Posted inଜାତୀୟ

ତିହାର ଜେଲରୁ ମିଳିଲା ମୋଷ୍ଟ ଓ୍ବାଣ୍ଟେଡ୍‌ ଅପରାଧୀର ମୃତଦେହ

ନୂଆଦିଲ୍ଲୀ,୪।୮: ଦିଲ୍ଲୀର ତିହାର ଜେଲର ଏକ ସେଲରୁ ମିଳିଛି ଜଣେ ଗ୍ୟାଙ୍ଗଷ୍ଟରର ମୃତଦେହ। ବୁଧବାର ସକାଳେ ଜେଲର ୩ ନଂ ସେଲରେ ଅଙ୍କିତ ଗୁଜରଙ୍କ ମୃତଦେହ ଠାବ କରିଥିଲେ ଜେଲ ଅଧିକାରୀ। ଉତ୍ତର ପ୍ରଦେଶର ମୋଷ୍ଟ ଓ୍ବାଣ୍ଡେଡ୍‌ ଅପରାଧୀ ତାଲିକାରେ ଥିଲା ତାଙ୍କ ନାମ। ଏପରି କି ତାଙ୍କ ମୁଣ୍ଡ ଉପରେ ୧.୨୫ ଲକ୍ଷ ଟଙ୍କାର ପୁରସ୍କାର ରଖିଥିଲା ୟୁପି ପୋଲିସ। ସେ ୮ଟି ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଥିଲେ। ତାଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଥିଲା।

କଡ଼ା ସୁରକ୍ଷାରେ ତିହାର ଜେଲରେ ରହି ସେ ଚୌଧାରୀ-ଗୁଜର ଗ୍ୟାଙ୍ଗ ଗଢ଼ିଥିଲେ। ତାଙ୍କ ସହ ରୋହିତ ଚୌଧାରୀ ଏହି ଗ୍ୟାଙ୍ଗରେ ସାମିଲ ଥିଲେ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ଗୁଜର ଦକ୍ଷିଣ ଦିଲ୍ଲୀରେ ତା’ର ସାମ୍ରାଜ୍ୟ ବଢ଼ାଇବାକୁ ଚାହୁଁଥିଲେ।

ଉତ୍ତର ପ୍ରଦେଶର ବାଘପତ ଜିଲାର ଚାନ୍ଦିନଗର ଗାଁରେ ସ୍ଥାନୀୟ ନିର୍ବାଚନ ଲଢ଼ୁଥିବା ଜଣେ ପ୍ରାର୍ଥୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଆଉ ଗାଁରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନ କରିବା ପାଇଁ ଧମକପୂର୍ଣ୍ଣ ପୋଷ୍ଟର ଲଗାଇଥିଲା ଗୁଜର।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗୀ କ’ଣ ପରବର୍ତ୍ତୀ ପିଏମ୍‌ ? ଭାଜପା ସଂସଦୀୟ ବୋର୍ଡ ସଦସ୍ୟ ହେବା ନେଇ ଚର୍ଚ୍ଚା…

ନୂଆଦିଲ୍ଲୀ, ୧୧।୪ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାସ୍ତାରେ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର ଯୋଗୀ ଦିଲ୍ଲୀ ଯାଉଛନ୍ତି।...

କଂଗ୍ରେସ ନେତାଙ୍କ ବିବାଦୀୟ ମନ୍ତବ୍ୟ: ନିର୍ବାଚନୀ ଜାଲିଆତିରେ ସୁପ୍ରିମକୋର୍ଟ ମଧ୍ୟ ସମ୍ପୃକ୍ତ

ନୂଆଦିଲ୍ଲୀ, ୨୨।୫: ଇଭିଏମ ଏବଂ ଭିଭିପାଟକୁ ନେଇ ଚାଲିଥିବା ଚର୍ଚ୍ଚା ଭିତରେ କଂଗ୍ରେସ ନେତା ଉଦିତ ରାଜ ସୁପ୍ରିମକୋର୍ଟ ଉପରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ସୁପ୍ରିମକୋର୍ଟଙ୍କ...

ମହରମର ଜୁଲୁସ ବାହାରିବା ସମୟରେ ଦୁର୍ଘଟଣା

ହାଇଦ୍ରାବାଦ, ୧୦।୯: ଆନ୍ଧ୍ର ପ୍ରଦେଶ କୁର୍ନଲ ଜିଲାରେ ବି ଖଣ୍ଡ୍ରାପାଡୁ ଗଁ।ରେ ସୋମବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ମୁସଲମାନ ସମ୍ପ୍ରଦାୟର ବଡ଼ ପର୍ବ...

ମୋଦିଙ୍କ ଉପସ୍ଥିତି ଇସ୍ରୋ ପାଇଁ ହେଲା ଅଶୁଭ:କୁମାରସ୍ବାମୀ

ବେଙ୍ଗାଲୁରୁ,୧୩।୯: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌ଡି. କୁମାରସ୍ବାମୀ ଏକ ବିବାଦୀୟ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିକ୍ରମ ଲ୍ୟାଣ୍ଡର ଅବତରଣ ଦେଖିବା ପାଇଁ ଇସ୍ରୋ ସେଣ୍ଟରଠାରେ...

ବିବାହରେ ବ୍ୟସ୍ତ ଥିବା ଯୋଗୁ ସଂସଦ ପହଞ୍ଚିଲେନି ନୁସରତ: ଟ୍ରୋଲର କହିଲେ କେବେ ନେବ ଶପଥ

କୋଲକାତା,୨୪।୬: ଅଭିନେତ୍ରୀରୁ ଏମ୍‌ପି ହୋଇଥିବା ନୁସରତ ଜହାଁ କୋଲକାତାର ବ୍ୟବସାୟୀ ନିଖିଲ ଜୈନଙ୍କୁ ଜୁନ ୧୯ରେ ତୁର୍କୀର ବୋଡ୍ରମ ସହରରେ ବିବାହ କରିଛନ୍ତି। ବିବାହ ସମୟର...

ସିଏଏ ହିଂସା: ଦିଲ୍ଲୀ, ପଶ୍ଚିମବଙ୍ଗ ପରେ ଏବେ ଲକ୍ଷ୍ନୌକୁ ବ୍ୟାପିଲା

ଲକ୍ଷ୍ନୌ,୧୬।୧୨: ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ହିଂସା ଏବେ ଦେଶର ଗୋଟିଏ ଅଞ୍ଚଳରୁ ଅନ୍ୟ ଅଞ୍ଚଳକୁ ବ୍ୟାପିବାରେ ଲାଗିଛି। ଦିଲ୍ଲୀ ଏବଂ ପଶ୍ଚିମବଙ୍ଗରେ ଏନେଇ ବ୍ୟାପକ...

ଲିଭ୍‌ ଇନ୍‌ ରିଲେଶନ ଯୋଗୁ ବୃଦ୍ଧି ପାଉଛି ଯୌନ ଅପରାଧ, କହିଲେ ହାଇକୋର୍ଟ…

ଭୋପାଳ, ୨୦।୪ : ଭାରତୀୟ ସାମ୍ବିଧାନିକ ଧାରା ୨୧ ଅନ୍ତର୍ଗତ ଲିଭ୍‌ ଇନ୍‌ ରିଲେଶନକୁ ସ୍ବୀକୃତି ପ୍ରଦାନ କରାଯାଇଛି। ତେବେ ଏହାଯୋଗୁ ସମାଜରେ ଯୌନ ଅପରାଧ...

‘ମଦରୁ ନୁହେଁ ପେଟ୍ରୋଲରୁ ଟିକସ୍‌ ହ୍ରାସକଲେ ଶସ୍ତା ହେବ ତେଲ’

ନୂଆଦିଲ୍ଲୀ,୨୮।୪: ବିରୋଧୀ ଦଳ ଶାସିତ ରାଜ୍ୟଗୁଡ଼ିକ ଆମଦାନୀ ମଦ ଉପରୁ ଟିକସ ହ୍ରାସ ନ କରି ପେଟ୍ରୋଲ ଉପରୁ କମାଇଲେ ତେଲ ଶସ୍ତା ହେବ ବୋଲି...

Advertisement
Archives

Model This Week