୫-ଟି ସଚିବଙ୍କୁ ଭେଟିଲେ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା,ଉପାଧ୍ୟକ୍ଷ

ଗଞ୍ଜାମ,୧୧ା୬(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକର ବିଭିନ୍ନ ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ନେଇ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଓ ଉପାଧ୍ୟକ୍ଷ ଅନ୍ତର୍ଯ୍ୟାମୀ ବିଶ୍ୱାଳ ଭୁବନେଶ୍ୱରରେ ୫-ଟି ସଚିବ ଭି କେ ପାଣ୍ଡିଆନଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା କିପରି ଲୋକାଭିମୁଖୀ ହୋଇପାରିବ ସ୍ବାସ୍ଥ୍ୟ, ଶିକ୍ଷାକ୍ଷେତ୍ରରେ କିପରି ବିକାଶ ହୋଇପାରିବ,ଗମନାଗମନ,ପାନୀୟଜଳ ସହ ସ୍ଥାନୀୟ ଅଞ୍ଚଳର କିପରି ସମାଧାନ ହୋଇ ପାରିବ ସେ ଉପରେ ଧ୍ୟାନ ଦେଇ ଲୋକଙ୍କ ସୁବିଧା ଅସୁବିଧାରେ ସାଥ୍‌ ଦେବା ପାଇଁ ୫-ଟି ସଚିବ ଜନପ୍ରତିନିଧିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଗଞ୍ଜାମ ବ୍ଲକ କାର୍ଯ୍ୟାଳୟ ମଧ୍ୟରେ ଏକ ନୂତନ କାର୍ଯ୍ୟାଳୟ ଗୃହ ନିର୍ମାଣ,ଗଞ୍ଜାମ ବ୍ଲକର ତିନୋଟି ଗ୍ରାମକୁ ବସୁଧା ଯୋଜନାରେ ସାମିଲ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଯୁକ୍ତଦୁଇ ବିଭାଗକୁ ସାମିଲ କରିବା ନେଇ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ ଦୃଷ୍ଟି ଆକର୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri