ପ୍ଲାଜମା ନେଇ ଗଞ୍ଜାମ ଜିଲାର ୩ କରୋନା ଆକ୍ରାନ୍ତ ସୁସ୍ଥ: ଶୁଭେଚ୍ଛା ଜଣାଇଲେ ଜିଲାପାଳ

ଛତ୍ରପୁର,୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶିତଳାପଲିସ୍ଥିତ ଟାଟା କୋଭିଡ୍‌ ହସ୍ପିଟାଲରେ ୩ ଜଣ ଗୁରୁତର କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପି ଦିଆଯାଇଥିଲା ଉକ୍ତ ୩ ଜଣଙ୍କ ମଧ୍ୟରେ ୨ ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି। ପ୍ଲାଜମା ଥେରାପି ପରେ ଉକ୍ତ ୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ମଙ୍ଗଳବାର ଟାଟା କୋଭିଡ୍‌ ହସ୍ପିଟାଲରୁ ଡିସ୍‌ଚାର୍ଜ। ତେବେ ଏହା ଗଞ୍ଜାମ ଜିଲାରେ ପ୍ରଥମ। ଏ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସେମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଟୁଇଟକରି ସୂଚନା ଦେଇଛନ୍ତି। ଡାକ୍ତରମାନଙ୍କ ଏହି ପ୍ରଚେଷ୍ଟାକୁ ଜ଼ିଲାପାଳ ପ୍ରଶଂସା କରିଛନ୍ତି। କରୋନାରୁ ସୁସ୍ଥ ହେଉଥିବା ଲୋକେ ପ୍ଲାଜମା ଦାନ କରନ୍ତୁ ବୋଲି ଜିଲାପାଳ ପୁଣି ଅନୁରୋଧ କରିଛନ୍ତି।
ସୂଚନାଯୋଗ୍ୟ, ଗଜ ୨୧ ତାରିଖରେ ବ୍ରହ୍ମପୁରର ଏମ୍‌କେସିଜିରେ ପ୍ଲାଜମା ଥେରାପି ଆରମ୍ଭ ହୋଇଥିଲା। କଟକସ୍ଥିତ ଏସ୍‌ସିବିରୁ ୩ଟି ପ୍ଲାଜମା ଆସିଥିଲା। ପରେ ଟାଟା କୋଭିଡ୍‌ ହସ୍ପିଟାଲର ୩ ଜଣ ଗୁରୁତର ରୋଗୀଙ୍କୁ ସେଠାରେ ପ୍ଲାଜମା ଥେରାପି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ସାମାନ୍ୟ ବଚସାରୁ ୧୬ଥର ଛୁରି ଭୁସି ହତ୍ୟା

କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ଟାଉନ ବଳରାମପୁର ହନୁମାନ ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ସାମାନ୍ୟ ବଚସାରୁ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ...

ସାଙ୍ଗଙ୍କୁ ପଥରରେ ଛେଚି ମାରିଦେଲେ

କେନ୍ଦୁଝର,୧୯ା୪(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଟାଉନ ଥାନା କାଶିପୁର ମୁଣ୍ଡା ସାହିରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ...

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri