ଗୁରଗାଓଁରେ ମଡେଲଙ୍କୁ ହତ୍ୟା କରି ମୃତଦେହ ସାଙ୍ଗରେ ନେଇଗଲେ ଅଭିଯୁକ୍ତ, ଥିଲେ ଗ୍ୟାଙ୍ଗଷ୍ଟରଙ୍କ ପ୍ରେମିକା

ନୂଆଦିଲ୍ଲୀ,୩।୧: ଗୁରଗାଓଁରେ ଜଣେ ମଡେଲଙ୍କୁ ହତ୍ୟା କରି ବିଏମ୍‌ଡବ୍ଲ୍ୟୁ କାର୍‌ରେ ମୃତଦେହକୁ ନେଇଯାଇଛନ୍ତି ଅଭିଯୁକ୍ତ। ମୃତକ ହେଲେ ମୋଷ୍ଟ ଓ୍ବାଣ୍ଟେଡ୍‌ ଗ୍ୟାଙ୍ଗଷ୍ଟର ସନ୍ଦୀପ ଗାଡୋଲୀଙ୍କ ପ୍ରେମିକା ଦିବ୍ୟା ପାହୁଜା। ତେବେ ୨୦୧୬ରେ ମୁମ୍ବାଇର ହୋଟେଲରେ ପୋଲିସ ସହ ମୁହାଁମୁହିଁରେ ସନ୍ଦୀପଙ୍କ ମୃତ୍ୟୁ ଘଟିଥିଲା। ଏହି ହତ୍ୟାକାଣ୍ଡରେ ଦିବ୍ୟା ମୁଖ୍ୟ ଅଭିଯୁକ୍ତ ଥିଲେ। ଦୀର୍ଘ ୭ ବର୍ଷ ଧରି ସେ ଜେଲରେ ବନ୍ଦ ରହିବା ପରେ ଚଳିତ ବର୍ଷ ଜୁଲାଇରେ ଜାମିନରେ ମୁକୁଳିଥିଲେ। ଏବେ ତାଙ୍କୁ ହତ୍ୟା କରାଯାଇଥିବା ଖବର ସାମ୍ନାକୁ ଆସିବା ପରେ ଦିଲ୍ଲୀ ପୋଲିସ ଆକ୍ସନ ମୁଡ୍‌କୁ ଆସିଛି।

ସୂଚନାନୁଯାୟୀ, ଜାନୁଆରୀ ୨ ବିଳମ୍ବିତ ରାତିରେ ସେକ୍ଟର ୧୪ ଥାନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ଘଟିଥିଲେ ହେଁ ପୋଲିସକୁ ଏଯାବତ ଦିବ୍ୟାଙ୍କ ମୃତଦେହ ମିଳିନାହିଁ। ସେ ଦିଲ୍ଲୀର ବ୍ୟବସାୟୀ ଅଭିଜିତ୍‌ ସିଂଙ୍କ ସହ ଏକ ହୋଟେଲ୍‌କୁ ବୁଲିବାକୁ ଆସିଥିଲେ। ଏଣୁ ପରିବାରଲୋକେ ଅଭିଜିତ୍‌ଙ୍କ ବିରୋଧରେ ଅଭିଯୋଗ କରିଛନ୍ତି। ପୋଲିସ ହୋଟେଲର ସିସିଟିଭି ଫୁଟେଜ୍‌ ଯାଞ୍ଚ କରିବା ପରେ ହତ୍ୟାକାଣ୍ଡ ନେଇ ଅନେକ ସୁରାକ ମିଳିଛି। ତେବେ ଅଭିଯୁକ୍ତଙ୍କୁ ଧରିବା ଲାଗି ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri