Posted inଜାତୀୟ

ଅତିକ୍‌-ଅଶ୍ରଫ୍‌ ହତ୍ୟା ମାମଲା: ୩ ଅଭିଯୁକ୍ତଙ୍କୁ ନୈନୀ ଜେଲରୁ ପ୍ରତାପଗଡ ଜେଲକୁ କରାଗଲା ସ୍ଥାନାନ୍ତର

ଲକ୍ଷ୍ନୌ,୧୭।୪: ମାଫିଆ ଅତିକ୍‌ ଅହମ୍ମଦ ଏବଂ ଅଶ୍ରଫ୍‌ ମହମ୍ମଦଙ୍କ ୩ ହତ୍ୟାକାରୀଙ୍କୁ ସୋମବାର ନୌନୀ ଜେଲରୁ ପ୍ରତାପଗଡ ଜେଲକୁ ସ୍ଥାନାନ୍ତର କରାଯାଇଛି। ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଅତିକ୍‌ଙ୍କ ହତ୍ୟା କରିଥିବା ଏହି ତିନିଜଣଙ୍କୁ ପ୍ରୟାଗରାଜ ଜେଲରେ ଆକ୍ରମଣ କରାଯାଇପାରେ। ତେଣୁ ଅଭିଯୁକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସମସ୍ତ ଅଭିଯୁକ୍ତଙ୍କୁ ପ୍ରତାପଗଡ ଜେଲକୁ ସ୍ଥାନାନ୍ତର କରାଯାଇଛି।

ସୂଚାନଯୋଗ୍ୟ, ଅତିକ୍‌ଙ୍କୁ ହତ୍ୟା କରିଥିବା ସନ୍ନି ସିଂ, ଅରୁଣ ମୌର୍ଯ୍ୟ ଏବଂ ଲବଲେଶ ତିୱାରୀଙ୍କୁ ରବିବାର ୧୪ ଦିନ ପାଇଁ ନ୍ୟାୟିକ ହେପାଜତକୁ କୋର୍ଟ ପଠାଇଛନ୍ତି। ଏଥିସହ ଏହି ହତ୍ୟା ଘଟଣାର ତଦନ୍ତ ପାଇଁ ଅତିରିକ୍ତ ସିପି କ୍ରାଇମ ସତୀଶ ଚନ୍ଦ୍ରଙ୍କ ନେତୃତ୍ୱରେ ପ୍ରୟାଗରାଜ କମିଶନର ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସ୍‌ଆଇଟି) ଗଠନ କରିଛନ୍ତି। ଏହି ଏସ୍‌ଆଇଟରେ ମୋଟ୍‌ ତିନିଜଣ ସଦସ୍ୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri