Posted inଜାତୀୟ

ତିହାର ଜେଲରୁ ମିଳିଲା ମୋଷ୍ଟ ଓ୍ବାଣ୍ଟେଡ୍‌ ଅପରାଧୀର ମୃତଦେହ

ନୂଆଦିଲ୍ଲୀ,୪।୮: ଦିଲ୍ଲୀର ତିହାର ଜେଲର ଏକ ସେଲରୁ ମିଳିଛି ଜଣେ ଗ୍ୟାଙ୍ଗଷ୍ଟରର ମୃତଦେହ। ବୁଧବାର ସକାଳେ ଜେଲର ୩ ନଂ ସେଲରେ ଅଙ୍କିତ ଗୁଜରଙ୍କ ମୃତଦେହ ଠାବ କରିଥିଲେ ଜେଲ ଅଧିକାରୀ। ଉତ୍ତର ପ୍ରଦେଶର ମୋଷ୍ଟ ଓ୍ବାଣ୍ଡେଡ୍‌ ଅପରାଧୀ ତାଲିକାରେ ଥିଲା ତାଙ୍କ ନାମ। ଏପରି କି ତାଙ୍କ ମୁଣ୍ଡ ଉପରେ ୧.୨୫ ଲକ୍ଷ ଟଙ୍କାର ପୁରସ୍କାର ରଖିଥିଲା ୟୁପି ପୋଲିସ। ସେ ୮ଟି ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଥିଲେ। ତାଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଥିଲା।

କଡ଼ା ସୁରକ୍ଷାରେ ତିହାର ଜେଲରେ ରହି ସେ ଚୌଧାରୀ-ଗୁଜର ଗ୍ୟାଙ୍ଗ ଗଢ଼ିଥିଲେ। ତାଙ୍କ ସହ ରୋହିତ ଚୌଧାରୀ ଏହି ଗ୍ୟାଙ୍ଗରେ ସାମିଲ ଥିଲେ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ଗୁଜର ଦକ୍ଷିଣ ଦିଲ୍ଲୀରେ ତା’ର ସାମ୍ରାଜ୍ୟ ବଢ଼ାଇବାକୁ ଚାହୁଁଥିଲେ।

ଉତ୍ତର ପ୍ରଦେଶର ବାଘପତ ଜିଲାର ଚାନ୍ଦିନଗର ଗାଁରେ ସ୍ଥାନୀୟ ନିର୍ବାଚନ ଲଢ଼ୁଥିବା ଜଣେ ପ୍ରାର୍ଥୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଆଉ ଗାଁରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନ କରିବା ପାଇଁ ଧମକପୂର୍ଣ୍ଣ ପୋଷ୍ଟର ଲଗାଇଥିଲା ଗୁଜର।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତିମ ସଂସ୍କାରରେ ସାମିଲ ହୋଇଥିବା ୧୬ ଲୋକ କରୋନା ପଜିଟିଭ୍‌

ପାଟନା, ୨୬।୭: ଅନ୍ତିମ ସଂସ୍କାରରେ ଯୋଗଦେଇଥିବା ଲୋକଙ୍କ ମଧ୍ୟରୁ ୧୬ ଜଣଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ବିହାରର ପାଟନାଠାରୁ ୩୦ କିମି ଦୂରରେ...

ଲକ୍‌ଡାଉନରେ ନିଆରା ବିବାହ: ବର୍ଡରରେ ପୋଲିସ କଲେ କନ୍ୟାଦାନ

କାଶୀପୁର,୨୭।୪: କରୋନା ଯୋଗୁ ସାରା ଦେଶରେ ଲକ୍‌ଡାଉନ ଜାରି ରହିଛି। ଏଥିଯୋଗୁ ଲୋକଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ମଧ୍ୟ ହେବାକୁ ପଡ଼ୁଛି। ଏଥିପାଇଁ କେତେକଙ୍କ ବିବାହ...

ଡକ୍ୟୁମେଣ୍ଟ ହଟାଇଦେଲେ ତଥ୍ୟ ବଦଳିଯିବ ନାହିଁ: କଂଗ୍ରେସ

ନୂଆଦିଲ୍ଲୀ,୭ା୮: ଲଦାଖରେ ଚାଇନା ସୈନ୍ୟଙ୍କ ପ୍ରବେଶ ରିପୋର୍ଟକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ଏହାର ଓ୍ବେବ୍‌ସାଇଟରୁ ହଟାଇଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସରକାର ବିରୋଧୀ...

ଅଯୋଧ୍ୟା ମାମଲା: ମସଜିଦ୍‌ର ନିର୍ମାଣ ବାବର କିମ୍ବା ଔରଙ୍ଗଜେବ୍‌ କରିଥିଲେ ବୋଲି ନାହିଁ ପ୍ରମାଣ

ନୂଆଦିଲ୍ଲୀ,୨୯।୮: ଅଯୋଧ୍ୟାର ରାମ ଜନ୍ମଭୂମି- ବାବରୀ ମସଜିଦ୍‌ ମାମଲାରେ ସୁପ୍ରିମ୍‌କୋର୍ଟରେ ଗୁରୁବାର ରାମଜନ୍ମଭୂମି ପୁନରୁତ୍ଥାନ ସମିତି ପକ୍ଷରୁ କୁହାଯାଇଛି ଯେ, ଏଠାରେ ବାବର କିମ୍ବା ଔରଙ୍ଗଜେବ୍‌ଙ୍କ...

କଂଗ୍ରେସ ସହ ମେଣ୍ଟକୁ ନା କହିଲେ ପାଓ୍ବାର

ମୁମ୍ବାଇ, ୨।୬: : କଂଗ୍ରେସ ସହ ଏନସିପି ମେଣ୍ଟ କରିବ ନାହିଁ ବୋଲି ଏନସିପି ଅଧ୍ୟକ୍ଷ ଶରଦ ପାୱାର କହିଛନ୍ତି। ଏନସିପିର ନିଜସ୍ବ ଏକ ସ୍ବତନ୍ତ୍ର...

ବାଜପେୟୀ-କାଲାମଙ୍କ ସଫଳ ଉଦ୍ୟମ: ୨୨ ବର୍ଷ ତଳେ ଭାରତ ହୋଇଥିଲା ଆଣବିକ ଶକ୍ତି ସମ୍ପନ୍ନ ରାଷ୍ଟ୍ର

ନୂଆଦିଲ୍ଲୀ,୧୦।୫: ପ୍ରତିବର୍ଷ ମେ ୧୧କୁ ଦେଶବ୍ୟାପି ରାଷ୍ଟ୍ରୀୟ ପ୍ରାଦୌଗିକ ଦିବସ ଭାବେ ପାଳନ କରାଯାଉଛି। ୨୨ ବର୍ଷ ତଳେ ୧୯୯୮ ମେ ୧୧ରେ ଭାରତ ରାଜସ୍ଥାନ...

ଅଚଳ ଇଭିଏମ୍‌, ଭିଭିପାଟ୍‌ ମେଶିନର ହିସାବ ଦେବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୮ା୮: ପିଟିଆଇ କେନ୍ଦ୍ରୀୟ ସୂଚନା ଆୟୋଗ (ସିଆଇସି) ମୋଟ୍‌ ଇଭିଏମ ଏବଂ ଭିଭିପାଟ୍‌ ମେଶିନ ହିସାବ ପ୍ରକାଶ କରିବାକୁ ନିର୍ଦ୍ଦେଶ ଜାରି କରିଛି। ଷ୍ଟାଣ୍ଡାର୍ଡାଇଜେଶନ, ଟେଷ୍ଟିଂ...

ଅଯୋଧ୍ୟା ମାମଲା: ଅକ୍ଟୋବର ୧୮ସୁଦ୍ଧା ଶୁଣାଣି; ନଭେମ୍ବର ୧୭ ପୂର୍ବରୁ ରାୟ; ନ ହେଲେ ପୁଣି ଲଟକି ରହିବ

ନୂଆଦିଲ୍ଲୀ,୨୬।୯: ଅଯୋଧ୍ୟା ମାମଲାରେ ଅକ୍ଟୋବର ୧୮ ସୁଦ୍ଧା ଶୁଣାଣି କରାଯିବ। ସେହିପରି ନଭେମ୍ବର ୧୭ ପୂର୍ବରୁ ଏହାର ରାୟ ପ୍ରକାଶ କରାଯିବ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି।...

Advertisement


Archives

Model This Week