ରାଜ୍ୟ ଦଳରେ ଗଞ୍ଜାମର ୫ ପ୍ରତିଯୋଗୀ

ବ୍ରହ୍ମପୁର ଅଫିସ,୨୮।୩: ୩୨ତମ ଜାତୀୟସ୍ତରୀୟ ଟେନିସ ବଲ କ୍ରିକେଟ (ପୁରୁଷ ଓ ମହିଳା) ଚାମ୍ପିୟନଶିପ୍‌ ପ୍ରତିଯୋଗିତା ଆସନ୍ତା ୨୮ରୁ ୩୧ ପର୍ଯ୍ୟନ୍ତ ମହାରାଷ୍ଟ୍ରର ନାଗପୁରଠାରେ ଅନୁଷ୍ଠିତ ହେବ। ଏଥିନିମନ୍ତେ ଗଞ୍ଜାମ ଜିଲା ଟେନିସ ବଲ କ୍ରିକେଟ ସଂଘର ୫ ଜଣ ପ୍ରତିଯୋଗୀ ଶନିବାର ରାତିରେ ରାଜ୍ୟ ଦଳ ସହ ମିଶି ନାଗପୁର ଯାତ୍ରା କରିଛନ୍ତି। ଜିଲାରୁ ରାଜ୍ୟ ଟିମ୍‌ରେ ସାମିଲ ହୋଇଥିବା ପ୍ରତିଯୋଗୀଙ୍କ ମଧ୍ୟରେ ୪ ମହିଳା ଓ ଜଣେ ପୁରୁଷ କ୍ରୀଡ଼ାବିତ୍‌ ଅଛନ୍ତି। ସେମାନେ ହେଲେ ପି.ନନ୍ଦିନୀ, ଅର୍ପିତା ଜେନା,କ୍ରିଷ୍ଣା ମହାରଣା, ଶାରଦା ଗୌଡ଼ ମହିଳା ଟିମ୍‌ରେ ଓ ପୁରୁଷ ଦଳର ସୂର୍ଯ୍ୟନାରାୟଣ ରଥ ରାଜ୍ୟ ଦଳରେ ଅଛନ୍ତି। କ୍ରୀଡ଼ାବିତ୍‌ଙ୍କ ସହ ଅତିରିକ୍ତ ଭାବେ ଜିଲା ଟେନିସ ବଲ କ୍ରିକେଟ ସଂଘର ରଞ୍ଜନ କୁମାର ନାୟକ କୋଚ ସହ ଯାତ୍ରା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri