ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ: ରବି ଋତୁରେ ୨୦୦୦ ହେକ୍ଟର ଜମିକୁ ଯିବ ପାଣି

ବରଗଡ଼ ,୨୩।୧: ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ,ଜଳସମ୍ପଦ ବିଭାଗ ଶ୍ରୀମତୀ ଅନୁ ଗର୍ଗ ଆଜି ସମ୍ବଲପୁର ଓ ବରଗଡ଼ ଜିଲା ଗସ୍ତ କରି ଜଳସେଚନ ପ୍ରକଳ୍ପ ପରିଦର୍ଶନ କରିଥିଲେ। ଏହି ପରିପ୍ରେକ୍ଷୀରେ ସେ ବରଗଡ଼ ଜିଲାର ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପରେ ଅତିରିକ୍ତ ଆୟକଟ ଅଞ୍ଚଳ(ସେଚାଞ୍ଚଳ)କୁ ଜଳସେଚନ ସୁବିଧା ଯୋଗାଉଥିବା ପମ୍ପ ହାଉସ୍ ପରିଦର୍ଶନ କରିଥିଲେ।

ଏହି ଅବସରରେ ସେ କେତେକ ପାଣି ପଞ୍ଚାୟତର କର୍ମକର୍ତ୍ତା ସମେତ ଏହାର ମହିଳା କର୍ମକର୍ତ୍ତାମାନଙ୍କ ସହପାଣି ପଞ୍ଚାୟତର ପରିଚାଳନା ସଂପର୍କରେ ଆଲୋଚନା କରି ରହୁଥିବା ସମସ୍ୟାର ସମାଧାନ ଦିଗରେଆବଶ୍ୟକ ପରାମର୍ଶ ଦେଇଥିଲେ।

ଉନ୍ନୟନ କମିଶନର ଏହି ପ୍ରକଳ୍ପ ଅଧିନରେଡୁମେରପାଣି ଓ ସରଣ୍ଡାପାଲି ଠାରେ ଯଥାକ୍ରମେ ୨୦ ହେକ୍ଟର ଏବଂ ୨ ହେକ୍ଚର ଚକ ଜମିକୁ ସୁବିଧାରେ ପାଣି ମାଡ଼ିବା ନେଇ ଫ୍ଲସିଂ ଆଉଟ୍ କାର୍ଯ୍ୟ ପରିଦର୍ଶନ କରିଥିଲେ। ଏହି ପ୍ରକଳ୍ପରେ ଆଗାମୀ ଖରିଫ ଋତୁରେ ଅତିରିକ୍ତ ଆୟ କଟର ସମୁଦାୟ ୫୭୫୦ ହେକ୍ଟର ଜମିକୁ ଜଳସେଚନ କରାଯିବ।

ଏହିଜଳ ପରିଚାଳନା ସମ୍ପୂର୍ଣ୍ଣ ସ୍ୱୟଂଚାଳିତ ନିୟନ୍ତ୍ରିତ (ସ୍କାଡା) ସକ୍ଷମ ବ୍ୟବସ୍ଥା। ଚଳିତ ରବି ଋତୁରେ ଏହି ଆୟକଟରେ ୨୦୦୦ ହେକ୍ଟର ଜମିକୁ ପରୀକ୍ଷାମୂଳକ ଜଳସେଚନ ଯୋଗାଇ ଦିଆଯିବ ବୋଲି ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri