Posted inଜାତୀୟ

କୋଭିଡ୍‌ ଆକ୍ରାନ୍ତଙ୍କୁ ଗଣବଳାତ୍କାର

ପାକୁଡ଼,୧୮।୪: ଝାଡ଼ଖଣ୍ଡର ପାକୁଡ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ବାହାରକୁ ଶୌଚ ହେବାକୁ ଯାଇଥିବା ୩୫ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାରେ ସମ୍ପୃକ୍ତ ୧୧ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ୧୧ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପୀଡ଼ିତା ମଧ୍ୟ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ ୧୩ ତାରିଖ ସନ୍ଧ୍ୟାରେ ମହିଳା ଜଣକ ଶୌଚ ପାଇଁ ବାହାରକୁ ଯାଉଥିଲେ। ସେତିକିବେଳେ ୧୧ଜଣ ଯୁବକ ତାଙ୍କୁ ଉଠାଇ ନେଇ ଗଣବଳାତ୍କାର କରିଥିଲେ। ଫଳରେ ୨ ଦିନ ପର୍ଯ୍ୟନ୍ତ ପୀଡ଼ିତା ଚେତାଶୂନ୍ୟ ହୋଇପଡିଥିଲେ। ପୀଡିତା ସୁସ୍ଥ ହେବା ପରେ ପରିବାର ସଦସ୍ୟଙ୍କ ସହ ମୁଫସିଲ୍‌ ଥାନାରେ ପହଞ୍ଚି ଏତଲା ଦେଇଥିଲେ। ଅଭିଯୁକ୍ତଙ୍କ ମଧ୍ୟରେ ପୀଡ଼ିତାଙ୍କ ସମ୍ପର୍କୀୟ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri