ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା ଅଭିଯୋଗରେ ୪ ଜଣକୁ ମଙ୍ଗଳବାର ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ଦୁଇଟି ପିସ୍ତଲ ସହ ୨ ରାଉଣ୍ଡ ଗୁଳି ଜବତ ହୋଇଛି। ଗିରଫ ଅଭିଯୁକ୍ତମାନେ ହେଲେ ପିଣ୍ଟୁ ସେଠୀ, ଅନୀଲ ସାଇଁ, ବାଳକୃଷ୍ଠ ବିଷୋୟୀ ଓ ସୁବାଷ ଚନ୍ଦ୍ର ପାଢ଼ୀ। ଭଞ୍ଜନଗର ଏସଡିପିଓ ଡ. ଦୀପକ କୁମାର ମିଶ୍ର ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି। ଏହି ସମୟରେ ଥାନା ଅଧିକାରୀ ଜୀବନାନନ୍ଦ ଜେନା, ଏସ ଆଇ ସମୀର କୁମାର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।
ଘଟଣାରୁ ପ୍ରକାଶ ଯେ ଅଭିଯୁକ୍ତମାନେ ମଳସାପଦର ରାସ୍ତାରେ ଦାଦା ବଟି କାହାକୁ ମାଗିବା ପାଇଁ ଯୋଜନା କରିଥିଲେ। ଏନେଇ ପୋଲିସ ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତମାନଙ୍କୁ କାବୁ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?