ଗୋପାଳବନ୍ଧ, ମେରୁ ପଡ଼ିଆ ଖାଁ ଖାଁ : କଟକଣାରେ ଶେଷ ହେଲା ଦଣ୍ଡ ଯାତ୍ରା

ପୁରୁଷୋତ୍ତମପୁର,୧୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଦଣ୍ଡ ଯାତ୍ରା ବୁଧବାର ଉଦ୍‌ଯାପିତ ହୋଇଛି। ଏହା ମହା ବିଷୁବ ସଂକ୍ରାନ୍ତି ଓ ମେରୁ ଯାତ୍ରାରେ କରୋନା କଟକଣା ମଧ୍ୟରେ ଉଦ୍‌ଯାପିତ ହୋଇଛି। ମାତ୍ର କରୋନା ଲାଗି ଜିଲା ପ୍ରଶାସନ ପକ୍ଷରୁ ମେରୁ ଯାତ୍ରାକୁ ବାରଣ କରାଯାଇଥିବା ହେତୁ ଦଣ୍ଡ ଯାତ୍ରା ପରିଚାଳନା କମିଟି ପକ୍ଷରୁ ରାତିରେ ବିଧି ମୁତାବକ ପୂଜାର୍ଚ୍ଚନା କରାଯାଇଥିଲା। ଯାତ୍ରା ଉଦ୍‌ଯାପନ ପରେ ସକାଳୁ ମନ୍ଦିରଗୁଡିକୁ ବନ୍ଦ କରି ଦିଆଯାଇଛି। ଏହି ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେଉଥିବା ବେଳେ ଚଳିତ ବର୍ଷ ମେରୁ ପଡ଼ିଆ ଓ ଗୋପାଳ ବନ୍ଧ ସହ କାଳୀ ମନ୍ଦିର ଛକ, ବ୍ଲକ ବନ୍ଧ ସମ୍ପୂର୍ଣ୍ଣ ରୂପେ ଖାଁ ଖାଁ ହୋଇ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପାଇଁ ଗୌରବ ଆଣିଲେ ତିନି ଛାତ୍ର, ଛୁଟିଲା ଶୁଭେଚ୍ଛା

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ ଗଞ୍ଜାମ ): ପଠାଣି ସାମନ୍ତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲେ ତିନି ଜଣ ଛାତ୍ର । ଗଞ୍ଜାମ ବ୍ଲକ୍ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ଛୋଟାବସା ନିକଟସ୍ଥ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri