ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା: ଆସନ୍ତା ୯ରୁ ସମସ୍ତ ସହରାଞ୍ଚଳ, ୫ ବ୍ଲକ ସଟ୍‌ଡାଉନ୍‌; ଜାଣନ୍ତୁ..

ଛତ୍ରପୁର, ୭।୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏଥିପାଇଁ ଜ଼ିଲାର ବିଏମ୍‌ସି ସମେତ ୧୮ ସହରାଞ୍ଚଳ ଏବଂ ସାନଖେମୁଣ୍ଡି, ଶେରଗଡ଼, ପାତ୍ରପୁର, ଧରାକୋଟ, ଜଗନ୍ନାଥପ୍ରସାଦ ବ୍ଲକର ହେଡକ୍ୱାର୍ଟର ଶଟ୍‌ଡାଉନ୍‌ ରହିବ। ଆସନ୍ତା ୯ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ୫ ଦିନ ପାଇଁ ଏହି ଶଟ୍‌ଡାଉନ ରହିବ। ଏହି ସମୟରେ ଘରକୁ ଘର ଯାଇ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯିବ ବୋଲି ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ମଙ୍ଗଳବାର ଅପରାହ୍ନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ତେବେ ସ୍କ୍ରିନିଂ ପାଇଁ ୨୦୦ ଟିମ୍‌ ଗଠନ କରାଯାଇଛି। ପ୍ରତି ଟିମ୍‌ରେ ଜଣେ ଡାକ୍ତର ଓ ୨ ଜଣ ଅଙ୍ଗନବାଡି କର୍ମୀ ରହିବେ। ଏହି ସମୟରେ ଲୋକେ ଘରେ ରହିବା ଆବଶ୍ୟକ ବୋଲି ମଧ୍ୟ ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଘଟ ହେଉଛି କରୋନା ସଂକ୍ରମିତଙ୍କ ତଥ୍ୟ

ଅନୁଗୋଳ ଅଫିସ, ୧୩ା୭: କରୋନା ସଂକ୍ରମିତଙ୍କ ପରିଚୟ ବାହାରେ ପ୍ରକାଶ ନ କରିବାକୁ ସରକାରଙ୍କ କଡ଼ା ନିର୍ଦ୍ଦେଶ ରହିଛି। କିନ୍ତୁ ଅନୁଗୋଳ ଜିଲାରେ ଠିକ୍‌ ଭାବେ ଏହା...

ଯୁକ୍ତ ୩ ପରୀକ୍ଷା ଫି’ ବୃଦ୍ଧି ପ୍ରତିବାଦ: କଲେଜ ପରିସରରେ ନିଆଁ

ବସ୍ତା,୧୮।୯(ସ୍ବ.ପ୍ର.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ଲକ୍ଷ୍ମୀନାରାୟଣ କଲେଜରେ ବୁଧବାର ଛାତ୍ର ଅଶାନ୍ତି ଦେଖାଦେଇଛି। କଲେଜର ଯୁକ୍ତ ୩ ପରୀକ୍ଷା ଫି’ ଅହେତୁକ ବୃଦ୍ଧି...

ମମତାଙ୍କ କୁଶପୁତ୍ତଳିକା ଦାହ

କେନ୍ଦୁଝର, ୩।୧୧(ସ୍ବ.ପ୍ର.): ପଶ୍ଚିମବଙ୍ଗରେ ଭାରତୀୟ ମଜଦ୍ଦୁର ସଂଘର କାର୍ଯ୍ୟକର୍ତ୍ତାଙ୍କୁ ତୃଣମୂଳ କଂଗ୍ରେସର ଗୁଣ୍ଡାଙ୍କ ଆକ୍ରମଣ ପ୍ରତିବାଦରେ କେନ୍ଦୁଝରରେ ମଙ୍ଗଳବାର ଏକ ରାଲି ଅନୁଷ୍ଠିତ ହୋଇଯାଇଛି। ସଂଘର...

ସ୍ବଚ୍ଛ ଭାରତ ମିଶନ: ସରିଛି ୭୩.୨୫ ପ୍ରତିଶତ ଶୌଚାଳୟ ନିର୍ମାଣ: ଜୁଲାଇ ୨୦ ସୁଦ୍ଧା ଅବଶିଷ୍ଟ ସାରିବାକୁ ଲକ୍ଷ୍ୟ

ବନ୍ତ, ୨୧।୬ (ସ୍ବ.ପ୍ର.) – ପରିବେଶ ସ୍ବଚ୍ଛତା ସହିତ ଖୋଲାରେ ଶୌଚ ନ ହେବା ପାଇଁ କେନ୍ଦ୍ର ସରକାର ୨୦୧୬ ଅ୍ରକ୍ଟୋବର ୨ ଗାନ୍ଧୀ ଜୟନ୍ତୀରେ...

ର଼୍ୟାଗିଂକୁ ନେଇ ଓଏଚ୍‌ଆର୍‌ସିଙ୍କ ଉଦ୍‌ବେଗ: ୫ ବିଭାଗକୁ ରିପୋର୍ଟ ତଲବ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଥିବା ଶିକ୍ଷାନୁଷ୍ଠାନଗୁଡିକରେ ର଼୍ୟାଗିଂ ମୁଖ୍ୟ ସମସ୍ୟା ଭାବେ ଦେଖା ଦେଇଛି। ନିକଟରେ ସମ୍ବଲପୁରଠାରେ ଏକ ଘରୋଇ କଲେଜରେ ଜଣେ ଛାତ୍ରଙ୍କୁ ସହପାଠୀମାନେ ର଼୍ୟାଗିଂ...

ଷ୍ଟେଟ ବ୍ୟାଙ୍କ ଶାଖା ଉଚ୍ଛେଦକୁ ନେଇ ପ୍ରତିବାଦ: ଜିଲାପାଳ ଅଫିସ ଆଗରେ ଧାରଣା

ବରଗଡ଼ ଅଫିସ, ୧୮।୯: ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗାସ୍ଥିତ ଷ୍ଟେଟ ବ୍ୟାଙ୍କ ଶାଖା ଉଚ୍ଛେଦ ପ୍ରତିବାଦରେ ବୁଧବାର ବୁଗବୁଗା ଗ୍ରାମବାସୀ ଜିଲାପାଳ ଅଫିସ ଆଗରେ...

ବଢିଲା ଯୁକ୍ତ ତିନି ନାମଲେଖା ଅବଧି

ଭୁବନେଶ୍ୱର,୧।୧୦(ବ୍ୟୁରୋ)-ରାଜ୍ୟର ବିଭିନ୍ନ କଲେଜରେ ଯୁକ୍ତ ତିନିରେ ନାମଲେଖା ଅବଧିକୁ ବୃଦ୍ଧି କରାଯାଇଛି। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ଡିଗ୍ରୀ କଲେଜର ଅଧ୍ୟକ୍ଷମାନଙ୍କୁ...

ଅବ୍ୟବସ୍ଥାରେ ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର:ଡାକ୍ତର ନ ଥିବାରୁ ଉତ୍ତେଜନା

ବାହାନଗା, ୬ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକରେ ଥିବା ଏକମାତ୍ର ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନାନା ଅବ୍ୟବସ୍ଥା ଦେଇ ଗତି କରୁଛି। ଏଠାରେ ଡାକ୍ତର ନ ଥିବାରୁ...

Play 250+ Trending Games
Archives

Model This Week

Why Dharitri