ଥାଇଲାଣ୍ଡରୁ ଇଣ୍ଡିଗୋ ଫ୍ଲାଇଟ୍‌ରେ ଆଉଥିଲା ଗଞ୍ଜେଇ, ପରେ…

ଭୁବନେଶ୍ୱର,୨।୮: ଭୁବନେଶ୍ବର ବିମାନ ବନ୍ଦରରୁ ଶନିବାର ୮ କୋଟି ଟଙ୍କାର ଗଞ୍ଜେଇ ଜବତ ହୋଇଛି। ଥାଇଲାଣ୍ଡରୁ ଇଣ୍ଡିଗୋ ଫ୍ଲାଇଟ୍‌ରେ ଆସୁଥିବା ବେଳେ DRI ଧରିଥିବା ସୂଚନା ମିଳିଛି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୮ କୋଟି ଟଙ୍କା ହେବ ବୋଲି କୁହାଯାଉଛି। ଘଟଣାକୁ ନେଇ ଅହମ୍ମଦାବାଦର ଜଣେ ଗିରଫ ହୋଇଛନ୍ତି।

Share