ଗୁଳି ଫୁଟି ଆଇଆଇସିଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ/ଆସ୍କା, ୨୫।୩: ଗୁଳି ଫୁଟି ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଆଇଆଇସି ଦେବ କୁମାର ଗମାଙ୍ଗଙ୍କ ଶୁକ୍ରବାର ମୃତ୍ୟୁ ହୋଇଛି । ଏ ନେଇ ଗଞ୍ଜାମ ଏସ୍‌ପି ସୂଚନା ଦେଇଛନ୍ତି ।

ଗାଙ୍ଗପୁର ଥାନା ପରିସରରେ ଆଇଆଇସି ଦେବ କୁମାର ଅଣ୍ଟାରେ ବନ୍ଧୁକ ରଖୁଥିଲେ। ସେତିକି ବେଳେ ଗୁଳି ଫୁଟି ତାଙ୍କ ଅଣ୍ଟାରେ ବାଜି ଥିଲା । ଫଳରେ ପ୍ରଚୁର ରକ୍ତ ସ୍ରାବ ହୋଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଆସ୍କା ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ବୋଲି ଗଞ୍ଜାମ ଏସ୍‌ପି ବ୍ରିଜେଶ ରଏ କହିଛନ୍ତି।
ଅନ୍ୟପକ୍ଷେ ଗୁଳି ଫୁଟିବା ଘଟଣାକୁ ନେଇ ଏସ୍‌ପି ଥାନାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଆଇଆଇସି ଦେବ କୁମାର ଗତ କିଛି ଦିନ ହେଲା ଡିପ୍ରେସନରେ ଥିବା ନେଇ ଏସ୍‌ପି କହିଛନ୍ତି। ଘଟଣାର ତଦନ୍ତ ଚାଲିଛି। ତଦନ୍ତ ପରେ ସତ୍ୟାସତ୍ୟ ଜଣାପଡିବ ବୋଲି ସେ କହିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri