ଗଞ୍ଜାମ-ଖୋର୍ଦ୍ଧା ସୀମା ସିଲ୍, କେହି ଯାଇ ପାରିବେନି ଭୁବନେଶ୍ୱର: ଜିଲାପାଳ

ଛତ୍ରପୁର,୮ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ଗଞ୍ଜାମ-ଖୋର୍ଦ୍ଧା ସୀମାକୁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ଏଥିସହ ଭୁବନେଶ୍ୱର ଯିବା ପାଇଁ କୋଣସି ବ୍ୟକ୍ତିଙ୍କୁ ଅନୁମତି ମିଳିବ ନାହିଁ ବୋଲି ବୁଧବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ସମସ୍ତେ ଏହାକୁ ସହଯୋଗ କରିବାକୁ ଜିଲାପାଳ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୁଟୁନି ସମସ୍ୟା : ରୋଗୀ ହଇରାଣ

କେନ୍ଦୁଝର, ୨୫ା୪(ସ୍ବ.ପ୍ର.)- କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଡାକ୍ତରଙ୍କ ଉପସ୍ଥିତି ଓ ଅନୁପସ୍ଥିତିକୁ ନେଇ କୌଣସି ସୂଚନା ଦିଆଯାଉ ନ ଥିବାରୁ ରୋଗୀ ହନ୍ତସନ୍ତ ହେଉଛନ୍ତି।...

କାଳ ବୈଶାଖୀ ପ୍ରଭାବ : କାନ୍ଥ ପଡି ଘର ଭାଙ୍ଗିଲା, ୩ ଆହତ

ପାଟଣା,୧।୬(ସ୍ବ.ପ୍ର.)-କାଳବୈଶାଖୀ ପ୍ରଭାବରେ ସୋମବାର ଅପରାହ୍ନରେ କେନ୍ଦୁଝର ଜିଲ ପାଟଣା ଅଞ୍ଚଳରେ କୁଆପଥର ବର୍ଷା, ଘଡଘଡି ସାଙ୍ଗକୁ ବହୁତ ଜୋର୍‌ସେ ପବନରେ ବିଦ୍ୟୁତ ସରବରାହ ବ୍ୟାହତ ହେବା...

କ୍ବାରାଣ୍ଟାଇନ ସେଣ୍ଟରରେ ମହିଳାଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେଉ

କଟକ ଅଫିସ,୨୮।୪: କଟକ ନଗର ମହିଳା ମୋର୍ଚ୍ଚା ତରଫରୁ ରାଜ୍ୟ ସମ୍ପାଦିକା ରଶ୍ମିରେଖା ଦାସଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ମଙ୍ଗଳବାର ଜିଲାପାଳଙ୍କୁ ଭେଟି ଦାବିପତ୍ର...

ଫାର୍ମାସିଷ୍ଟଙ୍କ ବଦଳି ବାତିଲ ଦାବି ନେଇ ସିଡିଏମଓଙ୍କୁ ଭେଟିଲେ ସ୍ଥାନୀୟ ବାସିନ୍ଦା

କେନ୍ଦୁଝର,୧୨।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଫାର୍ମାସିଷ୍ଟଙ୍କ ବଦଳିକୁ ନେଇ ଅସନ୍ତୋଷ ବଢୁଛି। ଏନେଇ ସ୍ଥାନୀୟ ଲୋକେ ଗୁରୁବାର ସିଡିଏମଓଙ୍କ...

ଲୁହାଛଡ଼ରେ ଯୁବକଙ୍କୁ ଆକ୍ରମଣ ମାମଲା: ୨ ଭାଇ ଗଲେ ଜେଲ

ଦିଗପହଣ୍ଡି,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଲୁହାଛଡ଼ରେ ଯୁବକଙ୍କୁ ଆକ୍ରମଣ ମାମଲାରେ ୨ ଅଭିଯୁକ୍ତଙ୍କୁ ଗିିରଫ କରିଛି। ସେମାନେ ହେଲେ ପିଙ୍କୁ ସେଠୀ ଓ ଚରଣ...

କ୍ରିଟିକାଲ ଏରିଆ’ ଘୋଷିତ ହେବାକୁ ଯାଉଛି ପାରାଦୀପ: ବନ୍ଦ ହେବ ନୂତନ ଶିଳ୍ପାୟନ ବାଟ

ପାରାଦୀପ,୨୩ା୯(ସ୍ବ.ପ୍ର.): ବେଳ ଥାଉ ଥାଉ କେହି ଦୃଷ୍ଟି ଦେଲେନି। ଏବେ ନେଡିଗୁଡ କହୁଣୀକୁ ବହିଗଲାଣି। ବନ୍ଦର ଭିତ୍ତିକ ଶିଳ୍ପ ନଗରୀ ପାରାଦୀପରେ ସୃଷ୍ଟି ହୋଇଛି ଏଭଳି...

ଜଳ ପାଲଟିଛି ଜହର

ଗଣ୍ଡତୁରୁମ, ୨୩।୬ (ଡି.ଏନ.ଏ)  ଭେଡେନ ବ୍ଲକ ମହୁଲପାଲି ପଞ୍ଚାୟତର ଟିିହିକିପାଲି ଗ୍ରାମରେ ଦିନକୁ ଦିନ କିଡ୍‌ନୀ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହି ରୋଗରେ...

ଲଘୁଚାପ ବର୍ଷାରେ ବେହାଲ ବ୍ରହ୍ମପୁର: ରାସ୍ତାରେ ଲହଡ଼ି ମାରୁଛି ବର୍ଷାଜଳ, ଘରେ ପଶିଲା ନର୍ଦ୍ଦମା ପାଣି

ବ୍ରହ୍ମପୁର ଅଫିସ, ୫।୯-ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ବୁଧବାର ବିଳମ୍ବିତ ରାତିରୁ ବର୍ଷା ଲାଗି ରହିଛି। ଭୋରରୁ...

Play 250+ Trending Games
Archives

Model This Week

Why Dharitri