ଗଞ୍ଜାମରେ ଗ୍ରୀଷ୍ମ ପ୍ରବାହ ମୁକାବିଲା: ଅଂଶୁଘାତ ମୃତ୍ୟୁ ରିପୋର୍ଟ ତୁରନ୍ତ ଦେବକୁ ନିର୍ଦ୍ଦେଶ

ଛତ୍ରପୁର,୭।୩(ଡି.ଏନ୍‌.ଏ.): ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲାବାସୀଙ୍କୁ ସତର୍କ ରହିବା ଓ ଅଂଶୁଘାତ ଜନିତ ସୁରକ୍ଷା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲାପାଳ ଅବଗତ କରାଇଥିଲେ ଯେ, ବିଗତ ବର୍ଷ ତୁଳନାରେ ଚଳିତ ବର୍ଷ ଅତ୍ୟାଧିକ ଗରମ ଅନୁଭୂତ ହେବାର ସମ୍ଭାବନା ରହିଛି । ଏଣୁ ଜିଲାବାସୀଙ୍କୁ ସୁରକ୍ଷା ଦେବା ସହ ପ୍ରଶାସନ ପକ୍ଷରୁ ସମସ୍ତ ପଦକ୍ଷେପ ପୂର୍ବରୁ ଗ୍ରହଣ କରିବାକୁ ହେବ । ଏଥି ନିମନ୍ତେ ସମସ୍ତ ଲାଇନ ବିଭାଗୀୟ, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରମୁଖ ପୂର୍ବ ପ୍ରସ୍ତୁତି କରି ସଜାଗ ରହିବାର ଆବଶ୍ୟକତା ରହିଛି । ଯଦି ଅଂଶୁଘାତରେ କାହାର ମୃତ୍ୟୁ ଘଟେ ତେବେ ତୁରନ୍ତ ରିପୋର୍ଟ ପ୍ରଦାନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

‘କ୍ରିକେଟ ପାଗଳ’: ବିନା ଭାରତ ମ୍ୟାଚ୍‌ରେ ବି ଷ୍ଟାଡିୟମ୍ ଫୁଲ୍

ଚେନ୍ନାଇ,୮ା୨: ଭାରତୀୟମାନେ ହେଉଛନ୍ତି କ୍ରିକେଟ ପ୍ରେମୀ। ଯାହା ଏବେ ପୁଣିଥରେ ଟି-୨୦ ବିଶ୍ୱକପରେ ପ୍ରମାଣିତ ହୋଇଛି। ଚାଲିଥିବା ଟି-୨୦ ବିଶ୍ୱକପ୍‌କୁ ନେଇ ଉଠୁଥିବା ସମସ୍ତ ଆଶଙ୍କାକୁ ଭୁଲ୍…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri