ଗଞ୍ଜାମ ଏନଏସିର ବିଚିତ୍ର ନୀତି: ମହିଳା ଶୌଚାଳୟରେ ନାହିଁ କବାଟ

ଗଞ୍ଜାମ,୩।୬(ବିଦ୍ୟାଧର ସାହୁ):ଗଞ୍ଜାମ ସହର ସାନ ବଜାର ଏବଂ ବଡ଼ ବଜାର ଠାରେ ଏନଏସି ପ୍ରଶାସନ ପକ୍ଷରୁ ବାହାରୁ ଆସୁଥିବା ମହିଳା ଓ ପୁରୁଷଙ୍କ ନିମନ୍ତେ ଶୌଚାଳୟ ନିର୍ମାଣ କରାଯାଇଛି l ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ ଯୋଗୁ ବ୍ୟବହାର ନହେଉଣୁ ତାହା ଭାଙ୍ଗି ରୁଜି ଯାଉଛି l ବଡ଼ ବଜାର ଠାରେ ଥିବା ମହିଳାଙ୍କ ଲାଗି ଉର୍ଦ୍ଦିଷ୍ଟ ଶୌଚାଳୟର କବାଟ ନାହିଁ l କିଭଳି ଜଣେ ମହିଳା ସେଠାରେ ପରିସ୍ରା କିମ୍ବା ଲାଟିନ ଭାବେ ବ୍ୟବହାର କରିବେ ତାହା ପରିତାପର ବିଷୟ ପାଲଟିଛି l ଧନ୍ୟ ଆମ ପ୍ରଶାସନ ଓ ଜନପ୍ରତିନିଧି ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି l ଖାଲି ପ୍ରକଳ୍ପ ଶୁଭାରମ୍ଭ ତାପରେ ଯିଏ ଯାହାର ପିସି ନେଇ ଚୁପ l ବାକି ଲୋକଙ୍କ ମୌଳିକ ସମସ୍ୟା ପ୍ରତି କାହାର ନିଘା ନାହିଁ l ସେହିପରି ଅନ୍ୟ ଶୌଚାଳୟ ଗୁଡିକର ମଧ୍ୟ ସମାନ ଅବସ୍ଥା l ବିକାଶ ଠାରୁ ବହୁ ପଛରେ ପଡିଛି ଗଞ୍ଜାମ ସହର l ଏଥିପ୍ରତି ଜିଲା ଉଚ୍ଚ ପ୍ରଶାସନ ଦୃଷ୍ଟି ଦେବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri