ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା: ଆସନ୍ତା ୯ରୁ ସମସ୍ତ ସହରାଞ୍ଚଳ, ୫ ବ୍ଲକ ସଟ୍‌ଡାଉନ୍‌; ଜାଣନ୍ତୁ..

ଛତ୍ରପୁର, ୭।୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏଥିପାଇଁ ଜ଼ିଲାର ବିଏମ୍‌ସି ସମେତ ୧୮ ସହରାଞ୍ଚଳ ଏବଂ ସାନଖେମୁଣ୍ଡି, ଶେରଗଡ଼, ପାତ୍ରପୁର, ଧରାକୋଟ, ଜଗନ୍ନାଥପ୍ରସାଦ ବ୍ଲକର ହେଡକ୍ୱାର୍ଟର ଶଟ୍‌ଡାଉନ୍‌ ରହିବ। ଆସନ୍ତା ୯ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ୫ ଦିନ ପାଇଁ ଏହି ଶଟ୍‌ଡାଉନ ରହିବ। ଏହି ସମୟରେ ଘରକୁ ଘର ଯାଇ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯିବ ବୋଲି ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ମଙ୍ଗଳବାର ଅପରାହ୍ନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ତେବେ ସ୍କ୍ରିନିଂ ପାଇଁ ୨୦୦ ଟିମ୍‌ ଗଠନ କରାଯାଇଛି। ପ୍ରତି ଟିମ୍‌ରେ ଜଣେ ଡାକ୍ତର ଓ ୨ ଜଣ ଅଙ୍ଗନବାଡି କର୍ମୀ ରହିବେ। ଏହି ସମୟରେ ଲୋକେ ଘରେ ରହିବା ଆବଶ୍ୟକ ବୋଲି ମଧ୍ୟ ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ଶନିବାର ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ଶୁକ୍ରବାର ରାଜ୍ୟରେ...

ବାଲିଗୁଡ଼ାରେ ଉପସ୍ଥିତି ଜାହିର କଲେ ମାଓବାଦୀ: ଗଛ ପକାଇ ରାସ୍ତା ଅବରୋଧ କଲେ

ବାଲିଗୁଡ଼ା,୧୪ା୫(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ମାଓବାଦୀମାନେ ପୁଣି ସେମାନଙ୍କ ଉପସ୍ଥିତି ଜାହିର କରିଛନ୍ତି। ସୋମବାର ମଧ୍ୟ  ରାତିରେ ବାଲିଗୁଡ଼ା- କଣ୍ଟାମାଳ ମୁଖ୍ୟରାସ୍ତାର ପରୁଭଟ୍ଟା ଘାଟିରେ...

୫ ବର୍ଷ ମଧ୍ୟରେ ରେଳ ସେବା ପାଇବେ ମାଲକାନଗିରିବାସୀ

ମାଲକାନଗିରି,୧୭।୪(ଡି.ଏନ୍‌.ଏ.):  ଆସନ୍ତା ୬ମାସ ମଧ୍ୟରେ ରେଳଲାଇନ ନେଇ ରହିଥିବା ଜମି ଅଧିଗ୍ରହଣ କାର୍ଯ୍ୟ ସରିବ। ୫ବର୍ଷ ମଧ୍ୟରେ ମାଲକାନଗିରିବାସୀ ରେଳ ସେବା ପାଇବେ। ରେଳଲାଇନ କାର୍ଯ୍ୟର ସମୀକ୍ଷା...

କାଳବୈଶାଖୀ: ଗଛ, ବିଦ୍ୟୁତ୍‌ ଖୁଣ୍ଟ ଉପୁଡିଲା

ଦାରିଙ୍ଗବାଡ଼ି,୨୧।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ କାଳବୈଶାଖୀ ଜାରି ରହିଛି। ମଙ୍ଗଳବାର ଅପରାହ୍ନ ୩ଟାରୁ ପ୍ରବଳ ବର୍ଷାପବନ ସହ ବଜ୍ରପାତ ହୋଇଥିଲା। ପବନ ଯୋଗୁ ବହୁ ଘରର...

ଟ୍ରଲିରେ ବୁହା ହେଲା ମୃତଦେହ

ବାରିପଦା ଅଫିସ,୧୭ା୯-ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପରେ ପରିବାର ଲୋକେ ଟ୍ରଲିରେ ମୃତଦେହକୁ ବୋହି ନେଉଥିବା ଏକ ଭିଡିଓ...

ଚିଖିଲିକୁ ପଶିଲା ବନ୍ୟାଜଳ:  ଚାଷଜମି ଜଳମଗ୍ନ

ବରଗଡ଼,୧୬।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ମହାନଦୀର ଜଳପତ୍ତନ ବୃଦ୍ଧି ସାଙ୍ଗକୁ ହୀରାକୁଦ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଇଛି । ଏଭଳିସ୍ଥଳେ...

ଲକ୍‌ଡାଉନ୍‌ରେ ନିର୍ମାଣ ଶ୍ରମିକ କ୍ଷତିଗ୍ରସ୍ତ: ସରକାରୀ ସହାୟତା ପ୍ରଦାନ

ଚୌଦ୍ୱାର,୧୦ା୪(ଡି.ଏନ୍‌.ଏ.): କରୋନା ପାଇଁ ଚାଲିଥିବା ଲକ୍‌ଡାଉନ୍‌ ଯୋଗୁ ଆର୍ଥିକସ୍ତରରେ କ୍ଷତିଗ୍ରସ୍ତ ନିର୍ମାଣ ଶ୍ରମିକମାନଙ୍କୁ ପ୍ରତ୍ୟେକ ୧୫୦୦ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।...

ଜିଲା ମୁଖ୍ୟାଳୟ ଛାଡ଼ି ବାହାରେ ରହୁଛନ୍ତି ସରକାରୀ କର୍ମଚାରୀ

ଜଗତ୍‌ସିଂହପୁର ଅଫିସ,୧୬।୪: ଜଗତ୍‌ସିଂହପୁର ଜିଲାରେ ବିଶେଷକରି ଜିଲା ମୁଖ୍ୟାଳୟରେ କାର୍ଯ୍ୟରତ ସରକାରୀ କର୍ମଚାରୀମାନଙ୍କ ମଧ୍ୟରୁ ଅନେକେ କଟକ, ଭୁବନେଶ୍ୱରରେ ରହୁଛନ୍ତି। ଏଥିଯୋଗୁ ସ୍ଥାନୀୟ ଲୋକେ ବହୁ...

Advertisement
Archives

Model This Week