ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଗଞ୍ଜାମ,୨୭।୯(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ଗଞ୍ଜାମ ବ୍ଲକ୍‌ ସହକାରୀ ଯନ୍ତ୍ରୀ ବଂଶୀଧର ପରିଡା। ସରପଞ୍ଚ ପ୍ରତିନିଧି ଓ ତାଙ୍କର ଜଣେ ସହଯୋଗୀଙ୍କଠାରୁ ଯନ୍ତ୍ରୀ ବିଲ୍‌ କରାଇଦେବାକୁ କହି ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଏଡିସିନଲ ଏସ୍‌ପିଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇଥିବା ଜଣାପଡିଛି l ଏଥିସହ ଗଞ୍ଜାମ ବ୍ଲକର ରାମଗଡ଼ ଜିଆରଏସ୍‌ କୈଳାଶ ମହାଙ୍ଗୁଡ଼କୁ ମଧ୍ୟ ଭିଜିଲାନ୍ସ ଟିମ୍‌ ସାଙ୍ଗରେ ନେଇଥିବା ସୂଚନା ମିଳିଛି। ବ୍ରହ୍ମପୁର ଭିଜିଲାନ୍ସର ୮ ଜଣିଆ ଟିମ୍‌ ଏହି ଚଢ଼ାଉରେ ସାମିଲ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri