ବିଜେଡିରୁ ବିଦା ହୋଇଥିଲେ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା: ଏବେ ଯୋଗଦେଲେ  ଭାଜପାରେ  

ଗଞ୍ଜାମ,୬ା୬(ବିଦ୍ୟାଧର ସାହୁ): ବିଜେଡିରୁ ବିଦାହେଲେ ଭାଜପାରେ ଯୋଗଦେଲେ। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଓ ତାଙ୍କ ସ୍ବାମୀ ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୁରଥ ପାହାନଙ୍କୁ ବିଜେଡିରୁ ବହିଷ୍କାର କରାଯାଇଥିଲା। ଶୁକ୍ରବାର ଉଭୟ ଭାଜପାରେ ଯୋଗ ଦେଇଛନ୍ତି। ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ଉପସ୍ଥିତିରେ ସେମାନେ ଭାଜପାରେ  ସାମିଲ ହୋଇଛନ୍ତି।
ସୂଚାଯୋଗ୍ୟ, ତାଙ୍କୁ ବହିଷ୍କାର କରାଯାଇଥିବା ନେଇ ବିଜେଡ଼ି ରାଜ୍ୟ ଉପସଭାପତି ପ୍ରତାପ ଜେନା ପ୍ରଥମେ ପ୍ରକାଶ କରିଥିଲେ। ପରେ ପୂର୍ବତନ ବିଧାୟକ ସୁବାସ ବେହେରା ଗଣ ମାଧ୍ୟମକୁ ଏହି ସୂଚନା ଦେଇଥିଲେ ।

Enter your email to get our daily news in your inbox.

All Right Reserved By Dharitri.Com

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri