ପ୍ଲାଜମା ନେଇ ଗଞ୍ଜାମ ଜିଲାର ୩ କରୋନା ଆକ୍ରାନ୍ତ ସୁସ୍ଥ: ଶୁଭେଚ୍ଛା ଜଣାଇଲେ ଜିଲାପାଳ

ଛତ୍ରପୁର,୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶିତଳାପଲିସ୍ଥିତ ଟାଟା କୋଭିଡ୍‌ ହସ୍ପିଟାଲରେ ୩ ଜଣ ଗୁରୁତର କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପି ଦିଆଯାଇଥିଲା ଉକ୍ତ ୩ ଜଣଙ୍କ ମଧ୍ୟରେ ୨ ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି। ପ୍ଲାଜମା ଥେରାପି ପରେ ଉକ୍ତ ୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ମଙ୍ଗଳବାର ଟାଟା କୋଭିଡ୍‌ ହସ୍ପିଟାଲରୁ ଡିସ୍‌ଚାର୍ଜ। ତେବେ ଏହା ଗଞ୍ଜାମ ଜିଲାରେ ପ୍ରଥମ। ଏ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସେମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଟୁଇଟକରି ସୂଚନା ଦେଇଛନ୍ତି। ଡାକ୍ତରମାନଙ୍କ ଏହି ପ୍ରଚେଷ୍ଟାକୁ ଜ଼ିଲାପାଳ ପ୍ରଶଂସା କରିଛନ୍ତି। କରୋନାରୁ ସୁସ୍ଥ ହେଉଥିବା ଲୋକେ ପ୍ଲାଜମା ଦାନ କରନ୍ତୁ ବୋଲି ଜିଲାପାଳ ପୁଣି ଅନୁରୋଧ କରିଛନ୍ତି।
ସୂଚନାଯୋଗ୍ୟ, ଗଜ ୨୧ ତାରିଖରେ ବ୍ରହ୍ମପୁରର ଏମ୍‌କେସିଜିରେ ପ୍ଲାଜମା ଥେରାପି ଆରମ୍ଭ ହୋଇଥିଲା। କଟକସ୍ଥିତ ଏସ୍‌ସିବିରୁ ୩ଟି ପ୍ଲାଜମା ଆସିଥିଲା। ପରେ ଟାଟା କୋଭିଡ୍‌ ହସ୍ପିଟାଲର ୩ ଜଣ ଗୁରୁତର ରୋଗୀଙ୍କୁ ସେଠାରେ ପ୍ଲାଜମା ଥେରାପି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ଲଜ୍ଜା, ନାବାଳିକାକୁ ଗଣବଳତ୍କାର

ଯୋଡ଼ା,୨୫।୬(ଡି.ଏନ୍‌.ଏ.):  କେନ୍ଦୁଝର ଜିଲା ଯୋଡ଼ା ସହରରେ ଲଜ୍ଜା। ଜଣେ ନାବାଳିକାକୁ ଗଣବଳତ୍କାର କରାଯାଇଥିବା ଜଣାପଡ଼ିଛି। ଯୋଡ଼ା ଲକ୍ଷ୍ମୀ ପଡ଼ିଆଠାରେ ସୋମବାର ରାତିରେ ନାବାଳିକା ତାଙ୍କ ପ୍ରେମିକଙ୍କ...

ଏସ୍‌ଆଇଙ୍କୁ ଛୁରାମାଡ଼ ମାମଲା ଦୋଷୀଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ,୧୦ା୧୨-୨୦୧୮ରେ ଫୁଲବାଣୀ ଟାଉନ ଥାନାର ତତ୍କାଳୀନ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ତରୁଣ ତପନ ବେହେରାଙ୍କୁ ହୋଇଥିବା ଛୁରାମାଡ଼ ମାମଲାର ବିଚାର କରି ସୋମବାର ମୁଖ୍ୟ ବିଚାର...

ଧରିତ୍ରୀ ପ୍ରଭାବ: ଅଭିଯୁକ୍ତଙ୍କ ସହ ପୋଲିସର ସେଲ୍ଫି ନେବା ଆଇଆଇସିଙ୍କୁ ପଡିଲା ମହଙ୍ଗା

ପୁରୀ ଅଫିସ,୧୫।୧୦: ଦିଲୀପ ସ୍ବାଇଁ ହତ୍ୟାକାଣ୍ଡର ମୁଖ୍ୟ ଆସାମୀ ମୁନା ଓରଫ ରାଧାମୋହନ ବିଶ୍ୱାଳଙ୍କ ସହ ଚନ୍ଦ୍ରଭାଗା ମେରାଇନ ଥାନାଧିକାରୀ ବୁଲୁ ମୁଣ୍ଡା ସେଲ୍ପି ନେବା...

ଆର୍ମି ପରୀକ୍ଷାର୍ଥୀଙ୍କ ଆତଙ୍କ ନେଇ ରାଜ୍ୟ ସରକାରଙ୍କୁ ଚିଠି ଲେଖିଲେ କମିଶନର: ରାଜଧାନୀ ଏଭଳି ସାକ୍ଷାତକାର ନ କରିବାକୁ ଉଲ୍ଲେଖ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ଆର୍ମିରେ ଭର୍ତ୍ତି ହେବା ପାଇଁ ଭୁବନେଶ୍ୱରସ୍ଥ ୧୨୦ ବାଟାଲିୟନ ରାଲିରେ ଯୋଗଦେବାକୁ ଆସିଥିବା କେତେଜଣ ପରୀକ୍ଷାର୍ଥୀ ମଙ୍ଗଳବାର ଆତଙ୍କ ଖେଳାଇଥିଲେ। ଜୋର ଜବରଦସ୍ତ ଟ୍ରେନ୍‌...

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ଘଟଣା: ହତ୍ୟା ମାମଲା ରୁଜୁ କଲା ଜିଆର୍‌ପି ପୋଲିସ

ଭୁବନେଶ୍ୱର,୯।୭(ବ୍ୟୁରୋ): ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ନୂଆ ମୋଡ଼ ଆସିଛି। ପ୍ରଥମେ ଆଦିତ୍ୟଙ୍କ ମୃତ୍ୟୁ ଆତ୍ମହତ୍ୟା ବୋଲି କୁହାଯାଉଥିବା ବେଳେ ଗୁରୁବାର ଜିଆର୍‌ପି ଥାନାରେ...

ଆଜିଠୁ ଏସ୍‌ସିବିରେ ମିଳିବ ‘ଆହାର’

କଟକ ଅଫିସ, ୭ା୮: ଆହାର କେନ୍ଦ୍ର ଓ ହସ୍ପିଟାଲ କର୍ମଚାରୀମାନେ ବାରମ୍ବାର କରୋନା ଆକ୍ରାନ୍ତ ହେବାରୁ ପ୍ରାୟ ୪୦ଦିନ ଧରି କଟକ ସହରର ସମସ୍ତ ହସ୍ପିଟାଲରେ...

ଗୋଟିଏ ଦିନରେ ୮୬ ଦେଶରେ ୩୪୬୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଓ୍ବାଶିଂଟନ,୫।୫: ଗୋଟିଏ ଦିନରେ ପୃଥିବୀର ୮୬ ଦେଶରେ କରୋନା ସଂକ୍ରମଣ ଯୋଗୁ ୩୪୬୬ ଜଣଙ୍କ ମୃତ୍ୟୁ ଘଟିଛି। ୨୪ ଘଣ୍ଟାରେ ୧୩୬ ଦେଶରେ ୭୧ ହଜାର...

ଜନବସତିରେ ବର୍ଜ୍ୟବସ୍ତୁ ପ୍ରୋସେସିଂ ୟୁନିଟ୍‌କୁ ବିରୋଧ

ବାଲେଶ୍ୱର ଅଫିସ, ୨୯।୧-ବାଲେଶ୍ୱର ମ୍ୟୁନିସିପାଲିଟି ଅନ୍ତର୍ଗତ ୨୯ ନମ୍ବର ୱାର୍ଡ଼ର ଶ୍ରୀକଣ୍ଠପୁର କ୍ୟାଥୋଲିକ୍‌ ପଡ଼ାରେ ବର୍ଜ୍ୟବସ୍ତୁ ପ୍ରୋସେସିଂ ୟୁନିଟ୍‌ ଖୋଲାଯିବାକୁ ମ୍ୟୁନିସିପାଲିଟି ପକ୍ଷରୁ ନିଷ୍ପତ୍ତିକୁ ସ୍ଥାନୀୟ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *