ଗଞ୍ଜାମ ଜିଲାସ୍ତରୀୟ ୧୫୩ତମ ଗାନ୍ଧୀ ଜୟନ୍ତୀ,ପ୍ରତିମୂର୍ତ୍ତି ଉଦ୍‌ଘାଟିତ

ଛତ୍ରପୁର,୨।୧୦(ଡି.ଏନ୍‌.ଏ.): ଗଞ୍ଜାମରେ ଜିଲାସ୍ତରୀୟ ୧୫୩ତମ ଗାନ୍ଧୀ ଜୟନ୍ତୀ ଜିଲା ସୂଚନା ଓ ଲୋକସମ୍ପର୍କ ବିଭାଗ, ଛତ୍ରପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ଜିଲା ସଂସ୍କୃତି ବିଭାଗ ମିଳିତ ଆନୁକୂଲ୍ୟରେ ପୋଲିସ ପରେଡ ପଡିଆ ସମ୍ମୁଖରେ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ବାରା ପ୍ରାତଃ ସମୟରେ ଡାକବାଜି ଯନ୍ତ୍ର ଦ୍ବାରା ଗାନ୍ଧିଜୀଙ୍କ ପ୍ରିୟ ଭଜନ ବୈଷ୍ଣବ ଜନ ତୋ… ଗାନ କରାଯାଇ ସହର ପରିକ୍ରମା କରାଯାଇଥିଲା। ଛତ୍ରପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଦ୍ବାରା ନବନିର୍ମିତ ଜାତିରଜନକ ମହାତ୍ମା ଗାନ୍ଧୀଙ୍କ ସୁନ୍ଦର ପ୍ରତିମୂର୍ତ୍ତି ଜିଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳୀ ସ୍ବାଇଁ, ବିଧାୟକ ସୁବାସ ଚନ୍ଦ୍ର ବେହେରା, ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଉପାଧ୍ୟକ୍ଷ ଜି. ପାପା ରାଓ, ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୁରୀ, ଅତିରିକ୍ତ ଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟିଙ୍କ କରକମଳରେ ଉଦ୍‌ଘାଟନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଦାଣ୍ଡରେ ପଡ଼ିଛି ଯୁବକଙ୍କ ମୃତଦେହ

ବଲାଙ୍ଗୀର ଅଫିସ, ୧୧।୯- ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନପାଲି ଗାଁ ଦାଣ୍ଡରେ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି ।...

ଭୋଗରାଇରେ ବିରଳ ପ୍ରଜାତିର ମାଛ

ଭୋଗରାଇ, ୧୭।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୁସୁଟି ଗ୍ରାମ ନିକଟସ୍ଥ ଧାନ କ୍ଷେତରେ ଏକ ବିରଳ ପ୍ରଜାତିର ମାଛ ଉଦ୍ଧାର ହୋଇଛି। ଦେଢ଼ଫୁଟ୍‌ ଲମ୍ବର...

ମାଓବାଦୀଙ୍କ ବର୍ବରତା, ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା

ଭବାନୀପାଟଣା,୨୫।୧୧(ସ୍ବ.ପ୍ର): କଳାହାଣ୍ଡି ଜିଲାରେ ପୁଣି ନିଜ ଉପସ୍ଥିତି ଜାହିର କରିଛନ୍ତି ମାଓବାଦୀ। ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ମାଓବାଦୀ।...

ଶ୍ରମିକ କାର୍ଡ ନାମରେ ଠକେଇ ଅଭିଯୋଗ

ସମ୍ବଲପୁର,୨୫ା୪(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ ଜାରି କରାଯାଇଛି । ରୋଜଗାର ହରାଇଥିବା ଶ୍ରମିକ ଓ ଗରିବ ଲୋକମାନଙ୍କୁ କେନ୍ଦ୍ର ଓ ରାଜ୍ୟ ସରକାର...

ଡାକ୍ତର ଓ ସ୍ବାସ୍ଥ୍ୟ ସେବିକାଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୩ ଘଣ୍ଟା ଧରି ରୋଗୀସେବା ବ୍ୟାହତ

ବାରିପଦା ଅଫିସ, ୩୦।୬- ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍‌ପିଟାଲରେ ଚିକତ୍ସା ସେବା ନ ମିଳିବା ଘଟଣାକୁ ନେଇ ଶନିବାର...

ମାରିଦେଲେ ସ୍ବାମୀ, ଶାଶୁଘର ଲୋକେ

କଣିହାଁ,୧୭।୫(ଡି.ଏନ.ଏ.) ବାପଘରୁ ୮୦ ହଜାର ଟଙ୍କା ନ ଆଣିବାରୁ କଣିହାଁ ଥାନା ବଡଗୁଣ୍ଡୁରୀ ଗ୍ରାମର ଦୀପ୍ତି ନାୟକ (୨୫)ଙ୍କୁ ତାଙ୍କ ସ୍ବାମୀ ଓ ଶାଶୁଘର ଲୋକେ...

ଦମ୍ପତିଙ୍କୁ ଅଖାଦ୍ୟ ଖୁଆଇବା ଉଦ୍ୟମ

ପୁରୁଷୋତ୍ତମପୁର,୧୧ା୧୧ (ଡି.ଏନ.ଏ.):ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବେଢ ଜିନୂଆପଲ୍ଲୀ ଗ୍ରାମରେ ବୁଧବାର ରାତିରେ ଗୁଣି ଗାରେଡି ସନ୍ଦେହର ଜଣଙ୍କ ଘରେ ପଶି କେତେଜଣ ଲୋକ...

କାଳ ହେଲା ଭୋଜିଖିଆ: ଝାଡ଼ାବାନ୍ତିରେ ୯୧ ଆକ୍ରାନ୍ତ

ସଜନାଗଡ, ୧୭ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୋଟାପଡା ଗ୍ରାମରେ ଭୋଜି ଖାଇ ୯୧ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୯ଜଣଙ୍କୁ...

Advertisement
Archives

Model This Week