Posted inଖେଳ

ହସ୍ପିଟାଲରେ ଗାଙ୍ଗୁଲି

କୋଲକାତା,୨୮।୧: ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ପୁଣି ଥରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରୁଥିବାରୁ ହସ୍ପିଟାଲରେ ତାଙ୍କର ଏକାଧିକ ଟେଷ୍ଟ କରାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସେଭଳି କୌଣସି ପରିବର୍ତ୍ତନ ହୋଇନାହିଁ ବୋଲି କୋଲକାତା ଆପୋଲୋ ହସ୍ପିଟାଲ ତରଫରୁ କୁହାଯାଇଛି। ବୁଧବାର ରାତିରେ ସେ ହସ୍ପିଟାଲରେ ରହିବେ। ଗୁରୁବାର ଡାକ୍ତର ତାଙ୍କର ଏନ୍‌ଜିଓଗ୍ରାଫି କରିପାରନ୍ତି। ଜାନୁୟାରୀ ୨ ତାରିଖରେ ସେ ସାମାନ୍ୟ ହୃଦ୍‌ଘାତର ଶିକାର ହୋଇଥିଲେ ଓ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କର ଏନ୍‌ଜିଓପ୍ଲାଷ୍ଟି କରାଯାଇଥିଲା। ଚିକିତ୍ସା କରାଯିବା ପରେ ତାଙ୍କୁ ୭ ତାରିଖରେ ରିଲିଜ୍‌ କରାଯାଇଥିଲା। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ୪୮ ବର୍ଷୀୟ ଗାଙ୍ଗୁଲିଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଗାଙ୍ଗୁଲି ଡ୍ରାଇଭରଙ୍କ ପାଖ ସିଟ୍‌ରେ ବସି ନିଜ କାରରେ ହସ୍ପିଟାଲ ଆସିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଇମର୍ଜେନ୍ସି ରୁମ୍‌କୁ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡ୍ରାଭିଡଙ୍କୁ ନୂଆ ଦାୟିତ୍ୱ

ନୂଆଦିଲ୍ଲୀ, ୨୯।୬(ପି.ଟି.)- ପ୍ରାକ୍ତନ ଭାରତୀୟ ଅଧିନାୟକ ତଥା ଜୁନିୟର ଦଳର କୋଚ୍‌ ରାହୁଲ ଡ୍ରାଭିଡଙ୍କୁ ଜୁଲାଇ ୧ରୁ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଦେଖିବାକୁ ମିଳିବ। ବାଙ୍ଗାଲୋରସ୍ଥିତ...

ପନ୍ତ-ଆୟରଙ୍କ ଚମତ୍କାର ବ୍ୟାଟିଂ

ଢାକା,୨୩।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ତଥା ଶେଷ ମ୍ୟାଚ ଢାକାରେ ଖେଳାଯାଉଛି। ଏହି ମ୍ୟାଚରେ ବାଂଲାଦେଶ ପ୍ରଥମେ ବ୍ୟାଟିଂ...

ସମସ୍ତଙ୍କ ହୃଦୟ ଜିତିଲେ ମନ୍ଧାନା

ଖ୍ରୀଷ୍ଟଚର୍ଚ୍ଚ,୮।୩: ଭାରତୀୟ ମହିଳା କ୍ରିକେଟ ଟିମ ଚଳିତ ଆଇସିସି ମହିଳା ବିଶ୍ୱକପରେ ଜବରଦସ୍ତ ଆରମ୍ଭ କରିଛି। ଭାରତ ତା’ର ପ୍ରଥମ ମ୍ୟାଚରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୧୦୭...

ଭର୍ଷ୍ଟାପେନ୍‌ ଜିତିଲେ କାନାଡିଆନ ଗ୍ରାଁପ୍ରି

ମଣ୍ଟ୍ରିଲ, ୨୦ା୬ (ଏପି): ରେଡ୍‌ବୁଲ୍‌ର ମାକ୍ସ ଭର୍ଷ୍ଟାପେନ୍‌ କାନାଡିଆନ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ମୋଟର ରେସ୍‌ ଜିତିଛନ୍ତି। ତାଙ୍କ କ୍ୟାରିୟରର ମୋଟ ଟାଇଟଲ ସଂଖ୍ୟା...

ଟସ୍‌ ଜିତିଲା ଭାରତ

ହରାରେ,୧୮।୮: ଭାରତ ଏବଂ ଜିମ୍ବାୱେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଆଜି ହରାରେଠାରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତ ଟସ୍‌...

ଖେଳିବାବେଳେ କ୍ରିକେଟରମାନେ ମୁହଁରେ କାହିଁକି ଲଗାନ୍ତି ଧଳା ରଙ୍ଗ

କ୍ରିକେଟରଙ୍କ ଏମିତି ବହୁ ଅଭ୍ୟାସ ଅଛି, ଯାହାକି କ୍ରିକେଟ ପସନ୍ଦ କରୁ ନ ଥିବା ଫ୍ୟାନଙ୍କୁ ଅଜବ ଲାଗୁଥିବ। ବଲକୁ ପ୍ୟାଣ୍ଟରେ ବାରମ୍ବାର ଘଷିବା, ପିଚ୍‌ରେ...

କରୋନା ଆକ୍ରାନ୍ତ ହେଲେ ଏହି କ୍ରିକେଟର୍‌ଙ୍କ ବାପା

ଢାକା, ୨୦।୯: ବାଂଲାଦେଶ କ୍ରିକେଟ୍‌ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ଶାକିବ ଅଲ୍‌ ହାସାନଙ୍କ ବାପା ମସହରୁର୍‌ ରେଜା କୁତିଲ୍‌ କରୋନା ଆକ୍ରାନ୍ତ ହୋଇଛନ୍ତି। ନିକଟରେ ମସହରୁରଙ୍କୁ...

ବିରାଟଙ୍କୁ ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଲେ ଲାରା

ମାଞ୍ଚେଷ୍ଟର,୨୮।୬- ଭାରତୀୟ ଅଧିନାୟକ ବିରାଟ କୋହଲି ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପରେ ଏକ ମ୍ୟାଚରେ ସେ ବିଶ୍ୱର ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ୨୦...

Advertisement
Archives

Model This Week