ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା: ୬ ପୋଲିସ କର୍ମଚାରୀ ନିଲମ୍ବିତ

ସମ୍ବଲପୁର ଅଫିସ,୧୧।୪: ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହି ଘଟଣାରେ ତାଙ୍କ ଉପରେ ନଜର ରଖିବା ପାଇଁ ନିୟୋଜିତଥିବା ୬ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ଏନେଇ ସମ୍ବଲପୁର ଏସ୍‌ପି ବି. ଗଙ୍ଗାଧର ସୂଚନା ଦେଇଛନ୍ତି ।
ସୂଚନା ଅନୁଯାୟୀ, ବିଭାଗୀୟ ତଦନ୍ତ ପରେ ଜଣେ ହାବିଲଦାରଙ୍କ ସମେତ ୫ କନଷ୍ଟେବଳଙ୍କୁ ନିଲମ୍ବନ କରାଯାଇଛି। ନିଲମ୍ବିତ ହାବିଲଦାର ରମେଶ ଚନ୍ଦ୍ର ଦେହୁରୀ। ସେହିପରି ନିଲମ୍ବିତ ହୋଇଥିବା ୫ କନଷ୍ଟେବଳ ହେଲେ ବୁଲ୍ବୁଲ ସାହୁ, ଦୀପକ ସାହୁ, ମହମ୍ମଦ ମୌସିମ, ଉମାକାନ୍ତ ବେହେରା ଓ ସୁଧାଂଶୁ ମାଝି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକ ଜିଲା ବଳିଦାନର ମାଟି: ଜିଲାପାଳ

ଭଦ୍ରକ ଅଫିସ,୧୫।୮(ଡି.ଏନ୍‌.ଏ.): ଭଦ୍ରକ ଜିଲାସ୍ତରୀୟ ୭୪ ତମ ସ୍ବାଧୀନତା ଦିବସ କଲେଜ ପଡ଼ିଆରେ ଶନିବାର ମହାସମାରୋହରେ ପାଳିତ ହୋଇଯାଇଛି। ଏଥିରେ ଜିଲାପାଳ ଡ. ଜ୍ଞାନ ରଞ୍ଜନ...

ରାଜ୍ୟରେ ମରୁଡ଼ିର ପଦଧ୍ୱନି; ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟରେ ବର୍ଷା ନାହିଁ। ମରୁଡ଼ି ଦ୍ୱାରଦେଶରେ ପହଞ୍ଚିଲାଣି। ତଥାପି ସରକାର ଚେତୁ ନାହାନ୍ତି। ଚାଷୀ ଏ ପର୍ଯ୍ୟନ୍ତ ତଳି ରୋଇ ପାରିନାହାନ୍ତି। ମାଟି...

କୂଅରେ ପୋତି ହୋଇଗଲେ ଶ୍ରମିକ

କାମାକ୍ଷାନଗର, ୭।୪(ଡି.ଏନ.ଏ.): ଖୋଳାଯାଉଥିଲା କୂଅ। ମାଟି ବାହାର କରିବାକୁ ଭିତରକୁ ପଶିଥିବାବେଳେ ହଠାତ୍‌ ଖସିପଡ଼ିଲା ଅତଡ଼ା। ଏଥିରେ ପୋତି ହୋଇ ରହିଗଲେ ଶ୍ରମିକ। ଜେସିବି ସହାୟତାରେ...

ସରକାର ଲୁଚାଉଛନ୍ତି କୋଭିଡ୍‌ ମୃତ୍ୟୁ ସଂଖ୍ୟା

କଟକ ଅଫିସ, ୧୯।୬: ରାଜ୍ୟରେ ବାସ୍ତବ ପକ୍ଷେ ଯେତିକି କୋଭିଡ୍‌ଜନିତ ମୃତ୍ୟୁ ଘଟୁଛି ସରକାର ତାହାକୁ ଦର୍ଶାଉ ନାହାନ୍ତି। ଏହି ମୃତ୍ୟୁସଂଖ୍ୟାକୁ ରାଜ୍ୟ ସରକାର ଲୁଚାଉଛନ୍ତି।...

ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩ା୪(ବ୍ୟୁରୋ): ରାଜ୍ୟବାସୀଙ୍କ ପାଇଁ ଏକ ଭଲ ଖବର ଆସିଛି। କ୍ୟାପିଟାଲ ହସ୍ପିଟାଲରୁ ଶୁକ୍ରବାର ପୂର୍ବାହ୍ନରେ ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ଡିସ୍‌ଚାର୍ଜ ହୋଇଛନ୍ତି। ଏନେଇ ଟୁଇଟ୍‌...

ନୂଆବର୍ଷରୁ ଅନୁଗୋଳରୁ ଗଡ଼ିବ ମେମୁ ଟ୍ରେନ୍‌

ଅନୁଗୋଳ ଅଫିସ, ୧୮।୧୨ ତାଳଚେର ଷ୍ଟେଶନରୁ ଛାଡ଼ୁଥିବା ଅନୁଗୋଳ-ପୁରୀ ମେମୁ ଟ୍ରେନ୍‌ ଅନୁଗୋଳ ଠାରୁ ଚଳାଚଳ କରିବା, ସମ୍ବଲପୁର-ପୁରୀ ଇଣ୍ଟରସିଟି ଏକ୍ସପ୍ରେସ୍‌ ସହିତ ସମସ୍ତ ଯାତ୍ରୀବାହୀ...

ସବୁ ନିର୍ବାଚନମଣ୍ଡଳୀରେ ମହିଳା ଦିବସ ପାଳୁଛି ବିଜେଡି

ଭୁବନେଶ୍ୱର,୮।୩(ବ୍ୟୁରୋ): ଆଜି ଅନ୍ତର୍ଜାତୀୟ ମହିଳା ଦିବସ । ଏହି ଅବସରରେ ଆଜି ପ୍ରତି ନିର୍ବାଚନମଣ୍ଡଳୀରେ ଏହି ଦିବସ ପାଳନ କରୁଛି ବିଜେଡି । ଏଥିପାଇଁ ମୁଖ୍ୟମନ୍ତ୍ରୀ...

ଭଙ୍ଗାକାନ୍ଥରେ ୱାଲ୍‌ପେଣ୍ଟିଂ

ନୟାଗଡ଼ ଅଫିସ, ୨୩ା୧୦: ପ୍ରଶାସନ ପକ୍ଷରୁ ନୟାଗଡ଼ ଜିଲାର ବିଭିନ୍ନ ସ୍ଥାନରେ କାନ୍ଥ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଚାଲୁରହିଛି। ତେବେ କିଛି ସ୍ଥାନରେ ଭଙ୍ଗା କାନ୍ଥରେ ୱାଲ୍‌ପେଣ୍ଟିଂ...

Advertisement
Archives

Model This Week