ଭୁବନେଶ୍ୱର,୨।୮: ଭୁବନେଶ୍ବର ବିମାନ ବନ୍ଦରରୁ ଶନିବାର ୮ କୋଟି ଟଙ୍କାର ଗଞ୍ଜେଇ ଜବତ ହୋଇଛି। ଥାଇଲାଣ୍ଡରୁ ଇଣ୍ଡିଗୋ ଫ୍ଲାଇଟ୍ରେ ଆସୁଥିବା ବେଳେ DRI ଧରିଥିବା ସୂଚନା ମିଳିଛି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୮ କୋଟି ଟଙ୍କା ହେବ ବୋଲି କୁହାଯାଉଛି। ଘଟଣାକୁ ନେଇ ଅହମ୍ମଦାବାଦର ଜଣେ ଗିରଫ ହୋଇଛନ୍ତି।
ଭୁବନେଶ୍ୱର,୨।୮: ଭୁବନେଶ୍ବର ବିମାନ ବନ୍ଦରରୁ ଶନିବାର ୮ କୋଟି ଟଙ୍କାର ଗଞ୍ଜେଇ ଜବତ ହୋଇଛି। ଥାଇଲାଣ୍ଡରୁ ଇଣ୍ଡିଗୋ ଫ୍ଲାଇଟ୍ରେ ଆସୁଥିବା ବେଳେ DRI ଧରିଥିବା ସୂଚନା ମିଳିଛି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୮ କୋଟି ଟଙ୍କା ହେବ ବୋଲି କୁହାଯାଉଛି। ଘଟଣାକୁ ନେଇ ଅହମ୍ମଦାବାଦର ଜଣେ ଗିରଫ ହୋଇଛନ୍ତି।
ପଟ୍ଟାଙ୍ଗି,୫।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ବିବାଦୀୟ କୋଟିଆ ପଞ୍ଚାୟତକୁ ନେଇ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ପୁଣି ଥରେ ଛକାପଞ୍ଜା ଦେଖାଦେଇଛି।…
ନବରଙ୍ଗପୁର,୫।୧୧(ସଦାଶିବ ପ୍ରହରାଜ): ମୃତ୍ୟୁ ପରେ ବି ମିଳିଲାନି ଶାନ୍ତି । ମଶାଣିରେ ସମାଧି ନେଇଥିବା ଜଣେ ଯୁବତୀଙ୍କ ମୃତଦେହକୁ ୪୨ ଦିନ ପରେ ଖୋଳି ବାହାର କରିବା…
କଟକ ସଦର,୫ା୧୧(ସୁଶାନ୍ତ କୁମାର ଜେନା): ଆସନ୍ତା ୬ ତାରିଖରେ ରାଜ୍ୟରେ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନା ଆରମ୍ଭ ହେବାକୁ ଯାଉଛି। ଏହି ଯୋଜନାରେ କଟକ ସଦର ବ୍ଲକ…
ଭଞ୍ଜନଗର,୫ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗିଡ଼ିପାବାଲିରେ ଗତ ୨୮ ତାରିଖରେ ଭୂସ୍ଖଳନ ଯୋଗୁ ୧୩ ଜଣ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ…
ରାଇକିଆ,୫ା୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗିସି ଗ୍ରାମରେ ଭୂସ୍ଖଳନରେ ମାଟି ତଳେ ପୋତି ହୋଇ ଅଚ୍ୟୁତ ପ୍ରଧାନ, ସ୍ତ୍ରୀ ମାନସୀ ଓ…
ଜଗନ୍ନାଥପ୍ରସାଦ,୫ା୧୧(ବିଭୁ ପ୍ରସାଦ ପଟ୍ଟନାୟକ): ଆଜିର ବୈଷୟିକ ଜ୍ଞାନକୌଶଳ(ଟେକ୍ନୋଲୋଜି) ଯୁଗରେ ଯେଉଁଠି ପାରମ୍ପରିକ ହସ୍ତଶିଳ୍ପ ହଜିଯିବାକୁ ବସିଲାଣି, ସେଭଳି ସମୟରେ ଜଣେ ୮୦ ବର୍ଷର ବୃଦ୍ଧ ନିଜର କୌଳିକ…
ଛତ୍ରପୁର,୫ା୧୧(ଦିଲ୍ଲୀପ ସାମଲ): କେରଳରେ ସଡ଼କ ଦୁର୍ଘଟଣାରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଝରପୋଖରୀ ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ଗ୍ରାମର ଜଗବନ୍ଧୁ ଦାସଙ୍କ…
ଛତ୍ରପୁର,୫ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ବିପର୍ଯ୍ୟୟ ସମୟରେ ଗଞ୍ଜାମ ଜିଲାବାସୀଙ୍କୁ ବିପଦରୁ ଉଦ୍ଧାର, ଥଇଥାନ ଓ ରିଲିଫ ଯୋଗାଣ ପାଇଁ ପ୍ରଶାସନିକ ଅଧିକାରୀ ଓ…