ଗଞ୍ଜାମ ଏନଏସିର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ଅପର୍ଣ୍ଣା

ଗଞ୍ଜାମ,୩୧।୧୦(ବିଦ୍ୟାଧର ସାହୁ )ଗଞ୍ଜାମ ଏନଏସିର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅପର୍ଣ୍ଣା ଡାଙ୍ଗୁଆ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ପୂର୍ବରୁ ରଣପୁର ଏନଏସିରେ ଇଓ ଭାବେ ଦାୟିତ୍ୱ ତୁଲାଉ ଥିଲେ। ପୂର୍ବରୁ ଏହି ଏନଏସିର ଇଓ ଅବିନାଶ ମିଶ୍ର ଅତିରିକ୍ତ ତହସିଲଦାର ଭାବେ ପଦୋନ୍ନତି ପରେ ଛତ୍ରପୁର ଇଓ ଦାୟିତ୍ୱରେ ଥିଲେ । ନୂତନ ଇଓ ଡାଙ୍ଗୁଆ ଦାୟିତ୍ୱ ନେବା ପରେ ଏନଏସି ସମସ୍ତ କର୍ମଚାରୀ ସ୍ବାଗତ ଜଣାଇଥିଲେ। ସହରରେ ଅର୍ଦ୍ଧନିର୍ମିତ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶୀଘ୍ର ସମ୍ପୂର୍ଣ କରିବା ନିମନ୍ତେ ପ୍ରଥମେ ଚେଷ୍ଟା କରିବେ ବୋଲି ନୂତନ ଇଓ ନିଜ ପ୍ରତିକ୍ରିୟାରେ କହିଛନ୍ତି। ଅନ୍ୟପଟେ ନୂତନ ଇଓ ଦାୟିତ୍ୱ ନେବା ପରେ ସହରର ବିକାଶମୂଳକ କାର୍ଯ୍ୟ ହେବ ବୋଲି ସହରବାସୀ ଆଶାବାଦୀ ଥିବା ଜଣା ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଗତସିଂହପୁର ଜିଲାରେ ରାବଣ ଆଉ ମହିଷାସୁର କିଏ?: କାହାକୁ ଆକ୍ଷେପ କଲେ ବିଧାୟକ

ଜଗତସିଂହପୁର,୧୪।୧୦।: ଜଗତସିଂହପୁର ଜିଲାରେ ରାବଣ କିଏ? ମହିଷାସୁର କିଏ?ରବିବାର ଜଗତସିଂହପୁରରେ ହୋଇଥିବା ରାବଣ ପୋଡ଼ି ଉତ୍ସବରେ ଅତିଥି ଭାବେ ଯୋଗଦେଇଥିଲେ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ, ବିଧାୟକ...

ଖେଳ ସରିବାକୁ ଆଉ ଥିଲା ଅଢେଇ ମିନିଟ୍‌: କବାଡି କୋର୍ଟରେ ଟଳି ପଡ଼ିଲେ ଖେଳାଳି

ନୂଆପଡ଼ା,୧୪।୧୦।( ମକାରୁ ବେମାଲ): ଖେଳ ସରିବାକୁ ଅଢ଼େଇ ମିନିଟ୍‌ ଥିଲା। କେଇଟା ମୁହୁତ୍ତର୍ତ୍ତ ପରେ ବିଜୟ ସ୍ୱାଦ ଚାଖି ଥାଆନ୍ତେ। ଆଉ ପୁରସ୍କୃତ ହୋଇଥାଆନ୍ତେ। ହେଲେ...

ଜିଲାପାଳଙ୍କ ନିର୍ଦ୍ଦେଶକୁ ମାନିଲେନି ଶିକ୍ଷା କମିଟି: ଫେରିଗଲେ ପ୍ରଧାନ ଶିକ୍ଷକ

କେସିଙ୍ଗା,୧୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ସ୍ଥିତ ଜବାହାର ଉଚ୍ଚ ବିଦ୍ୟାପୀଠ ବାଲସି (କ) ର ପୂର୍ବତନ ପ୍ରଧାନ ଶିକ୍ଷକ ବଂଶୀଧର ରାଉତଙ୍କୁ...

ଗର୍ଜିଲେ ଆଶାକର୍ମୀ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଛତ୍ରପୁର,୧୪।୧୦(ଦିଲ୍ଲୀପ ସାମଲ): ଆଶା କର୍ମଚାରୀ ଗ୍ରାମାଞ୍ଚଳ ତଥା ସହରାଞ୍ଚଳର ଲୋକଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସୂଚନା ସର୍ବେକ୍ଷଣ, ଟୀକାକରଣ, ପରିମଳ, ମାତୃ ଓ ଶିଶୁ ଯତ୍ନ, ଔଷଧ...

ବିଧାୟକଙ୍କ ମହାନତା: କୋଡି, ଶାବଳ ଧରି ନିର୍ମାଣ କଲେ ଅସ୍ଥାୟୀ ଚେକ୍‌ଡ୍ୟାମ

ପୁରୁଷୋତ୍ତମପୁର,୧୪।୧୦(ସିମାଞ୍ଚଳ ମିଶ୍ର): ସରକାର ଚାଷୀଙ୍କ ଜମିକୁ ଜଳସେଚନର ସୁବିଧା ଲାଗି ଯୋଜନା ପରେ ଯୋଜନା କରୁଥିବା ବେଳେ ଲିପ୍ଟ ଇରିଗେସନ ବିଭାଗୀୟ କର୍ମଚାରୀଙ୍କ ଦାୟିତ୍ୱହୀନତା ଓ...

ଜଙ୍ଗଲକୁ ହାତୀ ଦେଖିବାକୁ ଯାଇଥିଲେ: ହଠାତ୍‌ ହାତୀ ପଛରୁ ଆସି…  

ପାଟଣା,୧୪।୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଡେଣୁଆ କାଜୁଜଙ୍ଗଲରେ ସୋମବାର ଏକ ଦନ୍ତା ଆକ୍ରମଣରେ ଜଣେ ୨୫ ବର୍ଷୀୟ  ଯୁବକ ଗୁରୁତର ହୋଇଛନ୍ତି। ଗୁରୁତୋର...

ତୁମୁଡିବନ୍ଧରେ ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ତୁମୁଡିବନ୍ଧ,୧୩।୧୦(ଦୀପକ କୁମାର ପରସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ କାର୍ଯ୍ୟାଳୟର ସଭା ଗୃହରେ ଆଜି ସୋମବାର ପୂର୍ବାହ୍ନ ୧୧ ଘଣ୍ଟା ସମୟରେ ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ...

ବଢୁଛି ଚୋରା ମଦ ବ୍ୟବସାୟ, ନାକେଦମ୍‌ ହେଲେଣି ଅଞ୍ଚଳବାସୀ

ଦାରିଙ୍ଗବାଡ଼ି,୧୪ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ିରେ ଚୋରା ମଦ କାରବାର ବେଧଡ଼କ ଚାଲିଛି। ଦିନରାତି ଏହି ବ୍ୟବସାୟ ଚାଲିଥିବା ବେଳେ ଏଥିପ୍ରତି କାର୍ଯ୍ୟାନୁଷ୍ଠାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri