କରଞ୍ଜିଆରେ ଯୁବତୀଙ୍କୁ ଗଣବଳାତ୍କାର: ମୁଖ୍ୟ ଅଭିଯୁକ୍ତ ଅଟକ, ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ

କରଞ୍ଜିଆ,୨୫।୬: ମୟୂରଭଞ୍ଜ ଜିଲାର କରଞ୍ଜିଆ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣବଳାତ୍କାର ଅଭିଯୋଗ ସାମ୍ନାକୁ ଆସିଛି। ଯୁବତୀ ଜଣକ ସମ୍ପର୍କୀୟଙ୍କ ଘରକୁ ବୁଲିବା ପାଇଁ ଯାଇଥିବା ସମୟରେ ଘଟଣାଟି ଘଟିଥିବା ଜଣାପଡ଼ିଛି।

ପୋଲିସ ସୂତ୍ରରୁ ପ୍ରକାଶ ଯେ, ଯୁବତୀ ଜଣଙ୍କ ଜଙ୍ଗଲିଆ ରାସ୍ତା ଦେଇ ଫେରୁଥିବା ବେଳେ ତିନି ଜଣ ଅଭିଯୁକ୍ତ ତାଙ୍କୁ ବାଇକ୍‌ରେ ଉଠାଇ ନେଇ ଗଣବଳାତ୍କାର କରିଥିଲେ। ପୀଡ଼ିତାଙ୍କ ଅଭିଯୋଗ ଆଧାରରେ କରଞ୍ଜିଆ ଥାନାରେ ତିନି ଜଣଙ୍କ ନାଁରେ ମାମଲା ରୁଜୁ ହୋଇଛି। ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଅଟକ କରିଥିବା ବେଳେ, ଅନ୍ୟ ଦୁଇ ସହଯୋଗୀ ଏବେ ମଧ୍ୟ ଫେରାର ଅଛନ୍ତି।

ମୟୂରଭଞ୍ଜ ଏସପି କହିଛନ୍ତି ଯେ, ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ଶୀଘ୍ର ଗିରଫ କରାଯିବ। ପୋଲିସ ଏହି ଘଟଣାର ତଦନ୍ତ ଜାରି ରଖିଛି ଏବଂ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି। ଏହି ଘଟଣା ଅଞ୍ଚଳରେ ତୀବ୍ର ଆଲୋଡ଼ନ ସୃଷ୍ଟି କରିଛି, ଏବଂ ସ୍ଥାନୀୟ ଲୋକେ ଦୋଷୀମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ପୀଡ଼ିତାଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଏବଂ ତାଙ୍କୁ ଆବଶ୍ୟକୀୟ ସହାୟତା ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri