Posted inଗଜପତି

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ ହେଲେ ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ କେଶରୀଗୁଡ଼ା ଗ୍ରାମର ମାଥିସ ଲିମା। ଆର.ଉଦୟଗିରି ଅବକାରୀ ନିରୀକ୍ଷକ ମନୁ ଆୟଲଙ୍କ ନେତୃତ୍ୱରେ କର୍ମଚାରୀମାନେ ଚୁଡ଼ଙ୍ଗପୁର ଅଞ୍ଚଳରେ ପାଟ୍ରୋଲିଂ କରୁଥିବା ବେଳେ ସନ୍ଦେହରେ ଏକ ବାଇକ(ଓଡ଼ି୦୭ଏ-୨୯୨୩)କୁ ଅଟକାର ଯାଞ୍ଚ କରଥିଲେ। ସେଥିରୁ ଏକ ଜରି ବ୍ୟାଗରେ ଥିବା ଗଞ୍ଜେଇ ମିଳିଥିଲା। ଏହାର ପରିମାଣ ୧୮ କିଲେ। ମାଥିସ୍‌ ଚୁଡ଼ଙ୍ଗପୁର ଅଞ୍ଚଳରୁ ଗଞ୍ଜେଇ ଧରି ନିଜ ଗାଁ କେଶରୀଗୁଡାକୁ ଯିବା ବେଳେ ଧରାପଡିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ଡ୍ରେନ୍‌ ଓ୍ବାଲ୍‌କୁ ଧକ୍କା ଦେଇ ଓଲଟି ପଡ଼ିଲା ବୋଲେରୋ, ଭିତରେ ଥିଲେ…

ମୋହନା,୪ା୩(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ରାସ୍ତାକଡ଼ର ଡ୍ରେନ୍‌ ଓ୍ବାଲ୍‌କୁ ଧକ୍କା ଦେଇ ଓଲଟିପଡ଼ିଲା ବୋଲେରୋ। ସୌଭାଗ୍ୟବଶତଃ ଅଳ୍ପକେ ବର୍ତ୍ତିଯାଇଛନ୍ତି ୫ ଜଣ ବ୍ୟକ୍ତି। ସୂଚନା ପ୍ରକାରେ ଅଡ଼ବା…

ମଧ୍ୟପ୍ରାଚ୍ୟରେ ଫସି ରହିଛନ୍ତି ୫୦ରୁ ଊର୍ଦ୍ଧ୍ୱ ଓଡ଼ିଆ: ବାଟ ଚାହିଁ ବସିଛନ୍ତି ପରିବାର ଲୋକେ

ପାରଳାଖେମୁଣ୍ଡି,୩ା୩(ଗିରିଧାରୀ ପରିଚ୍ଛା):ବିଶ୍ୱର ମଧ୍ୟପ୍ରାଚ୍ୟ ଅଞ୍ଚଳରେ ଆମେରିକା, ଇରାନ, ଇସ୍ରାଇଲ ମଧ୍ୟରେ ଏବେ ଯୁଦ୍ଧ ଚାଲିଛି। ଏହି ସ୍ଥିତି ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇଛି। ଅନେକ ପ୍ରବାସୀ ଭାରତୀୟ…

ମହେନ୍ଦ୍ରଗିରି ବୁଲିବାକୁ ଯାଇ ସନ୍ଧ୍ୟାରେ ଘରକୁ ଫେରୁଥିଲେ: ଦୁର୍ଘଟଣାରେ ୨ ଗୁରୁତର

ମୋହନା,୨ା୩(ମନ୍ମଥ ମିଶ୍ର): ମୋହନା ଥାନା ଅନ୍ତର୍ଗତ ତଲାସିଂ ଗ୍ରାମ ନିକଟ ରାଜ୍ୟ ରାଜପଥ ବୁଲାଣି ନିକଟ ଶଙ୍ଖରେ ଏକ ବାଇକ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ…

ମହେନ୍ଦ୍ରଗିରିରେ ବାବାଙ୍କ ଆଶ୍ରମର ଭିତରେ ପଶି ଭାଙ୍ଗରୁଜା, ପାଣି ମଟର ଭାଙ୍ଗିଲେ ଦୃବର୍ତ୍ତ

ପାରଳାଖେମୁଣ୍ଡି,୧।୩(ଗିରିଧାରୀ ପରିଛା): ଗଜପତି ଜିଲାର ଐତିହାସିକ ତଥା ଆଧ୍ୟାତ୍ମିକ ଓ ପୌରାଣିକ କ୍ଷେତ୍ର ରାୟଗଡ଼ ବ୍ଲକ ଅଧିନରେ ଥିବା ମହେନ୍ଦ୍ରଗିରି ଏବେ ଅଶାନ୍ତମୟ ହୋଇପଡିଛି । ଶନିବାର…

କାର୍‌ ଧକ୍କାରେ ଛାତ୍ର ଆହତ: ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ସ୍କୁଲ ବାହାରେ ଅଟକ ରଖି ମୁଖ୍ୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ମୋହନା,୨୪।୨( ମନ୍ମଥ ମିଶ୍ର ) : ବିଦ୍ୟାଳୟ ସମ୍ମୁଖରେ କାର୍‌ ଧକ୍କାରେ ଛାତ୍ର ଆହାତ। ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ। ଏଭଳି ଅଭାବନୀୟ ଘଟଣା…

ଭାଇ ସାଜିଲା ବଇରି: ବଡ଼ ଭାଇ ମାଡ଼ରେ ସାନ ମୃତ

ମୋହନା,୨୩।୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନାରେ ଏକ ଅଭାବନୀୟ ଘଟଣା ଘଟିଛି। ମଦ ପିଇ ଦୁଇ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ। ଏଥିରେ ବଡଭାଇର ମାଡ଼ରେ ସାନ ଭାଇ…

ଜଙ୍ଗଲରେ ୫ କୁଇଣ୍ଟାଲ ଗଞ୍ଜେଇ: ଜଣେ ଗିରଫ

ମୋହନା,୨୨।୨( ମନ୍ମଥ ମିଶ୍ର ): ୫ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ପିଲିପାଯୁ…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri