ସ୍ବଭାବିକ ଅବସ୍ଥାକୁ ଫେରୁଛି ଗଞ୍ଜାମ ସହର: ଖୋଲିଲା ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ

ଗଞ୍ଜାମ,୨୧।୭:(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ଉଗ୍ରରୂପ ଧାରଣ କରୁଛି। ମାତ୍ର ଗଞ୍ଜାମ ସହରରେ କରୋନା ସ୍ଥିତି ନିୟନ୍ତ୍ରଣ ରହିଛି। ଗତ ୫ ଦିନ ମଧ୍ୟରେ ସହରରେ ଗୋଟିଏ ମଧ୍ୟ ପଜିଟିଭ୍‌ ଚିହ୍ନଟ ହୋଇ ନାହାନ୍ତି। ଧୀରେ ଧୀରେ ସ୍ବଭାବିକ ଅବସ୍ଥାକୁ ଫେରୁଛି ସହର। ଜିଲା ପ୍ରଶାସନର କୋଭିଡ ନିୟମ ଓ କଟକଣା କୋହଳ ହେବା ପରେ ବଜାରରେ ବ୍ୟବସାୟ ପ୍ରତିଷ୍ଠାନ ଖୋଲିଛି। ସ୍ଥାନୀୟ ଅଞ୍ଚଳବାସୀ ମାକ୍ସ ପିନ୍ଧିବା ସହ ସାମାଜିକ ଦୂରତା ରଖି ବିଭିନ୍ନ ସାମଗ୍ରୀ କିଣୁଥିବା ଦେଖିବାକୁ ମିଳିଛି। ଏଥିପାଇଁ ସ୍ଥାନୀୟ ପ୍ରଶାସନ ଲୋକଙ୍କୁ ସଚେତନ କରୁଛି। ସହରର କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମାତ୍ର ଏବେବି ୱାର୍ଡ ନ ୩, ୪ରେ କଣ୍ଟେନମେଣ୍ଟ ଜୋନ ବଳବତ୍ତର ରହିଛି । ଏଥିସହିତ ବଡ ବଜାର, ସାନ ବଜାର ମୁଖ୍ୟ ରାସ୍ତାରେ ବ୍ୟାରିକେଟ କରାଯାଇଛି। ସକାଳ ୬ ଟା ରୁ ଦିନ ୧ଟା ଯାଏ ଦୋକାନ ଖୋଲାଯିବା ନିୟମ ବଳବତ୍ତର ରହିଛି । ଏ ନେଇ ଗଞ୍ଜାମ ପୋଲିସ ପକ୍ଷରୁ ବିଭିନ୍ନ ୱାର୍ଡରେ ପାଟ୍ରୋଲିଂ କଡାକଡି କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ଧମାଳରେ ମାଛଚାଷ ଚାହିଦାଠାରୁ କମ୍‌

ଫୁଲବାଣୀ ଅଫିସ, ୨୦ା୭- ରାଜ୍ୟ ସରକାର ମତ୍ସ୍ୟଜୀବୀମାନଙ୍କୁ ମାଛଚାଷ ଲାଗି ପ୍ରୋତ୍ସାହନ ଦେଉଛନ୍ତି। ଏବେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ଯେଭଳି ମାଛ ଚାଷ କରି...

ରାଜନୈତିକ ଶତ୍ରୁତାରୁ ହତ୍ୟା ଉଦ୍ୟମ: ବିଜୁଯୁବ ବାହିନୀ ସଦସ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ଦିଗପହଣ୍ଡି,୩ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମ୍‌କେଇ ଗାଁରେ ମଙ୍ଗଳବାର ରାଜନୈତିକ ଶତ୍ରୁତାରୁ ବିଜୁ ଯୁବବାହିନୀର ସଦସ୍ୟ ନିରାକାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା କେ.ନୂଆଗାଁ ଥାନାରେ...

ପ୍ରଦୂଷିତ ସହର ତାଲିକାରେ ବାଲେଶ୍ୱର: ସଚେତନ କଲା ଜଳସମ୍ପଦ ଓ ପରିବେଶ ସୁରକ୍ଷା ସମିତି

ବାଲେଶ୍ୱର ଅଫିସ, ୮।୧୧-ନ୍ୟାଶନାଲ ଟ୍ରିବ୍ୟୁନାଲ ସର୍ଭେ ରିପୋର୍ଟକୁ ଭିତ୍ତି କରି ଭାରତର ୧୦୬ଟି ସହରକୁ ପ୍ରଦୂଷଣଯୁକ୍ତ ଏବଂ ଚାଷ ଅନୁପଯୋଗୀ ଘୋଷଣା କରାଯାଇଛି। ଏହି ସହର...

ଓଡ଼ିଆ ବିଶ୍ୱ ବିଦ୍ୟାଳୟ ଲାଗି ଜମି କିଣିଲେ ସରକାର

ସାକ୍ଷୀଗୋପାଳ, ୧୦।୧୦( ଡି. ଏନ୍‌. ଏ.)- ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଓଡିଆ ବିଦ୍ୟାଳୟ ପ୍ରତିଷ୍ଠା ନିମନ୍ତେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଆନୁଷ୍ଠାନିକ...

ନାଲ୍‌କୋ ଅଞ୍ଚଳରେ ବଢ଼ୁଛି ପ୍ରଦୂଷଣ: ଧୂଳି ଧୂଆଁରେ ଲୋକେ ଅତିଷ୍ଠ

ବଅଁରପାଳ, ୫।୬ (ଡି.ଏନ୍‌.ଏ.)- ନବରତ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀ ଅନେକ ସମୟରେ ପ୍ରଦୂଷଣରେ ଛଟପଟ ହେଉଥିବା ଅଭିଯୋଗ ହେଉଛି। ପ୍ଲାଣ୍ଟ କର୍ତ୍ତୃପକ୍ଷ...

ମିଳିଲାନି ଗୃହରକ୍ଷୀ ଚାକିରି: ଏସ୍‌ପି ଅଫିସ ସମ୍ମୁଖରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋନପୁର,୨୨।୬(ନି.ପ୍ର.): ଗୃହରକ୍ଷୀ ଚାକିରି ନ ମିଳିବାରୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ମାଣିକପୁର ଗ୍ରାମର ଚମୁରୁ ହାତୀଙ୍କ ପୁଅ ଗୁପ୍ତେଶ୍ୱର(୩୨) ଶୁକ୍ରବାର ରାତିରେ ଆତ୍ମହତ୍ୟା ଉଦ୍ୟମ...

ଫାଇଲିନ୍‌କୁ ପୂରିଲା ୬ ବର୍ଷ : ମନେପଡ଼ିଲେ ଥରିଉଠେ ଛାତି

ଛତ୍ରପୁର,୧୨ା୧୦(ଡି.ଏନ.ଏ)-୨୦୧୩ ଅକ୍ଟୋବର ୧୨ ତାରିଖ ରାତିରେ ଆସିଥିଲା ଭୟଙ୍କର ସାମୁଦ୍ରିକ ଝଡ଼ ‘ଫାଇଲିନ’। ଏହି ବାତ୍ୟାରେ ଗଞ୍ଜାମ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ବିଶେଷକରି ଗଞ୍ଜାମ...

ମାର୍ଚ୍ଚ ପହିଲାରୁ ଗାଡିଯାଞ୍ଚ କଡ଼ାକଡ଼ି: ପରିବହନ କାର୍ଯ୍ୟାଳୟରେ ଭିଡ଼

ବ୍ରହ୍ମପୁର ଅଫିସ,୨୯ା୨: ମୋଟରଯାନ ଆଇନ କୋହଳ ସମୟସୀମାର ଶନିବାର ଶେଷ ଦିନ। ମାର୍ଚ୍ଚ ୧ ତାରିଖ ଅର୍ଥାତ୍‌ ରବିବାରଠାରୁ ଏହି ନିୟମ କଡ଼ାକଡି କରାଯିବ। ଗଞ୍ଜାମ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *