ଅନ୍ଧାରରେ ଗଞ୍ଜାମ ସହର

ଗଞ୍ଜାମ,୧୦।୪,(ବିଦ୍ୟାଧର ସାହୁ ): ଦୀର୍ଘ ବର୍ଷ ହେବ ବିଭିନ୍ନ ସମସ୍ୟାରେ ଜର୍ଜରିତ ଗଞ୍ଜାମ ସହର l ବିଭିନ୍ନ ସମସ୍ୟାଠାରୁ ବଳିଯାଇଛି ସହରର ଆଲୋକିକରଣ l ଅଧିକାଂଶ ବିଦ୍ୟୁତ ଖୁଣ୍ଟରେ ଲାଇଟ ନାହିଁ l ବିଶେଷ କରି ବଡ଼ବଜାର ଜନସେବା କେନ୍ଦ୍ରଠାରୁ ଜୟଶ୍ରୀ ଛକ, ଏବଂ ବିଞ୍ଚଣା ପଲି ଛକ ଥାନା ପଯ୍ୟନ୍ତ ଲାଇଟ ଜଳୁନାହିଁ l ଏପଟେ କର୍ତ୍ତି ସାହି ରାସ୍ତାରେ ମଧ୍ୟ ଅଧିକାଂଶ ଲାଇଟ ଜଳୁନି l ଉକ୍ତ ରାସ୍ତା ଦେଇ ଶହ ଶହ ଛାତ୍ରୀଛାତ୍ର ସାରେ ଟ୍ୟୁସନରୁ ଫେରୁଛନ୍ତି l ବିଜୁଳି ସମସ୍ୟା ଏବେ ଏାଂ ଲୋକଙ୍କ ପାଇଁ ଏକ ବଡ଼ ସମସ୍ୟା ହୋଇ ମୁଣ୍ଡ ଟେକିଛି।


Enter your email to get our daily news in your inbox.

All Right Reserved By Dharitri.Com

୪,୪,୪,୪,୪… ଗୋଟିଏ ଓଭରରେ କ୍ରମାଗତ ୫ଟି ଚୌକା ମାରି ଇତିହାସ ସୃଷ୍ଟି କଲେ ବିରାଟ କୋହଲି, ଏହି ସ୍ବତନ୍ତ୍ର ତାଲିକାରେ ସ୍ଥାନ ପାଇଲେ

ନୂଆଦିଲ୍ଲୀ,୩୦।୪: ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚରେ ବିରାଟ କୋହଲି ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କାଗିସୋ ରାବାଡାଙ୍କ ଦ୍ୱାରା ବୋଲ୍ଡ ହୋଇଥିବା ଗୋଟିଏ ଓଭରରେ ସେ…

ରାଗ ରଖି ଛୁରୀରେ ବେକ କାଟି ହତ୍ୟା: ଆସିଲା ମାମଲାର ରାୟ,ଅଭିଯୁକ୍ତଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ

ଭବାନୀପାଟଣା,୩୦।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ପରଲସିଙ୍ଗା ଗାଁରେ ଗତ ୨୦୨୪ ରେ ହୋଇଥିବା ଏକ ବର୍ବର ହତ୍ୟାକାଣ୍ଡ ମାମଳାର ରାୟ ଗୁରୁବାର…

ଶ୍ରମିକ କର୍ମଚାରୀମାନଙ୍କୁ ଛଟେଇ କରିବା ନିଷ୍ପତ୍ତିର ପ୍ରତିବାଦ: ପଶ୍ଚିମ ଓଡିଶା ବିଦ୍ୟୁତ ଶ୍ରମିକ ମହାସଂଘ ପକ୍ଷରୁ ବିକ୍ଷୋଭ

ଦେବଗଡ,୩୦ା୪(ଶଶାଙ୍କ ଶେଖର ଝାଙ୍କର): ଖର୍ଚ୍ଚକାଟ ନାମରେ ଶ୍ରମିକ କର୍ମଚାରୀ ମାନଙ୍କୁ ଛଟେଇ କରିବା ନିଷ୍ପତ୍ତିର ପ୍ରତିବାଦରେ ପଶ୍ଚିମ ଓଡିଶା ବିଦ୍ୟୁତ ଶ୍ରମିକ ମହାସଂଘ , ଦେବଗଡ ଜିଲା…

କୋକସରା ଅଞ୍ଚଳରେ ପୁଣି ମୃଦୁ ଭୂମିକମ୍ପ, ଆତଙ୍କିତ ହୋଇ…

କୋକସରା,୩୦।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ଗୁରୁବାର ସା ୭.ଟା ୨୦.ରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। କିଛି ସେକେଣ୍ଡ ପାଇଁ ଭୂମିକମ୍ପ ଝଟକା…

ନିର୍ବାଚନ ଫଳାଫଳ ପୂର୍ବରୁ ବଡ଼ ବୟାନ ଦେଲେ ସଞ୍ଜୟ

ନୂଆଦିଲ୍ଲୀ,୩୦।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଉଷ୍ମତା ଅଧିକ ରହିଛି। ନିର୍ବାଚନ ଫଳାଫଳ ପୂର୍ବରୁ ପ୍ରକାଶିତ ଅଧିକାଂଶ ଏକଜିଟ ପୋଲରେ ଭାଜପା ଆଗୁଆ ରହିବ ବୋଲି…

IPL 2026 ଛାଡ଼ି ରାତାରାତି ଫେରିଗଲେ ପର୍ପଲ କ୍ୟାପ୍‌ ଖେଳାଳି, ଏହି ଟିମ୍‌ର ୩ ଖେଳାଳି ହଠାତ୍‌…

ନୂଆଦିଲ୍ଲୀ,୩୦।୪: ଆଇପିଏଲ୍‌ ୨୦୨୬ ସିଜନ ଏବେ ଏକ ଗୁରୁତ୍ୱପୂର୍ଣ୍ଣ ମୋଡ଼ରେ ପହଞ୍ଚିଛି। ଅଧାରୁ ଅଧିକ ମ୍ୟାଚ ଶେଷ ହୋଇଥିବା ବେଳେ ଖେଳାଳିଙ୍କ ଆହତ ସମସ୍ୟା ଟିମ୍‌ଗୁଡ଼ିକ ପାଇଁ…

ଓଲଟିଲା ଡଙ୍ଗା, ଥିଲେ ୨୯ ଯାତ୍ରୀ

ଜବଲପୁର,୩୦।୪: ମଧ୍ୟପ୍ରଦେଶ ଜବଲପୁରରେ ଗୁରୁବାର ସାରେ ଜିଲା ମୁଖ୍ୟାଳୟରୁ ପ୍ରାୟ ୨୫ କିଲୋମିଟର ଦୂରରେ ଥିବା ବର୍ଗୀ ଡ୍ୟାମରେ ଝଡ଼ବର୍ଷା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା।…

ଭାଲୁ ନେଲା ଜୀବନ

କୋକସରା,୩୦।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଧଅଁରପୁର ପଞ୍ଚାୟତ ଭାଲୁଚୁଆଁ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଚାଷ ଜମିକୁ ଯାଇଥିବା ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri