ଗଞ୍ଜାମ ଐତିହାସିକ ଦୋଳ ଯାତ୍ରା: ଏନଏସି ବିଜେଡି ପକ୍ଷରୁ ପାନୀୟ ଜଳ ବଣ୍ଟନ

ଗଞ୍ଜାମ,୩।୩(ବିଦ୍ୟାଧର ସାହୁ ) : ଗଞ୍ଜାମ ସହରରେ ଚାଲିଥିବା ଐତିହାସିକ ଦୋଳ ଯାତ୍ରାର ଆଜି ଶେଷ ଦିବସ । ମଙ୍ଗଳବାର ବଜାର ଯାତ୍ରା ଅନୁଷ୍ଠିତ ହୋଇଛି। ଏହି ଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ଶ୍ରଦ୍ଧାଳୁ କଳାପ୍ରେମୀ ସମାଗମ ହୋଇଥିଲେ। ପ୍ରବଳ ଗୁଳୁଗୁଳି ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏନଏସି ବିଜେଡି ନଗର ସଭାପତି ସୁଧୀର କୁମାର ପାଢ଼ୀଙ୍କ ତତ୍ତ୍ୱାବଧାନରେ ପାନୀୟ ଜଳ ତଥା ପାଣି ବୋତଲ ବଣ୍ଟନ କରାଯାଇଥିଲା । ଛତ୍ରପୁର ପୂର୍ବତନ ବିଧାୟକ ସୁବାଷ ଚନ୍ଦ୍ର ବେହେରା, ପୂର୍ବତନ ଛତ୍ରପୁର ବ୍ଲକ ଉପାଧ୍ୟକ୍ଷ ପ୍ରଶାନ୍ତ କର, ଜିଲା ପରିଷଦ ସଭ୍ୟ ସନା ବେହେରା, ବିଜେଡି ବ୍ଲକ ସଭାପତି ରଞ୍ଜନ ପଲାଇ ପ୍ରମୁଖ ଉପସ୍ଥିତ ଥିଲେ । ଖରାରେ ଆଉଟୁ ପାଉଟୁ ହୋଇ ଯାତ୍ରାରୁ ଫେରୁଥିବା ବେଳେ ମାଗଣା ପାଣି ବୋତଲ ପାଇ ବହୁ ଶ୍ରଦ୍ଧାକୁ ଖୁସି ବ୍ୟକ୍ତ କରିଥିବା ଦେଖିବାକୁ ମିଳିଥିଲା ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା,…

ଅତିରିକ୍ତ ଜିଲାପାଳ ତଦାରଖ କଲେ ଜନଗଣନା କାର୍ଯ୍ୟ: ଘର ଘର ବୁଲି କଲେ…

ଗଞ୍ଜାମ,୧୮।୪(ବିଦ୍ୟାଧର ସାହୁ ): ଜନଗଣନା ଚାଲିଥିବାବେଳେ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ମଧ୍ୟ ଏହା ଜାରି ରହିଛି l ଏଥିରେ ସ୍କୁଲ ଶିକ୍ଷୟିତ୍ରୀ/ଶିକ୍ଷକମାନେ ନିୟୋଜିତ ଅଛନ୍ତି। ଠିକ ଭାବେ…

ବନ୍ଦ ହୋଇଯିବ ହର୍ମୁଜ ପ୍ରଣାଳୀ? ଫେରିଗଲା ୨୧ ଜାହାଜ, ଇରାନ ଦେଲା ବଡ଼ ଓ୍ବାର୍ଣ୍ଣିଂ

ତେହରାନ,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମୟସୀମା ନିକଟତର ହେବା ସହିତ, ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ…

କାମ କରୁଥିବା ବେଳେ ପଡ଼ିଲେ ତଳେ: ଅଂଶୁଘାତରେ  ମୃତ୍ୟୁ ସନ୍ଦେହ

ସମ୍ବଲପୁର,୧୮।୪(ପ୍ରମୋଦ ବହିଦାର): ସମ୍ବଲପୁର ସହର ସମେତ ସମଗ୍ର ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଶନିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଅଂଶୁଘାତ ସନ୍ଦେହ କରାଯାଉଛି।…

ବନ୍ତରୁ ଉଦ୍ଧାର ହେଲା ଅତି ବିରଳ ସାପ: ଚିକିତ୍ସା ପାଇଁ ଯିବ ନନ୍ଦନକାନନ

ବନ୍ତ,୧୮।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ହରିଜନ ସାହିରୁ ଏକ ଅତି ବିରଳ ରଙ୍ଗର ସାପକୁ ଶୁକ୍ରବାର ଅପରାହ୍ନରେ ଉଦ୍ଧାର କରାଯାଇଛି। ହଳଦିଆ…

ଇରାନ ସହ କଥା ହେବା ମଧ୍ୟରେ ପୁଣି ଧମକ ଦେଲେ ଟ୍ରମ୍ପ, କହିଲେ ବୁଧବାର ସୁଦ୍ଧା ଡିଲ ନ ହେଲେ…

ଓ୍ବାଶିଂଟନ,୧୮।୪: ଇରାନ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଙ୍କେତ ଦେଇଛନ୍ତି ଯେ ବର୍ତ୍ତମାନର ଯୁଦ୍ଧବିରତି ଅଧିକ ଦିନ ପର୍ଯ୍ୟନ୍ତ ରହିପାରିବ…

ପ୍ରାଇଭେଟ୍‌ ଚାକିରିଆଙ୍କ ପାଇଁ ଦୁଃଖ ଖବର! ନୂଆ ଲେବର କୋଡ୍‌ ଯୋଗୁ ଦରମାରୁ କଟିଯିବ ଏତେ ଟଙ୍କା…

ନୂଆଦିଲ୍ଲୀ,୧୮।୪: କେନ୍ଦ୍ର ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା ନୂଆ ଲେବର କୋଡ୍ (New Labour Code) ଅଧୀନରେ ବେସରକାରୀ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ଅନେକ ନୂତନ ନିୟମ…

ମାଙ୍କଡ଼ ଆତଙ୍କ: ସିଧା ଆସି ଧରିଲା ଅଣ୍ଟାକୁ …

ବନ୍ତ,୧୮।୦୪(କିଶୋର କୁମାର ସେଠୀ): ମାଙ୍କଡ଼ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ଆହତ ବ୍ୟକ୍ତିଜଣକ ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ତାଳପଦା ଗ୍ରାମର ଦାମୋଦର ବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri