Posted inଜାତୀୟ

ଗ୍ୟାଙ୍ଗଷ୍ଟର ଅତିକ ଅହମଦ, ଭାଇ ଅଶରଫଙ୍କୁ ହତ୍ୟା

ନୂଆଦିଲ୍ଲୀ, ୧୬।୪: ପ୍ରୟାଗରାଜର ଦୁର୍ଦ୍ଦାନ୍ତ ଗ୍ୟାଙ୍ଗଷ୍ଟର ଅତିକ ଅହମଦ ତାଙ୍କ ଭାଇ ଅଶରଫଙ୍କୁ ହତ୍ୟା କରାଯାଇଛି। ଅତିକ ଅହମଦ ଓ ତାଙ୍କ ଭାଇ ଅଶରଫଙ୍କୁ ନେଇ ପୁଲିସ ମେଡିକାଲ ଯାଉଥିବା ବେଳେ ପ୍ରୟାଗରାଜର ମେଡିକାଲ କଲେଜ ନିକଟରେ ଏହି ହତ୍ୟାକାଣ୍ଡ ଘଟିଛି। ଦୁର୍ବୃର୍ତ୍ତମାନେ ନିଜକୁ ଖବରଦାତା ପରିଚୟ ଦେଇ ଗୁଳି କରିଛନ୍ତି।
ଏହି ଆକ୍ରମଣରେ ଅତିକ ଓ ଅଶରଫଙ୍କ ମୃତ୍ୟୁ ଘଟିଛି। ତେବେ  ଗୁଳି ଚଳାଇଥିବା ଅଭିଯୁକ୍ତଙ୍କୁ ଗରିଫ କରାଯାଇଥିବା ବେଳେ ସେମାନଙ୍କ ପରିଚୟ ମିଳିପାରି ନାହିଁ।
ଏ ନେଇ ଉକ୍ତ ଅଞ୍ଚଳରେ ଚାପା ଉତ୍ତେଜନା ଦେଖା ଦେଇଛି। ଘଟଣାସ୍ଥଳରେ ପୋଲିସ ମୁତୟନ କରାଯାଇଛି। ଉକ୍ତ ଅଞ୍ଚଳରେ ଲୋକେ ଭୟରେ ଦୋକାନ ବଜାର ବନ୍ଦ କରିଦେଇ ଚାଲିଯାଉ ଥିବା ଦେଖିବାକୁ ମିଳିଛି। ତେବେ କେଉଁମାନେ ମାରିଛନ୍ତି କାହିଁକି ମାରିଛନ୍ତି ସେ ନେଇ ପୋଲିସ ସ୍ପଷ୍ଟ ସୂଚନା ଦେଇ ନାହିଁ। ତେବେ ଅତିକ ଓ ଅଶରଫ ପୋଲିସ କଷ୍ଟଡିରେ ରହିଥିବା ବେଳେ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ପୋଲିସ ସେମାନଙ୍କୁ ମେଡିକାଲ ନେଇ ଯାଉଥିବା ବେଳେ ଏହି ଅଘଟଣ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଚାଲିବ ଗ୍ରୀନ୍‌ ହାଇଡ୍ରୋଜେନ ବସ୍‌: ଏହିସବୁ କରିଡରରେ ମିଳିବ ସେବା

ଭୁବନେଶ୍ୱର,୪ା୬(ସୁଚିସ୍ମିତା ସାହୁ):ରାଜ୍ୟରେ ସ୍ଥାୟୀ ସହରୀ ପରିବହନ ବ୍ୟବସ୍ଥାକୁ ସୁଦୃଢ଼ କରାଯିବା ସହ ସ୍ବଚ୍ଛ ଶକ୍ତି ସଂକ୍ରାନ୍ତ ରୂପାନ୍ତରଣ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯିବ। ଏହି କ୍ରମରେ ଓଡ଼ିଶାରେ ଗ୍ରୀନ୍‌…

କାଠଯୋଡି ନଦୀରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର: ବ୍ୟାଗ-ଚପଲ ରଖି…

କଟକ,୪।୬(ପ୍ରଭୁକଲ୍ୟାଣ ପାଲ୍‌): କାଠଯୋଡି ନଦୀରୁ ପୁଣି ଏକ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। କଟକ ତ୍ରିଶୁଳିଆ ପୋଲ ତଳେ ଭାସୁଛି ମହିଳାଙ୍କ ମୃତଦେହ। ଉଦ୍ଧାର କଲା ଅଗ୍ନିଶମ…

ହସ୍ପିଟାଲ ICUରେ ଭୟଙ୍କର ଅଗ୍ନିକାଣ୍ଡ: ୩ ରୋଗୀ ଜୀବନ୍ତ ଦଗ୍ଧ

ପାଟନା,୪।୬: ଦିଲ୍ଲୀର ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡର ମାତ୍ର ଗୋଟିଏ ଦିନ ପରେ, ବିହାରର ମୁଜାଫରପୁରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଥିବା ରିପୋର୍ଟ ଆସିଛି। ଗୁରୁବାର ପ୍ରାୟ…

ନାବାଳିକାଙ୍କୁ ନିଶା ଦେଇ ଚଳନ୍ତା କାରରେ ଗଣବଳାତ୍କାର, ପରେ କଲେ ଏଭଳି କାଣ୍ଡ

ଆସାମ ବିଶ୍ୱନାଥ ଜିଲାର ଚାଲିଆ ଚାପୋରିରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ପାଞ୍ଚ ଜଣ ପୁରୁଷ…

ଥାଲାପତି ବିଜୟଙ୍କ ନୂଆ ରେକର୍ଡ: ଦେଶର ୫ ପ୍ରମୁଖ ଧନୀ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ଏଣ୍ଟ୍ରି, ଜାଣନ୍ତୁ ନେଟ୍‌ୱର୍ଥ!

ନୂଆଦିଲ୍ଲୀ,୩।୬: ତାମିଲ ସିନେମାର ସୁପରଷ୍ଟାର ଥଲାପାତି ବିଜୟ (Thalapathy Vijay) ଏବେ ଚଳଚ୍ଚିତ୍ର ଦୁନିଆ ପରେ ରାଜନୀତି ମୈଦାନରେ ମଧ୍ୟ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ନିକଟରେ…

ଛାତିଥରା….ଦିଲ୍ଲୀ ଅଗ୍ନିକାଣ୍ଡରେ ୨୧ ମୃତ, ଜୀବନ ବଞ୍ଚାଇବା ପାଇଁ ଛୁଆଙ୍କୁ ଧରି ତୃତୀୟ ମହଲାରୁ ଡ଼େଇଁଲେ ମହିଳା

ନୂଆଦିଲ୍ଲୀ,୩ା୬: ବୁଧବାର ସକାଳେ ଦକ୍ଷିଣ ଦିଲ୍ଲୀର ମାଲବ୍ୟ ନଗରରେ ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ନିଆଁ ଆଁରେ ୨୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ…

ଟିଏମସିରେ ବିଦ୍ରୋହ ଭିତରେ ମମତାଙ୍କ ବଡ଼ ଚାଲ! ଭାଙ୍ଗିଦେଲେ ଦଳର…

କୋଲକାତା,୩।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ (TMC) ଭିତରେ ସୃଷ୍ଟି ହୋଇଥିବା ତୀବ୍ର ବିଦ୍ରୋହକୁ ଦବାଇବା ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…

ମମତାଙ୍କୁ ଜୋରଦାର ଝଟ୍‌କା, ଋତବ୍ରତ ବାନାର୍ଜୀ ହେଲେ ଟିଏମସିର…

କୋଲକାତା,୩।୬: ବର୍ତ୍ତମାନ, ତୃଣମୂଳ କଂଗ୍ରେସ (ଟିଏମସି) ଭିତରେ ସୃଷ୍ଟି ହେଉଥିବା ଆଭ୍ୟନ୍ତରୀଣ ଅଶାନ୍ତି ପଶ୍ଚିମବଙ୍ଗ ରାଜନୀତିରେ ତୀବ୍ର ଆଲୋଚନାର ବିଷୟ। ବିଧାନସଭା ନିର୍ବାଚନରେ ପରାସ୍ତ ହେବା ପରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri