ମହଙ୍ଗା ପଡିଲା ନାବାଳିକାଙ୍କୁ ଗଣବଳାତ୍କାର: ୫ ନାବାଳକଙ୍କୁ ହେଲା…

ବଲାଙ୍ଗୀର,୬।୨ ( ସୁନିଲ କୁମାର ମହାନ୍ତି): ମହଙ୍ଗା ପଡିଲା ସହପାଠିନୀକୁ ଗଣବଳାତ୍କାର କରିବ। ବନ୍ଧାହେଲେ ଛଅ ଜଣ ଅଭିଯୁକ୍ତ । ବାଳସୁଧାର ଗୃହକୁ ପଠାଇଲା ଯୁଭେନାଲ ଜଷ୍ଟିସ ବୋର୍ଡ। ବଲାଙ୍ଗୀର ଜିଲା ତୁରକେଲା ଥାନାର ବହୁ ଚର୍ଚ୍ଚିତ ନାବାଳିକା ଗଣବଳାତ୍କାର ଘଟଣାରେ ପୋଲିସ ଛଅ ଜଣଙ୍କୁ ଗିରଫ କରିଥିଲା । ସେ ଭିତରୁ ପାଞ୍ଚ ଜଣ ପନ୍ଦର ବର୍ଷରୁ କମ୍‌ ବୟସର ହୋଇଥିବାବେଳେ, ଜଣେ ସତର ବର୍ଷ ବୟସର। ତୁରକେଲା ପୋଲିସ ଅଭିଯୁକ୍ତ ନାବାଳକମାନଙ୍କୁ ବଲାଙ୍ଗୀର ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର କରାଇଥିଲା । ଜାମିନ ନାମଞ୍ଜୁର ହେବାରୁ ପାଞ୍ଚ ଜଣଙ୍କୁ ଭବାନୀପାଟଣା ବାଳସୁଧାର ଗୃହ ଏବଂ ଜଣକୁ ରାଉରକେଲା ସୁରକ୍ଷିତ ଆଶ୍ରୟ କେନ୍ଦ୍ରକୁ ପଠାଯାଇଛି । ଅନ୍ୟପଟେ ଗ୍ରାଉଣ୍ଡ ଜିରୋକୁ ଯାଇ ତଦନ୍ତ କରିଛନ୍ତି ଡି. ସି. ପି. ୟୁ ଏବଂ ଶିଶୁ ମଙ୍ଗଳ କମିଟି । ଉତ୍ତରାଞ୍ଚଳ ଆଇ. ଜି ହିମାଂଶୁ ଲାଲ ଛୋଟ ପିଲାମାନଙ୍କୁ ରାତି ସମୟରେ ମୋବାଇଲ ନ ଦେବା ପାଇଁ ଅଭିଭାବକମାନଙ୍କୁ ଅନୁରୋଧ କରିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri