ଓଡ଼ିଶାରେ ଗଞ୍ଜାମ ଜିଲା ପ୍ରଥମ: ଏମ୍‌ଜିଏନ୍‌ଆରଜିଏସରେ ଏକ କୋଟି ଶ୍ରମଦିବସ

ଛତ୍ରପୁର,୧୯।୭(ଡି.ଏନ୍‌.ଏ.): ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏ୍‌ନଆରଜିଏସ୍‌)ରେ ଗଞ୍ଜାମ ଜିଲା ରେକର୍ଡ ସୃଷ୍ଟି କରିଛି। ଚଳିତ ୨୦୨୨-୨୩ ଆର୍ଥିକ ବର୍ଷରେ ଏକ କୋଟି ଶ୍ରମଦିବସ ସୃଷ୍ଟି କରି ଗଞ୍ଜାମ ଜିଲା ରେକର୍ଡ କରିଛି। ଏକ୍ଷେତ୍ରରେ ଓଡ଼ିଶାରେ ଗଞ୍ଜାମ ଜିଲା ପ୍ରଥମ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାହିତ୍ୟ ବଞ୍ଚାଇବାକୁ ହେଲେ ଭାଷା ବଞ୍ଚିବା ଜରୁରୀ

ଫୁଲବାଣୀ ଅଫିସ,୧୦ା୨-ଆମ ସାହିତ୍ୟ, ସଂସ୍କୃତି ଓ ପରମ୍ପରା ବଞ୍ଚାଇବାକୁ ହେଲେ ଆମ ମାଟି ମା’ର ଭାଷାକୁ ବଞ୍ଚାଇବାକୁ ପଡ଼ିବ। ଫୁଲବାଣୀ ବିଜୁ କଲ୍ୟାଣ ମଣ୍ଡପ ପରିସରରେ...

ପ୍ରେମବିବାହ କରିଥିବା ସତ୍ତ୍ୱେ ନାବାଳିକାଙ୍କୁ ନେଇ ଫେରାର ହେଉଥିଲେ, ଆରଡି ପୋଲିସ ହାତରେ ଧରାପଡ଼ିଲେ ୩୨ ବର୍ଷୀୟ ଯୁବକ

ଆରଡି, ୨୪ା୪,(ଡି.ଏନ.ଏ.): ନାବାଳିକାଙ୍କୁ ନେଇ ଫେରାର ହେଉଥିବା ବେଳେ ଭଦ୍ରକ ଜିଲା ଆରଡି ଫାଣ୍ଡି ପୋଲିସ ଜଣେ ୩୨ ବର୍ଷୀୟ ଯୁବକଙ୍କୁ ଧରିବାରେ ସକ୍ଷମ ହୋଇଛି।...

ପୌରକାର୍ଯ୍ୟାଳୟ ଘେରିଲେ କଂଗ୍ରେସ ନେତା

ବାସୁଦେବପୁର,୨୮।୧୦(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ନଗର ଓ ବ୍ଲକ କଂଗ୍ରେସର ମିଳିତ ସହଯୋଗରେ ବିଭିନ୍ନ ସମସ୍ୟା ନେଇ ଶୁକ୍ରବାର ପୌରପାଳିକା କାର୍ଯ୍ୟାଳୟ ଘେରାଉ କରାଯାଇଛି। ପ୍ରାୟ...

ସତ୍ୟଙ୍କ ରେକର୍ଡ ନିଶା: ପୁଣି କଲେ ବିଶ୍ୱ ରେକର୍ଡ;  ୟୁନିଭର୍ସାଲ, କଲାମ ବୁକ ଅଫ ରେକର୍ଡରେ ୧.୯ ଇଞ୍ଚର ଗଣେଶ

ବ୍ରହ୍ମପୁର ଅଫିସ,୧୪ା୧୨-ନିଆରା କଳାକୃତି କରି ରେକର୍ଡ କରିବାର ନିଶା ତାଙ୍କୁ ସାରା ବିଶ୍ୱରେ ସ୍ବତନ୍ତ୍ର ପରିଚୟ ପ୍ରଦାନ କରିଛି | ପୂର୍ବରୁ ବହୁବାର ଚକ, କାଠ,...

ବେଦମନ୍ତ୍ରରେ କମ୍ପୁଛି ପୂଜାସ୍ଥଳ

ଅନୁଗୋଳ ଅଫିସ/ବଅଁରପାଳ/ବଇଣ୍ଡା, ୧୫ା୧୦ ଅନୁଗୋଳ ସହରରେ ମା’ ଲକ୍ଷ୍ମୀଙ୍କ ପୂଜା ରବିବାର ରାତିରୁ ଆରମ୍ଭ ହୋଇଛି। ସୋମବାର ସନ୍ଧ୍ୟାରେ ବିଭିନ୍ନ ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଥିଲା।...

ସରକାରକଁର ଅଜବ୍‌ ନୀତି:ଖରା ଝାଉରେ ସିଝୁଛନ୍‌ ଅଙ୍ଗନଓ୍ବାଡିର ଛାତ୍ରୀଛାତ୍ର

ଜାମଟିକ୍ରା, ୨୨।୫ (ଡି.ଏନ.ଏ):  ମୁଡ଼ଫଟା ଖରା ତାତିର ଲାଗି ରାଏଜ୍‌ ସରକାର ସବୁ ସରକାରୀ ବେସରକାରୀ ସ୍କୁଲ, କଲେଜ ଛୁଟି ଘୋଷନା କରିଛନ୍‌। ହେଲେ ମହିଳା...

ଟଙ୍କା ପାଇଁ ତଣ୍ଟି କାଟିଲେ ସାନଭାଇ

ସୋର,୪୧।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ସବିରା ପଞ୍ଚାୟତର ମୁନିସବିରା ଗ୍ରାମର ରଘୁନାଥ ବେହେରା (୩୫) ଓ ତାଙ୍କ ସ୍ତ୍ରୀ ପ୍ରଭାତିଙ୍କୁ ଗଳାକାଟି ହତ୍ୟା...

ପୋଲିସ ଶହୀଦ ଦିବସ: ଲୋକଙ୍କ ହିତରେ କାର୍ଯ୍ୟ କରିବାକୁ ଏସ୍‌ପିଙ୍କ ପରାମର୍ଶ

ଭଦ୍ରକ ଅଫିସ,୨୧।୧୦: ଭଦ୍ରକ ଜିଲା ଚରମ୍ପା ରିଜର୍ଭ ପୋଲିସ ପଡ଼ିଆରେ ଜିଲା ପୋଲିସ ପକ୍ଷରୁ ୬୦ତମ ଶହୀଦ ଦିବସ ପାଳିତ ହୋଇଯାଇଛି I ଏସ୍‌ପି ରାଜେଶ...

Advertisement
Archives

Model This Week