଥିବା ବେଳେ ୪ ଜଣଙ୍କୁ ଅଟକ ରଖାଯାଇଛି। ୪ ଯୁବକ କାଶିପୁର ଥାନା ଅଞ୍ଚଳର ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?