Posted inଜାତୀୟ

ଗ୍ୟାଙ୍ଗ୍‌ଷ୍ଟର ଦୀପକ ବକ୍ସର ମେକ୍ସିକୋରୁ ଗିରଫ

ନୂଆଦିଲ୍ଲୀ, ୫ା୪ : ଦିଲ୍ଲୀର ଅନ୍ୟତମ ମୋଷ୍ଟ ଓ୍ବାଣ୍ଟେଡ୍‌ ଗ୍ୟାଙ୍ଗ୍‌ଷ୍ଟର ଦୀପକ ବକ୍ସରଙ୍କୁ ମେକ୍ସିକୋରେ ଗିରଫ କରାଯାଇଛି ଓ ଆସନ୍ତା ସପ୍ତାହରେ ଭାରତ ଅଣାଯିବ। ଫେଡେରାଲ ବ୍ୟୁରୋ ଅଫ୍‌ ଇନ୍‌ଭେଷ୍ଟିଗେଶନ (ଏଫ୍‌ବିଆଇ) ସହାୟତାରେ ଦିଲ୍ଲୀ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ବକ୍ସରଙ୍କୁ ଗିରଫ କରିଛି।

ଜାଲ୍‌ ପାସ୍‌ପୋର୍ଟ ବଳରେ ସେ ଦେଶ ବାହାରକୁ ପଳାଇଥିଲେ। ଗତବର୍ଷ ଅଗଷ୍ଟରେ ବକ୍ସର ରିଅଲ ଇଷ୍ଟେଟ୍‌ ବ୍ୟବସାୟୀ ଅମିତ ଗୁପ୍ତାଙ୍କୁ ଗୁଳିକରି ହତ୍ୟା କରିବା ପରେ ଫେରାର ଥିଲେ। ଜାନୁୟାରୀ ୨୯ରେ ସେ କୋଲକାତାରୁ ବିମାନ ଯୋଗେ ମେକ୍ସିକୋ ଚାଲିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟରେ ଲାଗୁ ହେବ ସମାନ ନାଗରିକ ସଂହିତା

ଅହମଦାବାଦ,୩୦।୧୦: ବିଧାନସଭା ନିର୍ବାଚନ ପୂର୍ବରୁ ଗୁଜରାଟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ରାଜ୍ୟରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ କରିବା ଲାଗି ଶନିବାର...

କଶ୍ମୀରରୁ କନ୍ୟାକୁମାରୀ: ୮ ଦିନରେ ସାଇକେଲ୍‌ରେ ୩୬ ହଜାର କିମି

ବେଙ୍ଗାଲୁରୁ,୨।୧୧: କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ କମ୍‌ ସମୟରେ ସାଇକେଲ ଯାତ୍ରା କରି ଲ୍ୟୁଟ୍‌ନାଟ୍‌ କଲୋନେଲ୍‌ ଭାରତ ପାନ୍ନୁ ଗିନିଜ୍‌ ରେକର୍ଡ କରିଛନ୍ତି। ସେ ଧାର୍ଯ୍ୟ ୩୬...

ହିଜାବ ପ୍ରସଙ୍ଗରେ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ: ମୁଣ୍ଡ ଘୋଡ଼ାଇଲେ ସାମାଜିକ ବ୍ୟବସ୍ଥାର ଉଲ୍ଳଂଘନ ହେବ କି…

ନୂଆଦିଲ୍ଲୀ, ୨୧।୯ : ହିଜାବ ମାମଲାର ଶୁଣାଣି ବୁଧବାର ମଧ୍ୟ ସୁପ୍ରିମକୋର୍ଟରେ ଅନୁଷ୍ଠିତ ହୋଇଥିଲା। ଏହି ପ୍ରସଙ୍ଗରେ କର୍ନାଟକ ଏଜି ପି.କେ ନାଭାଡଗି କହିଛନ୍ତି ଯେ...

ଯମୁନେତ୍ରୀ ଧାମରୁ ଫେରିବା ବେଳେ ୨ଯାତ୍ରୀଙ୍କ ମୃତ୍ୟୁ

ଡେରାଡୁନ,୧୩।୫: ଉତ୍ତରାଖଣ୍ଡର ପବିତ୍ର ଚାରିଧାମ ଯାତ୍ରା ଗତ କିଛି ଦିନରୁ ଆରମ୍ଭ ହୋଇଛି। ଯାତ୍ରା ଆରମ୍ଭରୁ କେତେକ ଯାତ୍ରୀଙ୍କ ମୃତ୍ୟୁ ଖବର ମଧ୍ୟ ସାମ୍ନାକୁ ଆସୁଛି।...

ନୀତୀଶଙ୍କ ନେତୃତ୍ୱକୁ ଭାଜପାର ସମର୍ଥନ

ପାଟନା,୭।୧୦: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଏନ୍‌ଡିଏରେ ଦେଖାଦେଇଥିବା ଫାଟ କ୍ରମଶଃ ମଳିନ ପଡ଼ିଯାଇଛି। ଚିରାଗ ପାଶ୍ୱାନଙ୍କ ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି) ଜେଡିୟୁକୁ ବିରୋଧ କରିବ...

ପ୍ରିୟାଙ୍କ ଅପ୍ରିୟ କାର୍ଯ୍ୟ,ଏମିତି କରିଦେଲେ ପରିବାର ଛାରଖାର

ଯୋଧପୁର,୧୦।୮: ରାଜସ୍ଥାନର ଯୋଧପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପାକିସ୍ତାନ ହିନ୍ଦୁ ଶରଣାର୍ଥୀ ପରିବାରର ୧୧ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟଣା ଏଠାରେ ଚାଞ୍ଚଲ୍ୟ...

ସ୍ତ୍ରୀଙ୍କ ପାଇଁ ଦେଶ ବାହାରକୁ ପଳାଇ ନ ଥିଲେ ଅମ୍ରିତପାଲ

ଚଣ୍ଡିଗଡ,୨୩।୪: ଖାଲିସ୍ତାନୀ ନେତା ଅମ୍ରିତପାଲ ଗିରଫ ହେବା ପରେ ରବିବାର ତାଙ୍କୁ ଆସାମର ଦିବ୍ରୁଗଡ ଜେଲକୁ ପଠାଇଦିଆଯାଇଛି। ଅମ୍ରିତପାଲଙ୍କୁ ଡିବ୍ରୁଗଡ ଜେଲରେ ଏକ ପୃଥକ କୋଠରୀରେ...

ଚାଷୀଙ୍କ ପାଇଁ ଖୁସି ଖବର: ଏବର୍ଷ ସ୍ବାଭାବିକ ହେବ ବର୍ଷା

ନୂଆଦିଲ୍ଲୀ,୧୬।୪: ଚାଷୀଙ୍କ ପାଇଁ ଖୁସି ଖବର। ଚଳିତ ବର୍ଷ ମୌସୁମୀ ବୃଷ୍ଟିପାତ ସ୍ବାଭାବିକ ହେବ। ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ...

Advertisement
Archives

Model This Week