ରେଡ୍‌ ଜୋନ୍‌ରେ ଗଞ୍ଜାମ: ଦିନକରେ ୩୨୩ ପଜିଟିଭ, ଜିଲାକୁ ଫେରିଛନ୍ତି ପ୍ରବାସୀ

ଛତ୍ରପୁର,୨୬।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏବେ ଜିଲା ରେଡ୍‌ ଜୋନ୍‌ରେ ରହିଛି। ପୂର୍ବରୁ ଦୈନିକ କରୋନା ପଜିଟିଭ ସଂଖ୍ୟା ୨୦୦ ତଳେ ରହୁଥିଲା ସୋମବାର ଦିଆଯାଇଥିବା ସୂଚନା ଅନୁସାରେ ଦିନକରେ ପଜିଟିଭ୍‌ ସଂଖ୍ୟା ୩୦୦ ପାର ହୋଇ ୩୨୩ରେ ପହଞ୍ଚିଛି। ଜିଲାକୁୁ ୧୭ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଫେରିଥିବା ବେଳେ ଏଥିରେ ପଶ୍ଚିମବଙ୍ଗ ଫେରନ୍ତା ରହିଛନ୍ତି। ବାହାରୁ ଆସୁଥିବା ଲୋକଙ୍କ
ଉପରେ ନଜର ରଖାଯାଇଥିବା କୁହାଯାଇଛି। ଏଥିଲାଗି ଗଞ୍ଜାମରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକାର ପାଇଁ ନିରାପଦ ସ୍ଥାନ ପଥରଗଣ୍ଡ ପ୍ରକଳ୍ପ: ୧ ମାସରେ ୯ ବନ୍ୟଜନ୍ତୁ ଶିକାର

ରଣପୁର,୩।୮(ସ୍ବ.ପ୍ର.): ବନ୍ୟଜନ୍ତୁ ଶିକାର ପାଇଁ ନୟାଗଡ ବନଖଣ୍ଡ ପଞ୍ଚରିଡା ରେଞ୍ଜର ପଥରଗଣ୍ଡ ପ୍ରକଳ୍ପ ନିରାପଦ ସ୍ଥାନ ପାଲଟିଛି । ରଣପୁର କ୍ଷୁଦ୍ର ଜଳସେଚନ ବିଭାଗ ଅଧୀନରେ...

ରେଢାଖୋଲରେ ଗୋଟିଏ ପରିବାରର ୧୦ ଜଣଙ୍କୁ ସଙ୍ଗରୋଧରେ ରଖିଲା ପ୍ରଶାସନ

ରେଢାଖୋଲ, ୪।୪(ଡି.ଏନ.ଏ.)ସମ୍ବଲପୁର ଜିଲା ପ୍ରଶାସନ ରେଢାଖୋଲ ସହର ଖନ୍ଦାଢିପ ସାହି (ୱାର୍ଡ ନଂ ୭)ର ଗୋଟିଏ ପରିବାରର ୧୦ ଜଣ ସଦସ୍ୟଙ୍କୁ ସଂଗରୋଧରେ ରଖିଛି। ଏହି...

ପଦୋନ୍ନତି, ଦରମା ବୃଦ୍ଧି ନେଇ କଳାବ୍ୟାଜ୍‌ ପିନ୍ଧି ପିଇଓଙ୍କ ଧାରଣା

କେସିଙ୍ଗା,୬।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ସମ୍ମୁଖରେ ବ୍ଲକର ସମସ୍ତ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ କଳାବ୍ୟାଜ୍‌ ପିନ୍ଧି ସୋମବାର ଧାରଣା ଦେଇଥିଲେ ।...

ପିଇବା ଉପଯୋଗୀ ନୁହେଁ ଟ୍ୟାଙ୍କର ପାଣି: ଚୁଆ ଜଳରେ ଚଳୁଛି ଘର

ତାଳଚେର,୧୭ା୫(ନି.ପ୍ର.)- ଶିଳ୍ପ ନଗରୀ ତାଳଚେରରେ ପାନୀୟ ଜଳ ସମସ୍ୟା ଧୀରେ ଧୀରେ ଉତ୍କଟ ହେବାରେ ଲାଗିଛି। ବର୍ଷ ସାରା ଜଳାଭାବ ରହୁଥିଲେ ବି ଖରାଦିନେ ତାହା...

ବରଗଡ଼ରେ ପ୍ରବଳ କୁଆପଥର ବର୍ଷା, ଉଜୁଡ଼ିଲା ଧାନଫସଲ

ବରଗଡ଼ ଅଫିସ,୨୨ା୪: ବରଗଡ଼ ଜିଲାରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ସକାଳୁ ମେଘୁଆ ପାଗ ଲାଗି ରହିଥିବା ବେଳେ ସନ୍ଧ୍ୟା ୫ଟାରୁ...

ଶ୍ରୀମନ୍ଦିରରେ ରକ୍ତଛିଟା, ୨ଥର ମହାସ୍ନାନ

ପୁରୀ ଅଫିସ,୭।୩: କିଛିଦିନର ବ୍ୟବଧାନ ପରେ ଶ୍ରୀମନ୍ଦିରରେ ପୁଣି ରକ୍ତଛିଟା ଓ ବାନ୍ତି ପଡ଼ିଥିଲା। ଫଳରେ ନୀତି ବିଳମ୍ବ ସହ ମହାପ୍ରଭୁଙ୍କୁ ୨ ଥର ମହାସ୍ନାନ...

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ସତ୍ୟପ୍ରକାଶ

ପୁରୀ ଅଫିସ, ୨୨।୯: ଆଇସ୍‌କ୍ରିମ କାଠିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ତିଆରି କରି ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ନିଜ ନଁାକୁ ସ୍ଥାନିତ କରିଛନ୍ତି...

ଅପହରଣ ମାମଲାରେ ଜେଲଗଲେ ଭାଜପା ଯୁବମୋର୍ଚ୍ଚା ସଭାପତି

ସମ୍ବଲପୁର,୨୧ା୨(ବ୍ୟୁରୋ): ସମ୍ବଲପୁର ଜିଲାରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ବିଜେଡି କର୍ମୀ ନିଶିକାନ୍ତ ଦୀକ୍ଷିତଙ୍କୁ ଅପହରଣ ଓ ହତ୍ୟା ଉଦ୍ୟମ ଅଭିଯୋଗରେ ଭାଜପାର ୭ଜଣ ଗିରଫ...

Advertisement
Archives

Model This Week