Posted inଜାତୀୟ

ଅତିକ୍‌-ଅଶ୍ରଫ୍‌ ହତ୍ୟା ମାମଲା: ୩ ଅଭିଯୁକ୍ତଙ୍କୁ ନୈନୀ ଜେଲରୁ ପ୍ରତାପଗଡ ଜେଲକୁ କରାଗଲା ସ୍ଥାନାନ୍ତର

ଲକ୍ଷ୍ନୌ,୧୭।୪: ମାଫିଆ ଅତିକ୍‌ ଅହମ୍ମଦ ଏବଂ ଅଶ୍ରଫ୍‌ ମହମ୍ମଦଙ୍କ ୩ ହତ୍ୟାକାରୀଙ୍କୁ ସୋମବାର ନୌନୀ ଜେଲରୁ ପ୍ରତାପଗଡ ଜେଲକୁ ସ୍ଥାନାନ୍ତର କରାଯାଇଛି। ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଅତିକ୍‌ଙ୍କ ହତ୍ୟା କରିଥିବା ଏହି ତିନିଜଣଙ୍କୁ ପ୍ରୟାଗରାଜ ଜେଲରେ ଆକ୍ରମଣ କରାଯାଇପାରେ। ତେଣୁ ଅଭିଯୁକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସମସ୍ତ ଅଭିଯୁକ୍ତଙ୍କୁ ପ୍ରତାପଗଡ ଜେଲକୁ ସ୍ଥାନାନ୍ତର କରାଯାଇଛି।

ସୂଚାନଯୋଗ୍ୟ, ଅତିକ୍‌ଙ୍କୁ ହତ୍ୟା କରିଥିବା ସନ୍ନି ସିଂ, ଅରୁଣ ମୌର୍ଯ୍ୟ ଏବଂ ଲବଲେଶ ତିୱାରୀଙ୍କୁ ରବିବାର ୧୪ ଦିନ ପାଇଁ ନ୍ୟାୟିକ ହେପାଜତକୁ କୋର୍ଟ ପଠାଇଛନ୍ତି। ଏଥିସହ ଏହି ହତ୍ୟା ଘଟଣାର ତଦନ୍ତ ପାଇଁ ଅତିରିକ୍ତ ସିପି କ୍ରାଇମ ସତୀଶ ଚନ୍ଦ୍ରଙ୍କ ନେତୃତ୍ୱରେ ପ୍ରୟାଗରାଜ କମିଶନର ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସ୍‌ଆଇଟି) ଗଠନ କରିଛନ୍ତି। ଏହି ଏସ୍‌ଆଇଟରେ ମୋଟ୍‌ ତିନିଜଣ ସଦସ୍ୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri