ଗଞ୍ଜାମ ଏନ୍‌ଏସି ଉପାଧ୍ୟକ୍ଷ ହେଲେ ସୁରେନ୍ଦ୍ର ବାରିକ

ଗଞ୍ଜାମ,୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସିରେ ଗୁରୁବାର ଉପାଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହୋଇଥିଲା l ଏଥିରେ ୧ ନଂ ଓ୍ବାର୍ଡର ବିଜେଡି କାଉନସିଲର ସୁରେନ୍ଦ୍ର ବାରିକ ଉପାଧ୍ୟକ୍ଷ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଉପାଧ୍ୟକ୍ଷ ପାଇଁ ବିଜେଡିର ଏକ ମାତ୍ର ପ୍ରାର୍ଥୀ ସୁରେନ୍ଦ୍ର ନାମାଙ୍କନ ପତ୍ର ଦାଖଲ କରିଥିଲେ। ବିଜେଡି ଏନ୍‌ଏସି ଯୁବ ସଭାପତି ସୁଧୀର କୁମାର ପାଢ଼ୀ ଏବଂ ଛାତ୍ର ସଭାପତି ରାକେଶ ରଞ୍ଜନ ଦାସ (ସିଲୁ )ଙ୍କ ନେତୃତ୍ୱରେ ବିଜେଡିର ୧୧ଜଣ କାଉନସିଲର ଏନ୍‌ଏସି କାର୍ଯ୍ୟାଳୟରେ ପ୍ରବେଶ କରିଥିଲେ। ପରେ ନିର୍ବାଚନ ଅଧିକାରୀ ତଥା ତହସିଲଦାର ଅରୁଣ କୁମାର ନାୟକ ସୁରେନ୍ଦ୍ରଙ୍କ ନାମ ଘୋଷଣା କରିଥିଲେ l ପୂର୍ବତନ ଏନ୍‌ଏସି ଭାଇସ ଚେୟାରମ୍ୟାନ ନୀଳାଞ୍ଚଳ ବାରିକ, ପୂର୍ବତନ ଏମ୍‌ପି ପ୍ରତିନିଧି ସୀମାଞ୍ଚଳ ସାହୁ, ବିଜେଡି ଯୁବନେତା ମନୋଜ ପ୍ରଧାନଙ୍କ ସମେତ ସମସ୍ତ ଏନ୍‌ଏସି କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୃହ କାର୍ଯ୍ୟାଦେଶ ବିଲ୍‌ ପାଇଁ ଲାଞ୍ଚ: ବାର୍ତ୍ତାଳାପ ରେକର୍ଡିଂ ଶୁଣାଇଲେ ହିତାଧିକାରୀ

କାମାକ୍ଷାନଗର, ୧।୧୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ସୋଗର ପଞ୍ଚାୟତରେ ଆବାସ ଯୋଜନାର ବିଲ୍‌ ପୈଠ ପାଇଁ ବ୍ୟାପକ ଲାଞ୍ଚ କାରବାର ହେଉଛି। ଏଥିରେ ପିଇଓଙ୍କ ସମ୍ପୃକ୍ତି...

ବର୍ଷାରେ ଭିଜି ରାସ୍ତା ମରାମତି କଲେ ୨ ଯୁବକ

ଆନନ୍ଦପୁର,୨୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଦେଇ ଯାଇଥିବା ୨୦ ନଂ. ଜାତୀୟ ରାଜପଥର ଶାଳପଡ଼ାରୁ ଖପରାଖାଇ ପର୍ଯ୍ୟନ୍ତ ସର୍ଭିସରୋଡ୍‌ର ଅବସ୍ଥା ବେହାଲ ହୋଇଛି। ଜାତୀୟ ରାଜପଥ...

ଗାଁରେ ଆତଙ୍କ ଖେଳାଉଛନ୍ତି ହାତୀପଲ

ବାଲେଶ୍ୱର ଅଫିସ,୫ା୧୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧିନସ୍ଥ ନଟାକଟା ପଞ୍ଚାୟତରେ ଶନିବାର ରାତିରେ ହାତୀ ଆତଙ୍କ ଦେଖିବାକୁ ମିଳିଛି। ମୟୂରଭଞ୍ଜ ଜିଲା ମୋରଡ଼ା ଅଞ୍ଚଳରୁ...

ଅନୁଗୋଳ ପୋଲିସ ମୁଖ୍ୟାଳୟରେ ଉଦ୍‌ଘାଟିତ ହେଲା ସିଟି ସର୍ଭିଲେନ୍ସ, ଆଇଟିଏମ୍‌ଏସ୍‌ ବ୍ୟବସ୍ଥା

ଅନୁଗୋଳ ଅଫିସ,୨।୮: ଅନୁଗୋଳ ପୋଲିସ ମୁଖ୍ୟାଳୟରେ ସିଟି ସର୍ଭିଲେନ୍ସ ଓ ଆଇଟିଏମ୍‌ଏସ୍‌ ବ୍ୟବସ୍ଥାକୁ ବିଧାନସଭା ଉପବାଚସ୍ପତି ରଜନୀକାନ୍ତ ସିଂହ ଏବଂ ପୋଲିସ ମହାନିର୍ଦ୍ଦେଶକ ଡା. ରାଜେନ୍ଦ୍ର...

ତାତିଲେ ରାଣୀଗୋଡ଼ାବାସୀ : ବିଜୁଳି ଦିଅ, ନ ହେଲେ ଆନ୍ଦୋଳନ

ଅନୁଗୋଳ ଅଫିସ, ୧୬।୫- ଅନୁଗୋଳ ଉପକଣ୍ଠ ରାଣୀଗୋଡ଼ା ନାୟକ ସାହିର ଲୋକେ ଅନୁଗୋଳ ସେସୁ କାର୍ଯ୍ୟାଳୟ ଆଗରେ ବୁଧବାର ଧାରଣା ଦେଇଥିଲେ। ଗ୍ରାମରେ ଲୋ ଭୋଲଟେଜ୍‌...

କଲେଜ ଛାତ୍ରୀଙ୍କୁ ଅପହରଣ: ଅଭିଯୁକ୍ତ ଗିରଫ

ପାଲଲହଡା,୨୫।୬(ଡି.ଏନ.ଏ.)-ଜୈନେକା କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗରେ ମଙ୍ଗଳବାର ପାଲଲହଡା ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ପାଲଲହଡା ଉଦିତନଗର ସାହିରେ...

ଟ୍ରେନ ଧକ୍କାରେ ଭାଲୁ ମୃତ

ବଇଣ୍ଡା,୧।୮(ଡି.ଏନ.ଏ.)-ତାଳଚେର-ସମ୍ବଲପୁର ରେଳ ପଥର ହଣ୍ଡପା ଥାନା କୃଷ୍ଣପୁରଠାରେ ଟ୍ରେନ ଧକ୍କାରେ ଏକ ଅଣ୍ଡିରା ଭାଲୁର ମୃତ୍ୟୁ ହୋଇଛି। ଘଟଣାରୁ ଜଣାପଡ଼ିଛି, ରେଳ ଲାଇନ ପାର ହୋଇ...

ମୋବାଇଲ ଚୋର ଗିରଫ

ଧାମନଗର,୧୨।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଦୋବଲ ବଜାରରେ ମୋବାଇଲ ଦୋକାନ କରିଥିବା ସେକ୍‌ ଇଝାରଙ୍କୁ ମୋବାଇଲ ଚୋରି ଅଭିଯୋଗରେ କେନ୍ଦ୍ରାପଡ଼ା ପୋଲିସ ଗିରଫ କରିଛି। ଇଝାର ଚୋରା...

Advertisement
Archives

Model This Week