ଭୟଭୀତ କରାଉଛି କରୋନା: ରେଡ ଜୋନ୍‌ରେ ୧୬ଗାଁ, ୬ଓ୍ବାର୍ଡ

ଛତ୍ରପୁର,୧୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁରରେ କରୋନା ସଂକ୍ରମଣ ହ୍ରାସ ହେବାର ନା ନେଉନି। ଜିଲାର ବ୍ରହ୍ମପୁର ସହର ବ୍ୟତୀତ ଅନ୍ୟ ସ୍ଥାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଛତ୍ରପୁରର ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁ ନ ଥିବା ବେଳେ ଏହା ଲୋକଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି। ବର୍ତ୍ତମାନ ଛତ୍ରପୁରରେ ୪୦ କରୋନା ଆକ୍ଟିଭ ମାମଲା ରହିଛି। ସେଥିମଧ୍ୟରୁ ଏନ୍‌ଏସିରେ ୧୯ ଓ ଗ୍ରାମାଞ୍ଚଳରେ ୨୧ଜଣ ଥିବା ଜଣାପଡ଼ିଛି। ତେବେ ଛତ୍ରପୁର ଏନ୍‌ଏସିରେ ଥିବା ୧୪ ୱାର୍ଡ ମଧ୍ୟରୁ ୬ଟି ୱାର୍ଡ ଓ ବ୍ଲକର ୧୬ଟି ଗାଁ ଏବେ ରେଡ ଜୋନ୍‌ରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋପାଳପୁରକୁ ବୟନ ଗ୍ରାମ ଭାବେ ଘୋଷଣା କରାଯିବ

ରସୁଲପୁର,୧୬।୧୧(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ପ୍ରଥମାଖଣ୍ଡି ପଞ୍ଚାୟତର ଟସର ବସ୍ତ୍ରର ହବ୍‌ ଭାବେ ପରିଚିତ ଗୋପାଳପୁର ଗାଁକୁ ବୟନ ଗ୍ରାମ ଭାବେ ଘୋଷଣା କରାଯିବ ବୋଲି...

ଜଙ୍ଗଲ ଜମିରେ ଅମୃତ ସରୋବର ପୋଖରୀ

କାମାକ୍ଷାନଗର, ୧୩।୭(ଡି.ଏନ୍‌.ଏ) – ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କଣ୍ଟାପାଳ ପଞ୍ଚାୟତ ପକ୍ଷରୁ ଅମୃତ ସରୋବର ଯୋଜନାରେ ଖୋଳାଯାଇଥିବା ପୋଖରୀକୁ ନେଇ ବିବାଦ ସୃଷ୍ଟି ହୋଇଛି।...

କାଠ ବୋଝେଇ ପିକ୍‌ଅପ୍‌ ଭ୍ୟାନ ଜବତ: ୨ ଗିରଫ

ସୋନପୁର,୯।୮(ନି.ପ୍ର.): ସୋନପୁର ଟାଉନ ପୋଲିସ ହରଡଖୋଲ ଛକ ଠାରେ ଚଢାଉ କରି ଶାଳ କାଠ ଚୋରା ଚାଲାଣରେ ନିୟୋଜିତ ଏକ ପିକ୍‌ ଅପ୍‌ ଭ୍ୟାନ୍‌କୁ ଧରିବାରେ...

ଜଙ୍ଗଲନିଆଁ ରୋକିବାକୁ ‘ଫାୟାର ଲାଇନ୍‌’

କେନ୍ଦୁଝର,୨୨।୨(ସ୍ବ.ପ୍ର): କେନ୍ଦୁଝର ବନଖଣ୍ଡ ସହାୟତାରେ ସଦର ବନାଞ୍ଚଳ ଅନ୍ତର୍ଗତ ପଳାସପଙ୍ଗା ସେକ୍ସନ ଅଧୀନସ୍ଥ ୧୫ଟି ବନ ସୁରକ୍ଷା ସମିତି ଦ୍ୱାରା ଜଙ୍ଗଲ ନିଆଁ ପ୍ରତିକାର ପାଇଁ...

ଭିଡ଼ିଓ ମାଧ୍ୟମରେ କରୋନା ସଚେତନତା ବାର୍ତ୍ତା ଦେଉଛନ୍ତି ଶାହାରୁଖ, ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ବାଦଶାହା ଶାହାରୁଖ ଖାଁ କରୋନା ଭାଇରସ ସଂକ୍ରମଣକୁ ନେଇ ସଚେତନତା ବାର୍ତ୍ତା ଦେଇଛନ୍ତି। କରୋନା ଭାଇରସ ଏବେ ମହାମାରୀରେ ପରିଣତ ହୋଇଥିବା ବେଳେ...

କମ୍ପ୍ୟୁଟର ଶିକ୍ଷକ ନିଯୁକ୍ତି ନାମରେ ଠକେଇ ମାମଲା : ୩ ଅଟକ

କେନ୍ଦୁଝର,୧୫।୯(ସ୍ବ.ପ୍ର.): କମ୍ପ୍ୟୁଟର ଶିକ୍ଷକ ନିଯୁକ୍ତି ନାମରେ ଠକେଇ ମାମଲାରେ ଟାଉନ ଥାନା ପୋଲିସ ଓଡ଼ିଶା ଏଜୁକେଶନ ଆଣ୍ଡ ଟ୍ରେନିଂ (ଓଏଇଟି) ନାମକ ଏକ କମ୍ପ୍ୟୁଟର ସଂସ୍ଥାର...

ଲୋକଙ୍କ ଦାବି ପୂରଣ ହେଲା, ଆଛୁଲିରେ ଖୋଲିଲା ପୋଷ୍ଟ ଅଫିସ

ପୁରୁଷୋତ୍ତମପୁର,୩୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଆଛୁଲିରେ ଏକ ପୋଷ୍ଟ ଅଫିସ ପ୍ରତିଷ୍ଠା ଲାଗି ଦୀର୍ଘଦିନ ଧରି ଅଞ୍ଚଳବାସୀ ଦାବି କରି ଆସୁଥିଲେ। ଏନେଇ...

ଆମ୍ବୁଲାନ୍ସରେ ଚାଲାଣ କରୁଥିଲେ ଗଞ୍ଜେଇ

ଭଦ୍ରକ ଅଫିସ,୧୧।୧୧: ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ। ଗୁରୁବାର ଯାଞ୍ଚ ବେଳେ ଭଦ୍ରକ ଟାଉନ ଥାନା ପୋଲିସ ଆମ୍ବୁଲାନ୍ସ ସହ ୫୦ କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ...

Advertisement
Archives

Model This Week