ଜେଇଇ ପରୀକ୍ଷାର୍ଥୀଙ୍କ ପାଇଁ ଏସବୁ ସୁବିଧା କଲା ଗଞ୍ଜାମ ଜିଲା ପ୍ରଶାସନ: ଟୁଇଟ କରି ସୂଚନା ଦେଲେ ଜିଲାପାଳ

ଛତ୍ରପୁର,୩୦।୮(ଡି.ଏନ୍‌.ଏ.): ଜେଇଇ ପରୀକ୍ଷାର୍ଥୀମାନଙ୍କ ପାଇଁ ରହିବା, ବସ୍‌ ଆଦି ସମସ୍ତ ସୁବିଧା କରାଯାଇଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଟୁଇଟ କରି ସୂଚନା ଦେଇଛନ୍ତି। ଶିତଳାପଲ୍ଲୀସ୍ଥିତ ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ ଓ ଖଲିକୋଟ କଲେଜ ଅଞ୍ଚଳରେ ଥିବା ଆଇଓଏନ୍‌ ଡିଜିଟାଲ ଜୋନ ( ଆଇଡିଜେଡ) କେନ୍ଦ୍ରରେ ପରୀକ୍ଷା ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ବ୍ରହ୍ମପୁର ଆଇଟିଆଇରେ ରହିବା ପାଇଁ ସରକାରୀ ସୁବିଧା ହୋଇଛି।
ସେହିପରି ଗୋଳନ୍ଥରାସ୍ଥିତ ଆଇଓଏନ୍‌ ଡିଜିଟାଲ ଜୋନ ( ଆଇଡିଜେଡ)ଓ ଭିଗନାନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଟେକ୍ନୋଲୋଜି ମ୍ୟାନେଜମେଣ୍ଟ ଏମ୍‌ଏସି ସେଣ୍ଟରରେ ପରୀକ୍ଷା ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ପାଲୁରହିଲ ସ୍ଥିତ ବିଜୁ ପଟ୍ଟନାୟକ ଆଦର୍ଶ ବିଦ୍ୟାଳୟରେ ରହିବା ପାଇଁ ସରକାରୀ ସୁବିଧା କରାଯାଇଛି। ଏଥିସହ ବ୍ରହ୍ମପୁର, ଗୋପାଳପୁର ଓ ହଳଦିଆପଦରଠାରେ ଥିବା ୧୫ ଟି ହୋଟେଲରେ ସାଧାରଣ ଭଡା ଦେଇ ରହିବାର ବ୍ୟବସ୍ଥା ହୋଇଛି। ଭୁବନେଶ୍ୱରଠାରେ ଜେଇଇ ପରୀକ୍ଷା ଦେବାକୁ ଯିବା ପାଇଁ ଗଞ୍ଜାମ ଜିଲାପ୍ରଶାସନ ପକ୍ଷରୁ ବସ୍‌ର ସୁବିଧା କରାଯାଇଛି। ଏହି ବସ୍‌ ୩୧ ତାରିଖ ମଧ୍ୟାହ୍ନ ୧୨ଟା ୩୦ରେ ବ୍ରହ୍ମପୁର ଆଇଟିଆଇରୁ ଛାଡିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri